PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଳେଶ୍ୱର: ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତ ଦେହ ଠାବ
  • ||
  • ନୟାଗଡ଼: କଟକ ଅବକାରୀ ଗୋଇନ୍ଦା ବିଭାଗ ଦ୍ବାରା ୨କିଲୋ ୩୦୦ଗ୍ରାମ ଅଫିମ ଜବତ, ଜଣେ ଗିରଫ
  • ||
  • ପୁରୀ: ଶ୍ରୀମନ୍ଦିର ସହ ଜଡ଼ିତ ୨୩ଜଣ କରୋନା ପଜିଟିଭ୍ ଚିହ୍ନଟ : ସେବାୟତଙ୍କ ସମେତ ଏକାଧିକ କର୍ମଚାରୀ ସଂକ୍ରମିତ
  • ||
  • ଗଞ୍ଜାମ: ୭ ଦିନ ପାଇଁ ସମସ୍ତ ଧର୍ମାନୁଷ୍ଠାନ, ସର୍ବସାଧାରଣ ସ୍ଥାନ ଯଥା- ପାର୍କ ସମୁଦ୍ରକୂଳ ବନ୍ଦ ନିର୍ଦ୍ଦେଶ, ମେରୁ ଯାତ୍ରା ଓ ପଣା ସଂକ୍ରାନ୍ତି ସର୍ବସାଧାରଣରେ ମନା
  • ||
  • ମାଲକାନଗିରି: ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳ ପାପରମେଟଲା ଥାନା ଅନ୍ତର୍ଗତ ଜାମୁଝାଡୀ ଜଙ୍ଗଲରୁ ଅଚିହ୍ନା ଯୁବକର ମୃତଦେହ ଉଦ୍ଧାର
  • ||
  • କଳାହାଣ୍ଡି: ଜାଲ୍ ସାର୍ଟିଫିକେଟ୍ ଦେଇ ୨୫ ଶିକ୍ଷକ ବହିଷ୍କୃତ
  • ||
  • ଯାଜପୁର: ଡଙ୍କାରୀରେ ବଡ ଧରଣର ଚଢ଼ାଉ, କଳାପଥର ଗାଡି ଜବତ, ଏକାଧିକ ଲୁଟେରା ଗିରଫ
  • ||
  • ବୋଲଗଡ଼: ବାଇକ୍- ବୁଲେଟ ମୁଁହା ମୁଁହି ଧକ୍କା, ୨ ଗୁରୁତର
  • ||
  • ଆଇପିଏଲ୍‌ର-୧୪: ଆଜି ମୁହାଁମୁହିଁ ହେବେ ମୁମ୍ବାଇ ଇଣ୍ଡିଆନ୍ସ ଓ କୋଲକାତା ନାଇଟ ରାଇଡର୍ସ
  • ||
  • କରଞ୍ଜିଆର ଥାନା ବୁଢୀଗାଁରର ଘଟଣା- ସ୍ତ୍ରୀ ଓ ସ୍ତ୍ରୀର ପ୍ରେମିକକୁ କଟୁରିରେ ହାଣିଲା ସ୍ୱାମୀ , ଅଭିଯୁକ୍ତ ସ୍ୱାମୀ ଗିରଫ
  • ||
  • ବାଲେଶ୍ୱରରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କରିବେ ସମୀକ୍ଷା
  • ||
  • ରାଜ୍ୟ: ପୁଣି ୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୯୩୦କୁ ଛୁଇଁଲା
  • ||
  • ଓଡ଼ିଶାରେ ଆଜି ୧୭୮୪ କରୋନା ପଜିଟିଭ୍‌ ଚିହ୍ନଟ, କ୍ୱାରାଣ୍ଟାଇନ୍‌ରୁ ୧୦୩୫ , ଲୋକାଲ କଣ୍ଟାକ୍ଟରୁ ୭୪୯ ଚିହ୍ନଟ
  • ||
  • ଆଜି ଭୁବନେଶ୍ୱରରୁ ୧୯୦ କରୋନା ପଜିଟିଭ ଟିହ୍ନଟ, କ୍ୱାରେଣ୍ଟାଇନ୍‌ରୁ ୩୮ ଓ ଲୋକାଲ କଣ୍ଟାକ୍ଟରୁ ୧୫୨ସଂକ୍ରମିତ
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୭ ଜଣ କରୋନା ପଜିଟିଭ, ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୮୬୦କୁ ବୃଦ୍ଧି

ଭୁବନେଶ୍ୱର,୦୯ /୦୩ : କରୋନା ମହାମାରୀର ନୂଆ ଷ୍ଟ୍ରେନ୍ ଚିନ୍ତା ବଢ଼ାଇଛି।  ଯାହାର ଫଳ ସ୍ୱରୂପ ଏବେ ସଂକ୍ରମଣ ଦିନକୁ ଦିନ ଡରାଉଛି। ୨୪ ଘଣ୍ଟା ରାଜ୍ୟରେ ୧୩ ଟି ଜିଲ୍ଲାରୁ ୫୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୨୩ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୮୬୦ ଜଣକୁ ବଢ଼ିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

୨୪ ଘଣ୍ଟା ମଧ୍ୟରେ ୫୭ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଂପୃକ୍ତ ଆକ୍ରାନ୍ତ ମଧ୍ୟରୁ ଖୋର୍ଦ୍ଧାରୁ ୧୨ ଜଣ, କଟକରୁ ୮ ଜଣ, ସୁନ୍ଦରଗଡ଼ରୁ ୭ ଜଣ, ମୟୂରଭଞ୍ଜରୁ ୬ ଜଣ, ଅନୁଗୁଳରୁ ୫ ଜଣ, ଯାଜପୁର,ଝାରସୁଗୁଡା ଓ ସମ୍ବଲପୁରରୁ ୩ ଜଣ ଲେଖାଏଁ, ବରଗଡ଼,ଦେବଗଡ଼ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, ବଲାଙ୍ଗୀର ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍‌ରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୭ ହଜାର ୮୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୨୨ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୫ ହଜାର ୧୬୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୧୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୮୫ ଲକ୍ଷ ୧୨ ହଜାର ୨୩୨ ସାମ୍ପୁଲ ଟେଷ୍ଟ୍ ହୋଇଛି।

ସମ୍ବନ୍ଧିତ ଖବର