PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ମଧ୍ୟରାତ୍ରୀ ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଗୁଲାବ, ଗଞ୍ଜାମ ଓ ଗଜପତିରେ ପଡିବ ବେଶି ପ୍ରଭାବ
  • ||
  • ମାଲକାନଗିରି : ବାତ୍ୟା ମୁକାବିଲା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ, ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
  • ||
  • କଟକ : ମହାନଦୀ ପୋଲ ଉପରୁ ପାଣିକୁ ଡେଇଁଲେ ବିଜେବି କଲେଜ କେମେଷ୍ଟ୍ରି ଲାବୋରେଟୋରୀ ଆସିଷ୍ଟାଣ୍ଟ
  • ||
  • ସୋରୋ : ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୨୦ ହଜାର ଟଙ୍କା ଓ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ: କଟକ ଯୋବ୍ରା ନିକଟରୁ ଠାବ ହେଲା ନିଖୋଜ ହାତୀର ମୃତଦେହ, ଶୁକ୍ରବାର ରାତିରେ ମହନଦୀରେ ଭାସଯାଇଥିଲା
  • ||
  • ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୮୫ ଜଣ ପଜିଟିଭ୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି
  • ||
  • ଅନୁଗୁଳ: କୋଡିଏମାଇଲ ଛକରେ ଥିବା ୨ଟି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡିଗଲେ ୩ ଯୁବକ, ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ସ୍ଥାନୀୟଲୋକ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ଗୁଲାବ୍, ମଧ୍ୟ ରାତ୍ରରେ ହେବ ଲ୍ୟାଣ୍ଡଫଲ୍
  • ||
  • ଆଇପିଏଲ୍- ୨୦୨୧: ଆଜି ରୋହିତ ଓ ବିରାଟଙ୍କ ମଧ୍ୟରେ କଡ଼ା ମୁକାବିଲା, ବିଜୟ ଲକ୍ଷ୍ୟରେ ଉଭୟ ଦଳ
  • ||
  • ଭୁବନେଶ୍ୱର: ‘ରମାଦେବୀ’ରେ ପିଏଚ୍‌ଡି ନାମଲେଖା ପାଇଁ ପ୍ରକାଶ ପାଇଲା ମେରିଟ ଲିଷ୍ଟ୍, ୧୧ଟି ବିଭାଗରେ ମୋଟ୍ ୬୦ ଛାତ୍ରୀଙ୍କୁ ଚୟନ..
  • ||
  • ପଞ୍ଜାବ: ଆଜି ପଞ୍ଜାବ କ୍ୟାବିନେଟ ସମ୍ପ୍ରସାରଣ ,ଶପଥ ନେବେ ମନ୍ତ୍ରୀ, ଚନ୍ନୀଙ୍କ ଟିମ୍‌ରେ ସାମିଲ ହେବେ ୭ ନୂଆ ଚେହେରା
  • ||

ବରମୁଣ୍ଡାରେ ISBT ପରିଦର୍ଶନ କଲେ 5T ସଚିବ ଭି.କେ ପାଣ୍ଡିଆନ, ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା

ଭୁବନେଶ୍ୱର ୨୫/୭ : ଆଜି ଭୁବନେଶ୍ୱରର ବିଭିନ୍ନ ନିର୍ମାଣାଧୀନ ପ୍ରକଳ୍ପ କାମର ସମୀକ୍ଷା କରିଛନ୍ତି 5T ସଚିବ ଭି.କେ ପାଣ୍ଡିଆନ । ବରମୁଣ୍ଡାରେ ଆଇଏସବିଟି ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି 5T ସଚିବ । ତାଙ୍କର ଏହି ଗସ୍ତରେ ବିଏମସି କମିଶନର ସଞ୍ଜୟ ସିଂହ, ପୂର୍ତ୍ତ ସଚିବ କ୍ରିଷନ କୁମାର ଓ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭିନିଲ କ୍ରୀଷ୍ଣା ମଧ୍ୟ ଉପସ୍ଥିତ ଥିଲେ । ୨୦୨୨ ସୁଦ୍ଧା ଶେଷ ହେବ ଇଣ୍ଟର ଷ୍ଟେଟ୍ ବସ୍ ଟର୍ମିନାଲ । ଏହି ପ୍ରକଳ୍ପ ପାଇଁ ୧୮୦ କୋଟି ଟଙ୍କା ଖର୍ଚ୍ଚ ହେବ।

ଖଣ୍ଡଗିରିରେ ଥିବା ବସ୍ ଡିପୋରେ ୩୦୦ ବସ୍ ଏକା ସାଙ୍ଗରେ ରହିପାରିବେ। ଏହାସହ କେୟାର ହସ୍ପିଟାଲ ନିକଟରେ ବସ୍ତି ଅଞ୍ଚଳ ପାଇଁ ହେଉଥିବା ହାଉସିଂ ପ୍ରୋଜେକ୍ଟ କାମର ମଧ୍ୟ ସମୀକ୍ଷା କରିଛନ୍ତି ଭି.କେ ପାଣ୍ଡିଆନ । ଇନଫୋସିଟି ଅଞ୍ଚଳରେ ଚାଲିଥିବା ଇଡକୋ କନଷ୍ଟ୍ରକ୍ସନ ସାଇଟରେ 5T ସଚିବ କାମ ତଦାରଖ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏହି ସମୀକ୍ଷା କରାଯାଇଥିବା କୁହାଯାଉଛି ।