PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ୍‌ ଅମରିନ୍ଦର ସିଂହ
  • ||
  • ଏସିଏଫ୍‌ ସୌମରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣା – ଭୁବନେଶ୍ୱର ଫରେନସିକ୍‌ ଲ୍ୟାବ୍‌ରେ ଡିଏଫ୍‌ଓ , ରୋଷେୟାଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି
  • ||
  • କେନ୍ଦୁଝର: ମହିଳାଙ୍କୁ ନିର୍ଯାତନା ଦେବା କାରଣରୁ ସ୍ୱାମୀ, ଶାଶୁ, ଶଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ୍
  • ||
  • ଲୋଇସିଂହା: ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଦାରିଙ୍ଗବାଡି : ସଂରକ୍ଷିତ ଜଙ୍ଗଲରୁ ଚୋରା ଚାଲାଣ ବେଳେ କାଠପଟା ଜବତ, ଜଣେ ଗିରଫ
  • ||
  • ଲୋଇସିଂହା : ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ, କାରଣ ଅସ୍ପଷ୍ଟ
  • ||
  • କେନ୍ଦୁଝର : ମହିଳାଙ୍କୁ ନିର୍ଯାତନା ଦେବାରୁ ସ୍ୱାମୀ, ଶାଶୁ, ଶ୍ଵଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ ଦଣ୍ଡ
  • ||
  • ପଦ୍ମପୁର: ଗଜଲକ୍ଷ୍ମୀ ଷ୍ଟୋରରେ ଜିଏସଟି ବିଭାଗର ଚଢ଼ାଉ
  • ||
  • ବ୍ରହ୍ମପୁର: ଗଞ୍ଜାମରେ ୧୦୧୦ଗାଁ ବାଲ୍ୟ ବିବାହ ମୁକ୍ତ ଘୋଷଣା କଲା ପ୍ରଶାସନ
  • ||
  • ବଲାଙ୍ଗୀର: ରାତିରେ ପରିବାର ଲୋକଙ୍କ ସହ ଶୋଇଥିଲା ବେଳେ ମହିଳାଙ୍କୁ କାମୁଡି ଦେଲା ବିଷାକ୍ତ ସାପ, ଆଖିବୁଜଲେ ମହିଳା
  • ||
  • ପାଟଣା: ପୂର୍ବତନ ପାଟଣା ବିଧାୟକ ରାମରାଇ ମୁଣ୍ଡାଙ୍କ ପରଲୋକ
  • ||
  • ସମ୍ବଲପୁର: ହୀରାକୁଦର ପୁଣି ବନ୍ଦ ହେଲା ୬ ଗେଟ୍, ୧୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
  • ||
  • ବାଙ୍କୀ : ହୁଳୁହୁଳା ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ, ବାଙ୍କୀର ବହୁ ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରୁ ୨୪ ଘଣ୍ଟା ମଧ୍ୟରେ ଆଉ ୬୯୫ଜଣ କରୋନା ପଜିଟିଭ୍ ଚିହ୍ନଟ
  • ||
  • ସଠିପୁର : ଦୁଇ କଣ୍ଟେନର ମୁହାଁମୁହିଁ ଧକ୍କା, ଉଭୟ ଡ୍ରାଇଭର ଆହତ
  • ||
  • ଜଗତସିଂହପୁ : ହଂସୁଆ ନଈରେ ଘାଇ, ୧୦ରୁ ଅଧିକ ଗାଁ ଜଳମଗ୍ନ
  • ||
  • ସମ୍ବଲପୁର : ସୁଧୁରୁଛି ଉପରମୁଣ୍ଡର ବନ୍ୟା ସ୍ଥିତି, ହୀରାକୁଦରେ ବନ୍ଦ ହେଲା ୪ ଗେଟ୍‌, ୨୪ ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି
  • ||
  • କାମାକ୍ଷାନଗର : ଚାଷୀଙ୍କୁ ଦଳି ମାରିଲା ଦନ୍ତା
  • ||
  • ରାଉରକେଲା : ବିମାନଘାଟି ପରିସରରେ ଜଣେ ମହିଳା ଶ୍ରମିକଙ୍କୁ ଦୁଷ୍କର୍ମ ଉଦ୍ୟମ, ଠିକା କର୍ମଚାରୀ ଅଟକ
  • ||

ରାଜ୍ୟରେ ଆଉ ୬୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୫୭୬୮କୁ ବୃଦ୍ଧି

ଭୁବନେଶ୍ଵର, ୨୯/୦୭ : ରାଜ୍ୟରେ କରୋନ ସଂକ୍ରମଣ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୬୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୫ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୭୬୮ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

୨୨ଟି ଜିଲ୍ଲାରୁ ୬୫ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ସଂପୃକ୍ତ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ,ବରଗଡ଼ ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଅନୁଗୁଳ, ବଲାଙ୍ଗୀର , କଟକ, ଗଞ୍ଜାମ, ଯାଜପୁର ଓ ପୁରୀ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ଗଜପତି, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମୟୁରଭଞ୍ଜ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୭୪ ହଜାର ୧୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୭ ହଜାର ୨୬୨ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୫୧ ହଜାର ୦୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୫୭୬୮ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୫୮୭୪୫୭୬ ସାମ୍ପୁଲ ଟେଷ୍ଟ୍ ହୋଇଛି।