PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋରାପୁଟ: କୋଟିଆରେ ଆନ୍ଧ୍ର କର୍ମଚାରୀଙ୍କୁ ଅଧାରାସ୍ତାରେ ଅଟକାଇଲା ଓଡ଼ିଶା ପୋଲିସ
  • ||
  • କଳାହାଣ୍ଡି: ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଫିସ ଘେରାଉ, ଘଟଣାସ୍ଥଳରେ ଉତ୍ତେଜନା ଜାରି
  • ||
  • ଭଦ୍ରକ: ବଉଳ ପୋଖରୀ ଅଞ୍ଚଳରୁ ୩୧୬ ଗ୍ରାମ୍ ବ୍ରାଉନସୁଗର ଜବତ କଲା ଗ୍ରାମଞ୍ଚଳ ଥାନା ପୋଲିସ, ୩ ଗିରଫ
  • ||
  • କେନ୍ଦୁଝର: ନିଖୋଜ ୪ ବର୍ଷର ଶିଶୁକନ୍ୟାର ଉଲଂଗ୍ନ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ
  • ||
  • ଖପ୍ରାଖୋଲ: ଯୁବକ ନିଖୋଜ ଅଭିଯୋଗ, ଶୁଳିଆବାହାଳ ଜଙ୍ଗଲ ମାଟିତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଢ଼େଙ୍କାନାଳ: ଷଢ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ଲହଡ଼ା ସରଂକ୍ଷିତ ଜଙ୍ଗଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲା ଦନ୍ତା, ସେପ୍ଟିସିମିଆ ରୋଗରେ ଥିଲା ପୀଡିତ
  • ||
  • ନୂଆଦିଲ୍ଲୀ : ଆରପାରିରେ ଭେଟେରାନ୍ ଅଭିନେତ୍ରୀ ମୀନୁ ମୁମତାଜ
  • ||
  • ବାଙ୍କୀ : ଜଙ୍ଗଲୀ ବାରହା ଉପଦ୍ରବ, ରାତିହେଲେ ଉଜାଡୁଛନ୍ତି ଏକର ଏକର ଫସଲ
  • ||
  • ଭୁବନ : ବାଲି ଘାଟକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ବାପ-ପୁଅ ଗୁରୁତର
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ : ନଭେମ୍ବର ୨୯ରୁ ସଂସଦର ଶୀତ ଅଧିବେଶନ, ୨୦ଟି କାର୍ଯ୍ୟ ଦିବସ ରହିବ
  • ||
  • ଭୁବନେଶ୍ୱର : ଆଗକୁ ବଢ଼ିବ ଶୀତ, ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ଡିଗ୍ରୀ ଖସିଲା ତାପମାତ୍ରା
  • ||
  • ଭୁବନେଶ୍ୱର : ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ, ପୁରୀ ସଦର ବିଡିଓ ଭାବେ ନୂଆ ଦାୟିତ୍ଵ ସମ୍ଭାଳିବେ ସମ୍ବିତ ଶତପଥୀ
  • ||
  • ସୁନ୍ଦରଗଡ଼ : ହାତୀପଲଙ୍କୁ ଘଉଡାଇବା ବେଳେ ଅଘଟଣ, ହାତୀ ଆକ୍ରମଣରେ ଯୁବକ ମୃତ
  • ||

ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୩୫କୁ ବୃଦ୍ଧି

ଭୁବନେଶ୍ୱର ୧୯/୦୯ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ଗ୍ରାଫ୍ କମୁଛି । ଗତ ୨୪ ଘଣ୍ଟାରେ ୬୨୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

କଟକ, ଜଗତସିଂହପୁର ଓ ଖୋର୍ଦ୍ଧ ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଯାଜପୁର ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୨୦ ହଜାର ୨୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୫ ହଜାର ୭୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧ ଲକ୍ଷ ୬ ହଜାର ୩୨୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୨୫୬୬୮୨ସାମ୍ପୁଲ ଟେଷ୍ଟ୍ ହୋଇଛି।

ସମ୍ବନ୍ଧିତ ଖବର