PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ ପୋଲିସ ପକ୍ଷରୁ ଖଜୁରୀପଡା ଛକ ନିକଟରୁ ପିକପ ଭ୍ୟାନ ସହ ଚାରି କୁଣ୍ଟାଲ ଗଞ୍ଜେଇ ଜବତ ୨ ଗିରଫ
  • ||
  • ଭୁବନେଶ୍ଵର : ଛୋଟ ଛୁଆଙ୍କୁ କୋଭିଡ୍ ସଂକ୍ରମଣ ଆଶଙ୍କା କମ୍, ଛୋଟ ପିଲାଙ୍କ ମଧ୍ୟରେ ରହିଛି ୫୦ରୁ ୬୦ % ଆଣ୍ଟିବଡି – ନିରୋଜ ମିଶ୍ର
  • ||
  • ସୁନ୍ଦରଗଡ଼: ୧୫ ଗ୍ରାମର ବ୍ରାଉନସୁଗାର ଜବତ, ୫ ଗିରଫ
  • ||
  • ବାଲେଶ୍ୱର: ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଆରମ୍ଭ ହେଲା ହାଇଦରର ପୋଷ୍ଟମର୍ଟମ, ମାଜିଷ୍ଟେ୍ରଟ୍‌ଙ୍କ ଉପସ୍ଥିତିରେ ​ପୋଷ୍ଟମର୍ଟମ କରିବେ​‌ ୩ ଜଣିଆ ଡାକ୍ତରୀ ଟିମ୍
  • ||
  • ରଙ୍ଗେଇଲୁଣ୍ଡା: ହଳଦିଆପଦର ନିକଟରେ ଟ୍ରାକ୍ଟର ସହ ଅଟୋ ଦୁର୍ଘଟଣା, ୩ ମହିଳା ମତ୍ସ୍ୟଜୀବୀ ଗୁରୁତର
  • ||
  • ସୋର: ହାଇଦର୍ ଏନ୍‌କାଉଣ୍ଟର ସ୍ଥଳରୁ ୨ଟି ଗୁଳି ଜବତ କଲା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୭ଜଣଙ୍କ ଜୀବନ ନେଲା କରୋନା, ସାଢ଼େ ୫ ହଜାର ଟପିଲା ମୃତ୍ୟୁସଂଖ୍ୟା
  • ||
  • ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଭୁବନେଶ୍ୱର : ରାଜଧାନୀରେ କାୟା ମେଲାଉଛି ଡେଙ୍ଗୁ, ୧୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦ ପାର୍
  • ||
  • ପାରଳାଖେମୁଣ୍ଡି : ଏସିଏଫ୍‌ ସୌମ୍ୟରଞ୍ଜନ ଡେଥ୍ ମିଷ୍ଟ୍ରି, ବଲାଙ୍ଗୀରରେ ପାରଳା ପୁଲିସର ୫ଜଣିଆ ଟିମ୍‌, ବିଦ୍ୟାଙ୍କ ପାର୍ଟି ସହ ସୌମ୍ୟ ମୃତ୍ୟୁର ଲିଙ୍କ୍‌ ଖୋଜିବ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଜଳେଶ୍ଵର : ମନ୍ଦାର ଫୁଲ ଗଛ କଟାକୁ ନେଇ ଶଳାକୁ ଭିଣୋଇର ସଙ୍ଘବଦ୍ଧ ଆକ୍ରମଣ, ସଜ୍ଞାହୀନ ଅବସ୍ଥାରେ ନଦୀ କୂଳରୁ ଉଦ୍ଧାର
  • ||
  • ଭୁବନେଶ୍ୱର : ୨୮ରେ ପୁଣି ଏକ ଲଘୁଚାପ, ୨୭ରୁ ବଢ଼ିବ ବର୍ଷା
  • ||

ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ ୧୫/୦୮: ଦେଶର ୭୪ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରେ ପତାକା ଉତ୍ତୋଳନ କରିଛନ୍ତି। ସ୍ୱାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ । ଏହି ଅବସରରେ କେନ୍ଦ୍ର ମନ୍ତ୍ରିମଣ୍ଡଳର ବହୁ ସଦସ୍ୟ ଯୋଗ ଦେଇଛନ୍ତି।

ସ୍ବାଧୀନତା ଦିବସର ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ । ସ୍ବାଧୀନତା ସଂଗ୍ରାମୀମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଦେଶରେ ଜାରି ରହିଥିବା କୋଭିଡ଼-୧୯ ମହାମାରୀରେ ନିଜକୁ ନିୟୋଜିତ କରିଥିବା କରୋନା ଯୋଦ୍ଧାମାନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ସମ୍ବନ୍ଧିତ ଖବର