ବାୟୁସେନାକୁ ମିଳିବ ଅଧିକ ଶକ୍ତି:୮୩ଟି ତେଜସ ମାର୍କ-୧ଏ ଯୁଦ୍ଧବିମାନ କିଣିବ ଭାରତ

ନୂଆଦିଲ୍ଲୀ ୧୮/୨: ଭାରତୀୟ ବାୟୁସେନା ପାଇଁ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ୮୩ଟି ତେଜସ ମାର୍କ-୧ଏ ଯୁଦ୍ଧବିମାନ କ୍ରୟ କରାଯିବ । ବାୟୁସେନାକୁ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ(ହାଲ) ଏହି ଯୁଦ୍ଧବିମାନ ଯୋଗାଇବ । ଏଥିପାଇଁ ସରକାର ୩୯,ହଜାର କୋଟି ଟଙ୍କା ବ୍ୟୟ କରିବେ ।

ହାଲ୍‌ ପୂର୍ବରୁ ଏଥିପାଇଁ ୫୬,୫୦୦ କୋଟି ଟଙ୍କା ଦାବି କରୁଥିଲା ଯାହାଯୋଗୁ ଏହି କ୍ରୟ ପ୍ରକ୍ରିୟା ବିଳମ୍ବିତ ହୋଇଥିଲା । କିନ୍ତୁ ଉଭୟ ପକ୍ଷଙ୍କ ମଧ୍ୟରେ ଆଲୋଚନା ପରେ ହାଲ୍‌ ଯୁଦ୍ଧବିମାନର ମୂଲ୍ୟ ହ୍ରାସ କରିଛି । ତେଣୁ ବାୟୁସେନା ଓ ପ୍ରତିରକ୍ଷା ମନ୍ତ୍ରଣାଳୟ ଏହି କ୍ରୟ ପ୍ରସ୍ତାବକୁ ସ୍ୱୀକୃତି ଦେଇଛନ୍ତି । ଏହାକୁ ଏବେ ସୁରକ୍ଷା ସଂକ୍ରାନ୍ତୀୟ କ୍ୟାବିନେଟ କମିଟିର ମଂଜୁରି ପାଇଁ ପଠାଯିବ ।

   ସମ୍ବନ୍ଧିତ ଖବର


ଦିଲ୍ଲୀ ଦଙ୍ଗାରେ ଥିଲେ ବାଂଲାଦେଶୀ, ରୋହିଙ୍ଗ୍ୟା, ଆଇନ ଶୃଙ୍ଖଳାକୁ ଭାଙ୍ଗିବା ପାଇଁ କରୁଥିଲେ ଷଡଯନ୍ତ୍ର…

‘ଲଭ୍ ଜିହାଦ୍’ ଦୋଷୀଙ୍କୁ ହୋଇପାରେ ୧୦ ବର୍ଷ ଜେଲ୍, ବିଲ୍ ପାଇଁ ଡ୍ରାଫ୍ଟ ପ୍ରସ୍ତୁତ

ଆସନ୍ତା ବର୍ଷ ଠାରୁ ମୋବାଇଲ୍‌ ନମ୍ବର ଡାଏଲ ପୂର୍ବରୁ କରିବା ପାଇଁ ହେବ ଏହି କାମ- ବଦଳିଯିବ ଲ୍ୟାଣ୍ଡ ଲାଇନ୍‌ ଏବଂ ମୋବାଇଲ୍‌ ଫୋନ୍‌ରେ ଡାଏଲ୍‌ କରିବାର ପଦ୍ଧତି

ମରୁଭୂମିରେ ରହସ୍ୟମୟ ବସ୍ତୁର ସନ୍ଧାନ, ହେଲିକପ୍ଟର ଉଡାଣ ଆରମ୍ଭ କରିବା ବେଳେ ଦେଖିଲେ ପାଇଲଟ୍

Google Pay ବ୍ୟବହାରକାରୀଙ୍କୁ ଝଟକା, ନୂଆବର୍ଷରୁ ଲାଗିବ ଚାର୍ଜ

ରେଲଓ୍ବେ କର୍ମଚାରୀଙ୍କୁ ଲାଗିପାରେ ବଡ଼ ଝଟକା! ଟ୍ରାଭେଲ ଏବଂ ଓଭର ଟାଇମ୍ ଆଲାଉନ୍ସ କାଟ୍ ପାଇଁ ପ୍ରସ୍ତୁତି