PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ ପୋଲିସ ପକ୍ଷରୁ ଖଜୁରୀପଡା ଛକ ନିକଟରୁ ପିକପ ଭ୍ୟାନ ସହ ଚାରି କୁଣ୍ଟାଲ ଗଞ୍ଜେଇ ଜବତ ୨ ଗିରଫ
  • ||
  • ଭୁବନେଶ୍ଵର : ଛୋଟ ଛୁଆଙ୍କୁ କୋଭିଡ୍ ସଂକ୍ରମଣ ଆଶଙ୍କା କମ୍, ଛୋଟ ପିଲାଙ୍କ ମଧ୍ୟରେ ରହିଛି ୫୦ରୁ ୬୦ % ଆଣ୍ଟିବଡି – ନିରୋଜ ମିଶ୍ର
  • ||
  • ସୁନ୍ଦରଗଡ଼: ୧୫ ଗ୍ରାମର ବ୍ରାଉନସୁଗାର ଜବତ, ୫ ଗିରଫ
  • ||
  • ବାଲେଶ୍ୱର: ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଆରମ୍ଭ ହେଲା ହାଇଦରର ପୋଷ୍ଟମର୍ଟମ, ମାଜିଷ୍ଟେ୍ରଟ୍‌ଙ୍କ ଉପସ୍ଥିତିରେ ​ପୋଷ୍ଟମର୍ଟମ କରିବେ​‌ ୩ ଜଣିଆ ଡାକ୍ତରୀ ଟିମ୍
  • ||
  • ରଙ୍ଗେଇଲୁଣ୍ଡା: ହଳଦିଆପଦର ନିକଟରେ ଟ୍ରାକ୍ଟର ସହ ଅଟୋ ଦୁର୍ଘଟଣା, ୩ ମହିଳା ମତ୍ସ୍ୟଜୀବୀ ଗୁରୁତର
  • ||
  • ସୋର: ହାଇଦର୍ ଏନ୍‌କାଉଣ୍ଟର ସ୍ଥଳରୁ ୨ଟି ଗୁଳି ଜବତ କଲା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୭ଜଣଙ୍କ ଜୀବନ ନେଲା କରୋନା, ସାଢ଼େ ୫ ହଜାର ଟପିଲା ମୃତ୍ୟୁସଂଖ୍ୟା
  • ||
  • ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଭୁବନେଶ୍ୱର : ରାଜଧାନୀରେ କାୟା ମେଲାଉଛି ଡେଙ୍ଗୁ, ୧୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦ ପାର୍
  • ||
  • ପାରଳାଖେମୁଣ୍ଡି : ଏସିଏଫ୍‌ ସୌମ୍ୟରଞ୍ଜନ ଡେଥ୍ ମିଷ୍ଟ୍ରି, ବଲାଙ୍ଗୀରରେ ପାରଳା ପୁଲିସର ୫ଜଣିଆ ଟିମ୍‌, ବିଦ୍ୟାଙ୍କ ପାର୍ଟି ସହ ସୌମ୍ୟ ମୃତ୍ୟୁର ଲିଙ୍କ୍‌ ଖୋଜିବ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଜଳେଶ୍ଵର : ମନ୍ଦାର ଫୁଲ ଗଛ କଟାକୁ ନେଇ ଶଳାକୁ ଭିଣୋଇର ସଙ୍ଘବଦ୍ଧ ଆକ୍ରମଣ, ସଜ୍ଞାହୀନ ଅବସ୍ଥାରେ ନଦୀ କୂଳରୁ ଉଦ୍ଧାର
  • ||
  • ଭୁବନେଶ୍ୱର : ୨୮ରେ ପୁଣି ଏକ ଲଘୁଚାପ, ୨୭ରୁ ବଢ଼ିବ ବର୍ଷା
  • ||

ଓଡ଼ିଶାରେ କରୋନାରେ ଆଖିବୁଜିଲେ ଆଉ ୯ ଆକ୍ରାନ୍ତ, ମୃତ୍ୟୁସଂଖ୍ୟା ୩୧୪ କୁ ବୃଦ୍ଧି

ଭୁବନେଶ୍ବର ୧୩/୦୮: ଆଜି ରାଜ୍ୟରେ ରେକର୍ଡ ସଂଖ୍ୟ ୧୯୮୧ ଜଣ କରୋନା ସଂକ୍ରମିିତ ଚିହ୍ନଟ ହୋଇଥିବା ବେଳେ ୯ ଜଣଙ୍କର ମୃତ୍ୟୁ ଘଟିଛି। ମୃତଙ୍କ ମଧ୍ୟରୁ ଗଞ୍ଜାମରୁ ୩ଜଣ, କଟକ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ, କନ୍ଧମାଳ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୧୪କୁ ବୃଦ୍ଧି ପାଇଛି। ଏଥିସହିତ ଓଡିଶାରେ କରୋନ ଆକ୍ରାନ୍ତଙ୍କ ସଂଖ୍ୟା ୫୨ହଜାର ଅତିକ୍ରମ କରିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଟ୍ବିଟ୍‌ରେ ସୂଚନା ଦିଆଯାଇଛି। 

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୨,୬୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫,୮୦୮ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୬ ହଜାର ୪୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୩୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୭୬,୫୦୬୫ ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।