ବାଲେଶ୍ୱର କରୋନା ଆକ୍ରାନ୍ତଙ୍କ ମଧ୍ୟରେ ରହିଛି ୨ବର୍ଷ୬ ମାସର ଶିଶୁ – ନୀଳଗିରି ସବ୍‌ କଲେକ୍ଟରଙ୍କ ସୂଚନା


ବାଲେଶ୍ୱର ଏପ୍ରିଲ ୨୦- ବାଲେଶ୍ୱରରେ ୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ କରାଯାଇଛନ୍ତି । ଏମାନଙ୍କ ମଧ୍ୟରେ ଅଢେଇ ବର୍ଷର ଛୋଟ ଝିଅ ରହିଛି । ନୀଳଗିର ସବକଲେକ୍ଟର ଏ ବିଷୟରେ ସୂଚନା ଦେଇଛନ୍ତି ।

ଏହାପରେ ଶିଶୁର ପରିବାର ଲୋକଙ୍କ କ୍ୱାରେଣ୍ଟାଇନ୍‌ରେ ରଖାଯାଇଛି । ଏପ୍ରିଲ ୧୬ ତାରିଖରେ ତାହାର ଗଳାରୁ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷଣ ପାଇଁ ପଠାଯାଇଥିଲା । ୨୦ ତାରିଖରେ ତାହା ପଜେଟିଭ୍‌ ଥିବା ଜଣା ପଡିଛି ।

ରାଜ୍ୟରେ ଚିହ୍ନଟ ହୋଇଥିବା ୭ ଜଣ ନୂଆ କରୋନା ପଜିଟିଭଙ୍କ ମଧ୍ୟରୁ ୫ ଜଣ ଭଦ୍ରକ ଜିଲ୍ଲାର ଓ ୨ ଜଣ ବାଲେଶ୍ବର ଜିଲ୍ଲାର ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦେଇଛନ୍ତି । ସମସ୍ତ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି ।

   ସମ୍ବନ୍ଧିତ ଖବର


ମହିଳାଙ୍କୁ ଦେଖି ପ୍ୟାଣ୍ଟ ଖୋଲି – ଖରାପ କାମ କରିଥିବା ପୁଲିସ ଅଧିକାରୀ ଦିଲ୍ଲୀରୁ ଗିରଫ

ଫେରୁଛି କରୋନାର ଦ୍ବିତୀୟ ଲହର: ସ୍ପେନରେ ମଇ ପର୍ଯ୍ୟନ୍ତ ଜରୁରୀକାଳୀନ ପରିସ୍ଥିତି ଲାଗୁ, ଶ୍ରୀଲଙ୍କାରେ ପାସେଞ୍ଜର ଟ୍ରେନ୍ ବନ୍ଦ

ଦୋହା ବିମାନ ବନ୍ଦରରେ ହଙ୍ଗାମା: ମହିଳାଙ୍କ କପଡା ଖୋଲି ଯାଞ୍ଚ କଲେ ଅଧିକାରୀ, ଜାଣନ୍ତୁ କ’ଣ ଥିଲା ପୁରା ଘଟଣା

ରାଜ୍ୟରେ ପୁଣି ୧୪ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୨୫୯ କୁ ବୃଦ୍ଧି

ପୁଣି ଚିହ୍ନଟ ହେଲେ ୧୪୮୦ ନୂଆ ଆକ୍ରାନ୍ତ: ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୮୨ ହଜାର ଡେଇଁଲା

ଶୁଙ୍ଘିକି କରୋନା ଭାଇରସକୁ ଚିହ୍ନଟ କରିବ କୁକୁର!ବିଶ୍ବର ଏହି ସବୁ ଦେଶ ଦେଉଛନ୍ତି ଟ୍ରେନିଂ