PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ୨୪ ଘଣ୍ଟା ପ୍ରଚାର ବ୍ୟାନ୍ କଲେ ନିର୍ବାଚନ କମିଶନର , ନିର୍ବାଚନ ପ୍ରଚାରରେ ବିବାଦୀୟ ଭାଷଣ ପାଇଁ ଲାଗିଲା କଟକଣା
  • ||
  • ସୁଶିଲ ଚନ୍ଦ୍ରା ନୂଆ ମୁଖ୍ୟ ନିର୍ବାଚନ କମିଶନର ନିଯୁକ୍ତ
  • ||
  • ଆଜି ଭୁବନେଶ୍ୱରରୁ ୧୯୦ କରୋନା ପଜିଟିଭ ଟିହ୍ନଟ, କ୍ୱାରେଣ୍ଟାଇନ୍‌ରୁ ୩୮ ଓ ଲୋକାଲ କଣ୍ଟାକ୍ଟରୁ ୧୫୨ସଂକ୍ରମିତ
  • ||
  • ପିପିଲି ଉପନିର୍ବାଚନ ପାଇଁ ଭର୍ଚୁଆଲ ରାଲିରେ ନବୀନ ପଟ୍ଟନାୟକ କରୁଛନ୍ତି ପ୍ରଚାର , ୬ଟି ଜିଲ୍ଲା ପରିଷଦ ଜୋନ୍‌ ପାଇଁ ସିଧା ପ୍ରସାରଣ ବ୍ୟବସ୍ଥା
  • ||
  • କଟକ ଏସ୍‌ସିବିରୁ ହାଇଦର ଫେରାର ଘଟଣା – ହାଇଦର ଫେରାର ପଛରେ ତାର ପରିବାର ଲୋକଙ୍କ ହାତ ଅଛି, ମଙ୍ଗଳାବାଗ ଥାନାରେ ଏତଲା ଦେଲେ ଗ୍ୟାଙ୍ଗଷ୍ଟରକୁ ଜଗୁଥିବା ନିଲମ୍ୱିତ କନଷ୍ଟେବଲ ମହମ୍ମଦ ମୌସିମ୍,‌
  • ||
  • ଭାରତରେ ରୁଷ୍ ଟିକା ସ୍ପୁଟ୍‌ନିକ୍ –V କୁ ମଞ୍ଜୁରୀ , ବିଶେଷଜ୍ଞ କମିଟି ବୈଠକରେ ନିଆଗଲା ନିଷ୍ପତ୍ତି, ମାନବ ଦେହରେ ବ୍ୟବହାର ପାଇଁ ଅନୁମତି
  • ||
  • ବଲାଙ୍ଗୀର ଓ କଳାହାଣ୍ଡି ବିଶ୍ବବିଦ୍ୟାଳୟ ପାଇଁ ୨ ଜଣ ନୂଆ କୁଳପତିଙ୍କୁ ମିଳିଲା ନିଯୁକ୍ତି
  • ||
  • ଭୁବନେଶ୍ୱର: କ୍ୟାବିନେଟ୍ ବୈଠକରେ ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର
  • ||
  • ଭଞ୍ଜନଗର: ଭାଲୁ ଆକ୍ରମଣରେ ବାଘୁଆପଲ୍ଲୀ ଗ୍ରାମର ୪ ଜଣ ଗୁରୁତର ଆହତ
  • ||
  • ଢେଙ୍କାନାଳ: ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଖୋଜାଖୋଜି ପରେ ଉଦ୍ଧାର ହେଲା ମୃତହେଦ
  • ||
  • କଟକ: ନିଆଳିର ଏକ ବିଲରୁ ଏକ ମୃତଦେହ ଉଦ୍ଧାର
  • ||
  • ଗଜପତି ଜିଲ୍ଲାର ସମସ୍ତ ସୀମା ସିଲ, ବାହାରୁ ଆସୁଥିବା ଲୋକଙ୍କ ଉପରେ କଡା ନଜର
  • ||
  • ଭୁବନେଶ୍ୱର: ଆଜି ପହଞ୍ଚିବ ୨ ଲକ୍ଷ ୭୧ ହଜାର ଟିକା
  • ||
  • ଜଗନ୍ନାଥପୁର ଛକ ପୁକୁଡ଼ିବନ୍ଧ ଜଙ୍ଗସନ୍ରୁ ୯୨୦ କିଲୋ ଗଞ୍ଜେଇ ଧରିଲା ଅବକାରୀ ବିଭାଗର ସ୍ଵତନ୍ତ୍ର ୱିଙ୍ଗ, ୮ ଗିରଫ, ଟ୍ରକ୍ ଓ ମ୍ୟାକ୍ସପିକ୍ପ ଜବତ
  • ||
  • ବୀରମହାରାଜପୁର: ଚନ୍ଦଲି ରାସ୍ତା କଡ଼ରୁ ନବଜାତ ଶିଶୁ ପୁତ୍ର ଉଦ୍ଧାର, ଡାକ୍ତରଖାନାରେ ଭର୍ତ୍ତି
  • ||
  • ନୀଳଗିରି: ଅଭୟାରଣ୍ୟ ଭିତରୁ ଜଣେ ଶିକାରୀ ଗିରଫ,ମାରଣାସ୍ତ୍ର ଜବତ, ଖସିଗଲେ ୩ଜଣ ଶିକାରୀ…
  • ||
  • କଟକ: ଚାଉଳିଆଗଞ୍ଜ ଥାନାରେଆତ୍ମସମର୍ପଣ କଲା ହାଇଦର ସହଯୋଗୀ ୟାକୁବର
  • ||
  • ନୀଳଗିରି: କୂଳଡିହା ଅଭୟାରଣ୍ୟ ସୀମାନ୍ତରୁ ବିରାଟକାୟ ହରିଣ କ୍ଷତବିକ୍ଷତ ଉଦ୍ଧାର କଲେ ଗ୍ରାମବାସୀ
  • ||
  • କଟକ: ହଷ୍ଟେଲ ଭିତରେ ପଶି ନର୍ସିଂ ଛାତ୍ରୀଙ୍କୁ ତଡୁଛି ପୁଲିସ, ଏସସିବି ବିଏସି ନର୍ସିଂ କଲେଜରେ ଉତ୍ତେଜନା
  • ||
  • ନୀଳଗିରି: ଅସନବଣି ଅଞ୍ଚଳରୁ ଉଦ୍ଧାର ହେଲା ୧୫ ଫୁଟ୍ ଲମ୍ବର ଅହିରାଜ ସାପ
  • ||

ନିଖୋଜ ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ଅନୁଗୁଳ, ୦୨/୦୩ : ନିଖୋଜ ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର। ନାଲକୋନଗର ଥାନା ଗୋପିନାଥପୁର ଗାଁ ପାଖ ଆମ୍ବତୋଟାରୁ ଆଜି ଜଣେ ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି। ମୃତ ବ୍ୟକ୍ତିଙ୍କ ଘର ଆଠମଲ୍ଲିକ ଥାନା ଅଞ୍ଚଳରେ। ସେ ଗତ ୧୯ ତାରିଖ ଠାରୁ ନିଖୋଜ ଥିଲେ। ଆଜି ମୃତଦେହ ମିଳିବା ପରେ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି।

ସୂଚନାନୁଯାୟୀ, ଆଠମଲ୍ଳିକ ଥାନା ଅଞ୍ଚଳର ସୁଶାନ୍ତ ରାଉଳ (୫୨) ଗତ ୧୯ ତାରିଖ ଠାରୁ ନିଖୋଜ ଥିଲେ। ସୁଶାନ୍ତ ରାଉଳ ନାଲକୋ ମୁଣ୍ଡା ହଟିଂରେ ତେଜରାତି ଦୋକାନ କରି ଗୁଜୁରାଣ ମେଣ୍ଟାଉଥିଲେ। ଗତ ୧୯ ତାରିଖ ଠାରୁ ସେ ନିଖୋଜ ହେବା ପରେ ପରିବାର ଲୋକେ ନାଲକୋ ଥାନାରେ ଅଭିଯୋଗ କରିଥିଲେ। ଆଜି ଗୋପିନାଥପୁର ଗାଁ ପାଖ ଆମ୍ବତୋଟାରୁ ତାଙ୍କର ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି। ତେବେ ସୁଶାନ୍ତଙ୍କୁ ହତ୍ୟା କରି ପୋଡି ଦେଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଏବେ ତଦନ୍ତ କରୁଛି।