PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଇରଙ୍ଗପୁର : ବିଦ୍ୟୁତ ଆଘାତରେ ବୃଦ୍ଧ ମୃତ, ପାଣିରେ ବୁଡି ଯୁବକ ମୃତ
  • ||
  • ଭୁବନେଶ୍ୱର : ଓଡ଼ିଶା ଅନଲକ୍‌ ହେବା ନେଇ ସୋସିଆଲ ମିଡିଆରେ ପ୍ରଚାର ହେଉଛି ଗୁଜବ, ସ୍ପଷ୍ଟୀକରଣ ଦେଲେ SRC- ଏଭଳି ମାର୍ଗଦର୍ଶିକା ଜାରି ହୋଇନି
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୪ ହଜାର ୩୩୯ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୮ ଲକ୍ଷ ୫୬ ହଜାର ପାର୍
  • ||
  • ଭୁବନେଶ୍ୱର : ଗଣପର୍ବ ରଜ ଅବସରରେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ନୂଆଦିଲ୍ଲୀ : ଆଜିଠାରୁ ରାଜଧାନୀରେ ଖୋଲିବ ମଲ୍, ବଜାର ଏବଂ ଦୋକାନ, ୫୦ ପ୍ରତିଶତ କ୍ଷମତାରେ ଚାଲିବ ମେଟ୍ରୋ
  • ||
  • ନୂଆଦିଲ୍ଲୀ : ଇସ୍ରାଇଲରେ ନେତ୍‌ନ୍ୟାହୁଙ୍କ ଯୁଗ ଶେଷ, ନଫତାଲୀ ବେନେଟ୍ ହେଲେ ନୂଆ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ରଜ ପାଇଁ ଓଟିଡିସି ଆରମ୍ଭ କଲା ‘ପିଠା ଅନ୍‌ ହ୍ୱିଲ୍‌’, ଭୁବନେଶ୍ୱର ସହ ସମ୍ବଲପୁର ଓ କଟକରେ ମିଳିବ ପିଠା
  • ||
  • ବଅଁରପାଳ : ସୁନାର ସଂସାରକୁ ଛାରଖାର କରିଦେଲା କରୋନା, ଆଗପଛ ହୋଇ ଚାଲିଗଲେ ପୁଅ-ବୋହୂ ଓ ମା, ଅନାଥ ହୋଇଗଲା ୧୪ ମାସର ଶିଶୁପୁତ୍ର
  • ||
  • ପୁରୀ : ଆଜି ଶ୍ରୀମନ୍ଦିରରେ କନ୍ୟା ଚୋରି ନୀତି
  • ||
  • ଭୁବନେଶ୍ୱର : ଆଜି ପହିଲି ରଜ, ଗାଁଠାରୁ ସହର ସବୁଠି ଜମୁଛି ପିଠାପଣାର ଆସର
  • ||
  • ଭୁବନେଶ୍ୱର : ସାରା ରାଜ୍ୟକୁ ଛୁଇଁଲା ମୌସୁମୀ, ଆହୁରି ଦୁଇଦିନ ସ୍ୱଳ୍ପରୁ ମଧ୍ୟମ ବର୍ଷା ସମ୍ଭାବନା, ୧୫ ପର୍ଯ୍ୟନ୍ତ ଧୀବରଙ୍କୁ ସମୁଦ୍ର ମନା
  • ||

ଅନୁଗୋଳରେ ମୃଦ୍ୟୁ ଭୂକମ୍ପ, ଲୋକେ ଆତଙ୍କିତ

ଅନୁଗୋଳ ୨୭/୮: ଅନୁଗୁଳରେ ମୃଦ୍ଯୁ ଭୂକମ୍ପ । ମଙ୍ଗଳବାର ଅନୁଗୋଳରେ ମୃଦ୍ୟୁ ଭୂମିକମ୍ପ ଅନୁଭୂତ ହୋଇଯାଇଛି । ଅବଶ୍ଯ ଏଥିରେ କିଛି ଅଘଟଣ ଘଟିନି । ତେବେ ହଠାତ୍ ଭୂମିକମ୍ପ ହେବା ଫଳରେ ଲୋକମାନେ ନିଜ ଘରୁ ବାହାରକୁ ବାହାରି ଆସିଥିଲେ । ଏହି ଭୂକମ୍ପର ତୀବ୍ରତା ସମ୍ପର୍କରେ କିଛି ସୂଚନା ମିଳିନି । ତେବେ ଏହା ୨ ସେକେଣ୍ଡ ପାଇଁ ଅନୁଭୂତ ହୋଇଥିଲା । ଏହି ଭୂକମ୍ପରେ କାହାର କିଛି କ୍ଷୟକ୍ଷତି ହୋଇଥିବା ସୂଚନା ମିଳିନି । ଅନୁଗୋଳ ଜିଲ୍ଲାରେ ବ୍ୟାପକ କୋଇଲା ଖଣି ରହିଥିବାରୁ ଏଠାରେ ସାମାନ୍ଯ ଭୂକମ୍ପ ମଧ୍ୟ ବଡ ଧରଣର ଅଘଟଣ ଘଟାଇବା ଆଶଙ୍କା ରହିଛି । ଭୂକମ୍ପ ସମ୍ପର୍କରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରରୁ ତୁରନ୍ତ କୌଣସି ବୁଲେଟିନ୍ ପ୍ରକାଶ ପାଇନାହିଁ ।