ପ୍ରମୁଖ ଖବର
  • ୟୁଜିସି-ନେଟ୍‌ ଆବେଦନ ଅବଧି ବୃଦ୍ଧି: ମେ ୧୭ ଯାଏଁ କରିପାରିବେ ଆବେଦନ, ଜୁନ୍‌ ୧୮ରେ ପରୀକ୍ଷା
  • ||
  • IPL 2024: ଇଡେନ ଗାର୍ଡେନ୍ସରେ କୋଲକାତାକୁ ଭେଟିବ ମୁମ୍ବାଇ, ନାଇଟ୍‌ ରାଇଡର୍ସର ଶ୍ରେଷ୍ଠ ୨ ଲକ୍ଷ୍ୟ
  • ||
  • ଶନିବାର ପ୍ରଧାନମନ୍ତ୍ରୀଙ୍କ ମାରାଥନ ପ୍ରଚାର, ଫୁଲବାଣୀ, ବଲାଙ୍ଗୀର ଓ ବରଗଡ଼ରେ କ୍ୟାମ୍ପେନ
  • ||
  • ରାଜ୍ୟରେ ସକ୍ରିୟ କାଳବୈଶାଖୀ: ଉତ୍ତର ଉପକୂଳରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା, ୧୬ ଜିଲ୍ଲାକୁ ଆଲର୍ଟ
  • ||

ଘାଟିରେ ଓଲଟିଲା ନଳକୂପ ଖନନ ଗାଡ଼ି, ୧୨ ଆହତ

ଦିଗପହଣ୍ଡି, ୨୮/୦୪ : ଘାଟିରେ ଓଲଟିଲା ନଳକୂପ ଖନନ ଗାଡ଼ି। ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୧୨ ଜଣ ଆହତ ହୋଇଛନ୍ତି। ଏବେବି ଜଣେ ଚାପି ହୋଇ ରହିଛି। ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗଜପତିରୁ ଗଞ୍ଜାମ ଫେରୁଥିବା ବେଳେ ନଳକୂପ ଖନନ ଗାଡିଟି ଭାରସାମ୍ୟ ହରାଇ ତଳକୁ ଖସିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଏବେବି ଉଦ୍ଧାର କାର୍ଯ୍ୟ ଜାରି ରହିଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.