ବାପା ହେଲେ ଏବି ଡିଭିଲର୍ସ, ସୋସିଆଲ ମିଡିଆରେ ସେୟାର କଲେ ଫଟୋ

ପ୍ରିଟୋରିଆ, ୨୧/୧୧: ଦକ୍ଷିଣ ଆଫ୍ରିକାର ପୂର୍ବତନ ଦୁର୍ଦ୍ଧର୍ଷ ବ୍ୟାଟ୍ସମ୍ୟାନ ଏବି ଡିଭିଲର୍ସ ବାପା ହୋଇଛନ୍ତି । ସେ ଏ ବିଷୟରେ ସୋସିଆଲ ମିଡିଆରେ ନିଜ ଶୁଭେଚ୍ଛୁ ଓ ପ୍ରଶଂସକଙ୍କୁ ଜଣାଇଛନ୍ତି । ଗତ ୧୧ ତାରିଖରେ ପତ୍ନୀ ଡାନିଏଲ୍‌ ଡିଭିଲର୍ସ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି ।

ଡିଲିଲର୍ସ ପତ୍ନୀ ଓ କନ୍ୟାଙ୍କ ସହ ଏକ ଫଟୋ ମଧ୍ୟ ସୋସିଆଲ ମିଡିଆରେ ପୋଷ୍ଟ୍‌ କରିଛନ୍ତି । ସେ ଲେଖିଛନ୍ତି, ଗତ ୧୧-୧୧-୨୦୨୦ରେ ଆମର ଏକ କନ୍ୟା ସନ୍ତାନ ହୋଇଛି ।’ ଝିଅର ନାମ ସେ ୟେନତେ ଡିଭିଲର୍ସ ରଖିଛନ୍ତି ।

   ସମ୍ବନ୍ଧିତ ଖବର


ଓସିଏର ନୂଆ ଚୟନ କମିଟିର ଅଧ୍ୟକ୍ଷ ହେଲେ ପ୍ରଭଞ୍ଜନ ମଲ୍ଲିକ

ଭାରତର ଅଷ୍ଟ୍ରେଲିଆ ଗସ୍ତ: ଆଜି ପ୍ରଥମ ଦିନିକିଆ ସିରିଜ୍

ସାନିଆ ମିର୍ଜା ମାତୃତ୍ୱ ଲାଭ କରିବା ପରେ ପୁଣି ସେ କୋର୍ଟକୁ ଫେରିବେ

ଆର୍ଜେଣ୍ଟିନାର ଏହା ହେଉଛି ସେହି ସ୍ଥାନ ଯେଉଁଠି ମାରାଡୋନାଙ୍କ ମୃତ୍ୟୁ ପରେ କେହି କାନ୍ଦିଲେନି, ଉତ୍ସବ ପାଳିଲେ

ଗୋଆରେ ପ୍ରତିଷ୍ଠା ହେବ ଫୁଟବଲ କିମ୍ବଦନ୍ତୀ ମାରାଡୋନାଙ୍କ ବିଶାଳ ପ୍ରତିମା, ଜାଣନ୍ତୁ କେତେ ରହିବ ଓଜନ…

ମାରାଡୋନାଙ୍କ ବିଷୟରେ କିଛି ଅଜଣା କଥା: ଭାଇ ଦେଇଥିବା ଫୁଟବଲକୁ ୬ ମାସ ପର୍ଯ୍ୟନ୍ତ ପାଖରେ ରଖି ଶୋଉଥିଲେ,ଜାଣନ୍ତୁ ଗୋଲ୍ ଅଫ୍ ଦ ସେଞ୍ଚୁରି ବିଷୟରେ…