PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ: ୭ ଦିନ ପାଇଁ ସମସ୍ତ ଧର୍ମାନୁଷ୍ଠାନ, ସର୍ବସାଧାରଣ ସ୍ଥାନ ଯଥା- ପାର୍କ ସମୁଦ୍ରକୂଳ ବନ୍ଦ ନିର୍ଦ୍ଦେଶ, ମେରୁ ଯାତ୍ରା ଓ ପଣା ସଂକ୍ରାନ୍ତି ସର୍ବସାଧାରଣରେ ମନା
  • ||
  • ମାଲକାନଗିରି: ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳ ପାପରମେଟଲା ଥାନା ଅନ୍ତର୍ଗତ ଜାମୁଝାଡୀ ଜଙ୍ଗଲରୁ ଅଚିହ୍ନା ଯୁବକର ମୃତଦେହ ଉଦ୍ଧାର
  • ||
  • କଳାହାଣ୍ଡି: ଜାଲ୍ ସାର୍ଟିଫିକେଟ୍ ଦେଇ ୨୫ ଶିକ୍ଷକ ବହିଷ୍କୃତ
  • ||
  • ଯାଜପୁର: ଡଙ୍କାରୀରେ ବଡ ଧରଣର ଚଢ଼ାଉ, କଳାପଥର ଗାଡି ଜବତ, ଏକାଧିକ ଲୁଟେରା ଗିରଫ
  • ||
  • ବୋଲଗଡ଼: ବାଇକ୍- ବୁଲେଟ ମୁଁହା ମୁଁହି ଧକ୍କା, ୨ ଗୁରୁତର
  • ||
  • ଆଇପିଏଲ୍‌ର-୧୪: ଆଜି ମୁହାଁମୁହିଁ ହେବେ ମୁମ୍ବାଇ ଇଣ୍ଡିଆନ୍ସ ଓ କୋଲକାତା ନାଇଟ ରାଇଡର୍ସ
  • ||
  • କରଞ୍ଜିଆର ଥାନା ବୁଢୀଗାଁରର ଘଟଣା- ସ୍ତ୍ରୀ ଓ ସ୍ତ୍ରୀର ପ୍ରେମିକକୁ କଟୁରିରେ ହାଣିଲା ସ୍ୱାମୀ , ଅଭିଯୁକ୍ତ ସ୍ୱାମୀ ଗିରଫ
  • ||
  • ବାଲେଶ୍ୱରରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କରିବେ ସମୀକ୍ଷା
  • ||
  • ରାଜ୍ୟ: ପୁଣି ୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୯୩୦କୁ ଛୁଇଁଲା
  • ||
  • ଓଡ଼ିଶାରେ ଆଜି ୧୭୮୪ କରୋନା ପଜିଟିଭ୍‌ ଚିହ୍ନଟ, କ୍ୱାରାଣ୍ଟାଇନ୍‌ରୁ ୧୦୩୫ , ଲୋକାଲ କଣ୍ଟାକ୍ଟରୁ ୭୪୯ ଚିହ୍ନଟ
  • ||
  • ଆଜି ଭୁବନେଶ୍ୱରରୁ ୧୯୦ କରୋନା ପଜିଟିଭ ଟିହ୍ନଟ, କ୍ୱାରେଣ୍ଟାଇନ୍‌ରୁ ୩୮ ଓ ଲୋକାଲ କଣ୍ଟାକ୍ଟରୁ ୧୫୨ସଂକ୍ରମିତ
  • ||

ଭୁବନେଶ୍ୱରରେ ଟ୍ରକକୁ ପଛରୁ ପିଟିଲା ଛୋଟ କଣ୍ଟେନର ଟ୍ରକ- କ୍ୟାବିନ ଭିତରେ ଗୁରୁତର ଅବସ୍ଥାରେ ଫସି ରହିଲେ ଡ୍ରାଇଭର

ଭୁବନେଶ୍ୱର- ଭୁବନେଶ୍ୱର ବରମୁଣ୍ଡାରୁ ଇସ୍କନ ଯିବା ଓଭର ବ୍ରିଜ ଉପରେ ଦୁର୍ଘଟଣା । ଟ୍ରକୁକ ପଛରୁ ପିଟିଲା ଆଉ ଏକ ଛୋଟ କଣ୍ଟେନର୍‌। ଛୋଟ କଣ୍ଟେନର କ୍ୟାବିନ ଭିତରେ ଗୁରୁତର ଅବସ୍ଥାରେ ଫସି ରହିଲେ ଡ୍ରାଇଭର ।

ରାସ୍ତାର ଡାହାଣ ପଟରେ ଥିବା ଟ୍ରକକୁ ଦ୍ରୁତ ଗତିରେ ଆସୁଥିବା କଣ୍ଟେନର ପଛପଟୁ ପିଟିଥିଲା । ଫଳରେ କଣ୍ଟେର କ୍ୟାବିନ ଚୁରମାର ହୋଇଯାଇଥିଲା । ଷ୍ଟିୟରିଂ ସହ ଅନେକ ଲୁହା ମୋଡି ହୋଇ ରହିବାରୁ ତା ମଧ୍ୟରେ ରକ୍ତାକ୍ତ ଅବସ୍ଥାରେ ଡ୍ରାଇଭର ଜଣକ ଫସି ରହିଥିଲ । ଘଟଣାପରେ କିଛି ସମୟ ପାଇଁ ଗାଡି ଚଳା ଚଳ ବ୍ୟାହତ ହୋଇଥିଲା ।

ପୋଲିସ ଏବଂ ଅଗ୍ନିଶମବ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଡ୍ରାଇଭରଙ୍କୁ କାଢିବା ପାଇଁ ଅକ୍ଲାନ୍ତ ଚେଷ୍ଟା କରିଥିଲେ । ପରେ ଦୁର୍ଘଟଣାଗ୍ରସ୍ତ ଗାଡି ଦୁଇଟିକୁ ରାସ୍ତା ଉପରୁ ହଟାଇଥିଲେ । ଡ୍ରାଇଭରଙ୍କୁ ଉଦ୍ଧାର ପରେ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ସମ୍ବନ୍ଧିତ ଖବର