PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମସି କମିଶନର, ସଞ୍ଜୟ କୁମାର ସିଂହ ହେଲେ ନୂଆ କମିଶନର
  • ||
  • ବିନିକା : ପରିବା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ଟ୍ରକ୍, ୩ ଗୁରୁତର
  • ||
  • ରାଜସୁନାଖଳା : ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟ୍
  • ||
  • କେନ୍ଦୁଝର : କେନ୍ଦୁଝର ଜେଲରେ ପଶିଲା କରୋନା, ୯ କଏଦୀ ପଜିଟିଭ ଚିହ୍ନଟ
  • ||
  • ମାଲକାନଗିରି : ମାଓବାଦୀଙ୍କ ବର୍ବରକାଣ୍ଡ, ଯବାନଙ୍କୁ ଗଳାକାଟି ହତ୍ୟା
  • ||
  • ବୋରିଗୁମ୍ମା : ବୋରିଗୁମ୍ମା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଟିକା ନେବାକୁ ଛକାପଞ୍ଝା, ସାମାଜିକ ଦୂରତାକୁ ଫୁ, ଯେତିକି ଆସୁଛି ଅଣ୍ଟୁନି, ସ୍ଥାନୀୟ ଲୋକେ ଅସନ୍ତୋଷ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୯୮୨ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୬୫ ହଜାର ପାର୍
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୭ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି
  • ||

ବାଇକକୁ ଧକ୍କା ଦେଲା କାର, ଜଣେ ମୃତ

ଢେଙ୍କାନାଳ, ୨୯|୧୨:   ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଦଦରା ଘାଟି ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ କାର ଓ ବାଇକ ମଧ୍ୟରେ ଦୁର୍ଘଟଣା ଘଟି ଜଣେ ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତି।

ତେବେ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଜଣଙ୍କ ସ୍ଥାନୀୟ ଅଞ୍ଚଳର ହୋଇଥିବା ଜଣାପଡିଛି। କିନ୍ତୁ ତାଙ୍କର ପରିଚୟ ମିଳିପାରି ନାହିଁ।ପୋଲିସ ଘଟଣାସ୍ଥଳରେ ପହଁଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି।