ମିନି ଟ୍ରକ୍‌ ଧକ୍କାରେ ଦମ୍ପତି ମୃତ

ଖୋର୍ଦ୍ଧା – ଜଙ୍କିଆ ସିକୋ କଲେଜ୍ ନିକଟରେ ଦୁର୍ଘଟଣା । ମିନି ଟ୍ରକ୍‌ ଧକ୍କାରେ ସ୍ୱାମୀ-ସ୍ତ୍ରୀଙ୍କ ମୃତ୍ୟୁ । ମୃତକ ଦୁଇଜଣ ହେଲେ ରଣପୁର ଗୋଡ଼ିମଡ଼ା ଗାଁର ବାବୁଲା ପ୍ରଧାନ ଓ ତାଙ୍କ ପତ୍ନୀ ।

ବାଇକ୍‌ରେ ଭୁବନେଶ୍ୱରରୁ ଗାଁକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି ।

   ସମ୍ବନ୍ଧିତ ଖବର


ନାଗାର୍ଜୁନ ବେଶ- ନିଷ୍ଠା ବଳରେ ମହାପ୍ରଭୁଙ୍କ ଏକ ଲକ୍ଷ ଅକ୍ଷତ ଅରୁଆ ଚାଉଳ ବଛା ଏବଂ କ୍ଷୀରି ପ୍ରସ୍ତୁତି

ଗୁରୁତ୍ୱପୂର୍ଣ୍ଣ ଫାଇଲ ଚରିଯାଇଛନ୍ତି ଊଈ- ଶିକ୍ଷାଧିକାରୀ କାର୍ଯ୍ୟାଳୟର କର୍ମଚାରୀଙ୍କ ମନମୁଖୀ କାର୍ଯ୍ୟ

୧୯୬୦ରେ କରିଥିଲେ ମାଟ୍ରିକ ପାସ୍‌- ସରକାରୀ ଚାକିରି ନକରି ପିଲାଙ୍କୁ ଦେଉଥିଲେ ଶିକ୍ଷାଦାନ, ଏବେ …

ଏଇ ଓଡିଶାରେ ଯୁବକ ଦେଉଛନ୍ତି ୨୫ ଟଙ୍କାରେ ପେଟପୁରା ସ୍ୱାଦିଷ୍ଟ ଖାଦ୍ୟ- ୧୦ ଟଙ୍କାରେ ସୁପ୍‌

କୂଳପତି ପଦ ପାଇଁ ଆଶାୟୀ ରାଜବନରେ ଦେଇଥିଲେ ଲିଖିତ ପରୀକ୍ଷା, ଏତିକିଟି ପ୍ରଶ୍ନର ଉତ୍ତର ରଖିଲେ ଆଶାୟୀ…

ଲିଭର ପ୍ରତ୍ୟାରୋପଣ ପାଇଁ ସମ ହସ୍ପିଟାଲ ଓ ଏସିଆନ ଇନ୍ଷ୍ଟିଚ୍ୟୁଟ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ