ପ୍ରମୁଖ ଖବର
  • କାମାକ୍ଷାନଗର: ଅଜଣା ଗାଡ଼ି ଧକ୍କା ରେ ସାଇକେଲ ଆରୋହୀ ଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ରୋକ
  • ||
  • ଆସିଲା ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଚମ୍ପୁଆରୁ ସନାତନ ମହାକୁଡ଼, ବଡଚଣାରୁ ବର୍ଷା ପ୍ରିୟଦର୍ଶିନୀ
  • ||
  • ଦିଲ୍ଲୀପ ରାୟଙ୍କ ରାସ୍ତାରେ ନିହାର କଣ୍ଟା ! ପ୍ରାର୍ଥୀ ଚୟନକୁ ନେଇ ଦେଖା ଦେଇଛି ବିବାଦ
  • ||
  • ଆଜି ପ୍ରକାଶ ପାଇବ ୟୁଜିସି-ନେଟ୍‌ ଜୁନ୍‌ ସେସନ୍‌-୨୦୨୪ ଆବେଦନ ପ୍ରକ୍ରିୟା
  • ||
  • ବାଇକ୍‌କୁ ଧକ୍କା ଦେଲା ଆମ୍ଵୁଲାନ୍ସ, ଦୁଇ ଶିଶୁଙ୍କ ଆଖି ଆଗରେ ଚାଲିଗଲା ବାପା-ମାଙ୍କ ଜୀବନ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି, ଜଣେ ଏବେ ବି ନିଖୋଜ
  • ||
  • ମେ'୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା
  • ||
  • ଶନିବାର ବାହୁଡ଼ିବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ: ଦିନ ସାଢ଼େ ୧ରେ ପହଣ୍ଡି, ସାଢେ ୩ଟାରେ ରଥଟଣା
  • ||
  • ଶନିବାର ବିଶ୍ବପ୍ରସିଦ୍ଧ ରଥଯାତ୍ରା ପ୍ରଥମ ସମନ୍ୱୟ ବୈଠକ, ଅଧ୍ୟକ୍ଷତା କରିବେ ଆର୍‌ଡିସି
  • ||
  • ଆଜି ବି ଅତି ଭୀଷଣ ଗ୍ରୀଷ୍ମପ୍ରବାହ, ୨୧ ଯାଏ ନିସ୍ତାର ନାହିଁ, କାଳବୈଶାଖୀ ପାଇଁ କମିପାରେ ତାତି
  • ||
  • IPL ୨୦୨୪: ଆଜି ଦିଲ୍ଲୀ-ହାଇଦ୍ରାବାଦ ଲଢ଼େଇ, କ୍ୟାପିଟାଲ୍ସ ଗଡ଼ ଧ୍ୱଂସ ପଥରେ ସନରାଇଜର୍ସ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି, ଦୁଇ ମୃତ, ୭ ନିଖୋଜ, ସକାଳୁ ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||

ବାହାଘରକୁ ଯିବା ବେଳେ ପିଟିଲା ମିନି ଟ୍ରକ୍, ବାଇକ୍ ଆରୋହୀ ମୃତ

ବୌଦ୍ଧ, ୨୪/୦୩ : ବୌଦ୍ଧ ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥ ଡିକସିରା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ବାଇକକୁ ପିଟିଲା ମିନି ଟ୍ରକ୍ । ଫଳରେ ଘଟଣା ସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକ ପୁରୁଣାକଟକ ଥାନା ତିଳେଇମୁଣ୍ଡା ଗ୍ରାମର ରତ୍ନାକର ବିଶ୍ୱାଳ ।

ସୂଚନା ମୁତବକ, ଆଜି ସକାଳୁ ରତ୍ନାକର ନିଜ ଗ୍ରାମରୁ ବାଇକ ଯୋଗେ ସମ୍ପର୍କୀୟଙ୍କ ବାହାଘରରେ ଯୋଗଦେବାକୁ ନୂଆପଡା ଗ୍ରାମକୁ ଯାଉଥିଲେ। ଏହି ସମୟରେ ପୁରୁଣାକଟକ ଡିକସିରା ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ମିନି ଟ୍ରକ୍ ଧକ୍କା ଦେଇଥିଲା। ତେବେ ମିନି ଟ୍ରକ୍ ଟି ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ସ୍ଥାନୀୟ ଲୋକଙ୍କ ସହାୟତାରେ ରତ୍ନାକରଙ୍କୁ ଗୁରୁତର ଅବସ୍ଥାରେ ପୁରୁଣାକଟକ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏବେ ପୁରୁଣାକଟକ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.