PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇସ୍ତଫା ଦେଲେ ଦିଲ୍ଲୀ ଉପରାଜ୍ୟପାଳ ଅନୀଲ ବୈଜଲ, ରାଷ୍ଟ୍ରପତିଙ୍କୁ ପଠାଇଲେ ଇସ୍ତଫା ପତ୍ର
  • ||
  • ଜ୍ଞାନବାପୀ ମସଜିଦ ବିବାଦ: ଶିବ ଲିଙ୍ଗକୁ ନେଇ ଆପତ୍ତିଜନକ ମନ୍ତବ୍ୟ ପଡିଲା ମହ‌ଙ୍ଗା, AIMIM ନେତା ଦାନିଶ କ୍ୟୁରେସୀ ଗିରଫ
  • ||
  • ଦେବଗଡ଼ : ମଦ ନିଶାରେ ଭୁଲିଗଲା ରକ୍ତ ସମ୍ପର୍କ, ଜନ୍ମକଲା ପୁଅକୁ କଟୁରୀରେ ହାଣି ହତ୍ୟାକଲା ସଇତାନ ବାପା
  • ||
  • ଭୁବନେଶ୍ଵର : ତିର୍ତ୍ତୋଲ ବିଧାୟକଙ୍କ କୋର୍ଟ ମ୍ୟାରେଜ୍‌କୁ ନେଇ ପରିବାରରେ ଅସନ୍ତୋଷ, ଆତ୍ମହତ୍ୟା ଉଦ୍ୟମ କଲେ ବିଜୟଙ୍କ ମାଆ
  • ||
  • ଭୁବନେଶ୍ଵର : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୧୩ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ଵର : ବରମୁଣ୍ଡା ତ୍ରିନାଥ ମନ୍ଦିର ନିକଟରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ପୁରୀ : ଜୀବନ ନେଲା ମୁକୁଳା ଡ୍ରେନ୍ ! ପୁରୀ ବଡଦାଣ୍ଡ ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • କଟକ : ପାଣି ଟାଙ୍କି ତଳୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||

ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି

ଭୁବନେଶ୍ଵର, ୨୪/୦୧ : ରାଜ୍ୟରେ ଦୈନିକ ସଂକ୍ରମଣ ହାର ସାମାନ୍ୟ ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୨୯୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଅନ୍ୟପଟେ ପୁଣି ଆଉ ୫ ଜଣଙ୍କ ମୁଣ୍ଡ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୫୨୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ବାଲେଶ୍ୱର, ଖୋର୍ଦ୍ଧା, କଟକ, କେନ୍ଦୁଝର, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୧୧୯୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୧୭୬୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୨୧୬୦୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୧୯୩୮୫୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ସମ୍ବନ୍ଧିତ ଖବର