ଦିଲ୍ଲୀର ସ୍ୱତନ୍ତ୍ର କୋର୍ଟରେ କ୍ରିଷ୍ଟିଆନ ମାଇକେଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ ୮/୯: ଅଗୁସ୍ତା ୱେଷ୍ଟଲାଣ୍ଡ ଭିଭିଆଇପି ହେଲିକପ୍ଟର କିଣା ଦୁର୍ନୀତି ମାମଲାରେ ଗିରଫ ମଧ୍ୟସ୍ଥି କ୍ରିଷ୍ଟିଆନ ମାଇକେଲଙ୍କ ଜାମିନ ଆବେଦନକୁ ଆଜି ଦିଲ୍ଲୀର ଏକ ସ୍ୱତନ୍ତ୍ର କୋର୍ଟ ଖାରଜ କରିଦେଇଛନ୍ତି । ସ୍ୱତନ୍ତ୍ର ବିଚାରପତି ଅରବିନ୍ଦ କୁମାର କହିଛନ୍ତି ତାଙ୍କୁ ଜାମିନ ପ୍ରଦାନ କରିବାର ଉପଯୁକ୍ତ କାରଣ ଦର୍ଶାଯାଇ ନାହିଁ ।

ଗତବର୍ଷ ଡିସେମ୍ବର ୨୨ରେ ମାଇକେଲଙ୍କୁ ଦୁବାଇରୁ ପ୍ରତ୍ୟର୍ପଣ କରାଯିବା ପରେ ତାଙ୍କୁ ଗିରଫ କରାଯାଇଥିଲା । ତାଙ୍କ ନାମରେ ଉଭୟ ସିବିଆଇ ଓ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମାମଲା ରୁଜୁ କରିଛନ୍ତି । ଉଭୟ ମାମଲାରେ ତାଙ୍କୁ ଏବେ ବିଚାର ବିଭାଗୀୟ ହାଜତରେ ରଖାଯାଇଛି ।

   ସମ୍ବନ୍ଧିତ ଖବର


ସମାଜବାଦୀ ପାର୍ଟି ପତାକା ରଙ୍ଗରେ ତିଆରି ହେଲା ରେଲଓ୍ବେ ହସପିଟାଲ ଶୌଚାଳୟ, ଦଳ କହିଲା ତୁରନ୍ତ ନିଆଯାଉ କାର୍ଯ୍ୟାନୁଷ୍ଠାନ…

ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ପରଲୋକ, କରୋନାରୁ ସୁସ୍ଥ ହୋଇ ଫେରିଥିଲେ

ଭାରତକୁ ସାଉଦିର ଦୀପାବଳି ଉପହାର: ପାକ୍‌ ମାନଚିତ୍ରରୁ କାଶ୍ମୀର, ଗିଲଗିଟ୍‌କୁ ଦେଲା ବାଦ

ସାଙ୍ଘାତିକ ରୂପ ନେଉଛି କରୋନାର ଦ୍ବିତୀୟ ଲହର, ପୁଣି ଲକଡାଉନ୍ ପ୍ରସ୍ତୁତିରେ ଏହି ୩ ଦେଶ

ମୁଙ୍ଗେରର‘ଲେଡି ସିଙ୍ଘମ’,ଜାଣନ୍ତୁ ତାଙ୍କୁ ଏବେ ଲୋକେ କାହିଁକି ଡାକୁଛନ୍ତି ‘ଜେନେରାଲ୍ ଡାୟାର୍’

ପ୍ରଧାନମନ୍ତ୍ରୀଙ୍କ ବଡ ଘୋଷଣା: ଦେଶର ପ୍ରତ୍ୟେକ ଲୋକଙ୍କୁ ମିଳିବ କରୋନା ଭ୍ୟାକସିନ, କେହି ବି ଏହି ସୁବିଧାରୁ ହେବେନି ବଞ୍ଚିତ…