PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଆଜିଠୁ ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର, କଟକଣା ମଧ୍ୟରେ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ଭୁବନେଶ୍ୱର : ଅଗଷ୍ଟରେ ବି ନିଅଣ୍ଟିଆ ବର୍ଷା, ପୁଣି ଘନେଇଲା ମରୁଡ଼ି ଆଶଙ୍କା, ୧୫ ଦିନରେ ଉପକୂଳ ଜିଲ୍ଲାରେ ଉଭେଇ ଯିବ ବର୍ଷା
  • ||
  • ପଟ୍ଟାଙ୍ଗି : ବାଇକ୍‌ର କିସ୍ତି ଟଙ୍କା ବାନ୍ଧି ଘରକୁ ଫେରୁଥିଲେ ଧକ୍କା ଦେଲା ୧୦ ଚକିଆ ଟ୍ରକ୍, ଆଖି ବୁଜିଲେ ମାମୁଁ-ଭଣଜା
  • ||
  • ରାଉରକେଲା : ରାଉରକେଲା ପ୍ଲାଣ୍ଟସାଇଡ୍ ଥାନା ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ୧୩ ବର୍ଷର ଝିଅକୁ ବିକ୍ରି କରୁଥିଲା ଜନ୍ମକଲା ମାଆ, ବାପାଙ୍କ ଅଭିଯୋଗ ପରେ ଉଦ୍ଧାର ହେଲା ନାବାଳିକା
  • ||
  • ପଦ୍ମପୁର : ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ମରାମତି ପାଇଁ ଶୁଣିଲାନି ପ୍ରଶାସନ, ଧାନ ରୋଇ ପ୍ରତିବାଦ କଲେ ଗ୍ରାମବାସୀ
  • ||
  • କୋରାପୁଟ : ଆଜିଠୁ ଖୋଲିବ ଶାବର ଶ୍ରୀକ୍ଷେତ୍ର, ବାହାର ଭୋଗ ମନା, କଟକଣାରେ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍
  • ||
  • ବ୍ରହ୍ମପୁର : ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି
  • ||

ବହୁ ପ୍ରତିକ୍ଷୀତ ଐତିହାସିକ ମୁହୂର୍ତ୍ତ: ପ୍ରଧାନମନ୍ତ୍ରୀ ମୋଦି ଆରମ୍ଭ କଲେ ଭୂମିପୂଜନ

https://hindi.news18.com/

ଅଯୋଧ୍ୟା,୫।୮: ଶହ ଶହ ବର୍ଷର ପ୍ରତୀକ୍ଷାର ଅନ୍ତ। ଅଯୋଧ୍ୟା ରାମ ମନ୍ଦିର ଭୂମି ପୂଜନ ପକ୍ରିୟା ଆରମ୍ଭ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଯୋଧ୍ୟା ପହଁଞ୍ଚି ସବୁଠାରୁ ପ୍ରଥମେ ହନୁମାନଗଢୀ ମନ୍ଦିରରେ ପୂଜା କରିଥିଲେ।  ଏହି ସମୟରେ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଥିଲେ। ମନ୍ଦିରରେ ଭୂମି ପୂଜନ ସ୍ଥଳରେ ପହଁଞ୍ଚିବା ପରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ,ମୋହନ ଭାଗବତ ଓ ଆନନ୍ଦିବେନ୍ ପଟେଲ ଉପସ୍ଥିତ ଅଛନ୍ତି।

ପ୍ରଧାନମନ୍ତ୍ରୀ ମୋଦି ରାମଲାଲାଙ୍କ ଦର୍ଶନ କରିଛନ୍ତି ଓ ତାଙ୍କର ପୂଜା କରିଥିଲେ। ଏହି ସମୟରେ ସାଷ୍ଟାଙ୍ଗ ପ୍ରଣାମ କରିଥିଲେ ଓ ପରିସରରେ ପାରିଜାତ ଫୁଲ ଗଛ ଲଗାଇଥିଲେ। ଏବେ ମନ୍ଦିରର ଭୂମିପୂଜନ ଆରମ୍ଭ ହୋଇଥିବା ବେଳେ ବହୁ ଅତୀଥୀ ଉପସ୍ଥିତ ଅଛନ୍ତି। ଅଯୋଧ୍ୟାକୁ ଆଜି ପୁଣିଥରେ ସଜାଯାଇଛି। ଦୀପାବଳି ଭଳି ପରିବେଶ ଦେଖିବାକୁ ମିଳିଥିବା ବେଳେ କଡା ସୁରକ୍ଷା ବ୍ୟବସ୍ଥା ଲାଗୁ କରାଯାଇଛି। ସହିତ ବହୁ ଅତୀଥି ଉପସ୍ଥିତ ଅଛନ୍ତି।