PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ୨୪ ଘଣ୍ଟା ପ୍ରଚାର ବ୍ୟାନ୍ କଲେ ନିର୍ବାଚନ କମିଶନର , ନିର୍ବାଚନ ପ୍ରଚାରରେ ବିବାଦୀୟ ଭାଷଣ ପାଇଁ ଲାଗିଲା କଟକଣା
  • ||
  • ସୁଶିଲ ଚନ୍ଦ୍ରା ନୂଆ ମୁଖ୍ୟ ନିର୍ବାଚନ କମିଶନର ନିଯୁକ୍ତ
  • ||
  • ଆଜି ଭୁବନେଶ୍ୱରରୁ ୧୯୦ କରୋନା ପଜିଟିଭ ଟିହ୍ନଟ, କ୍ୱାରେଣ୍ଟାଇନ୍‌ରୁ ୩୮ ଓ ଲୋକାଲ କଣ୍ଟାକ୍ଟରୁ ୧୫୨ସଂକ୍ରମିତ
  • ||
  • ପିପିଲି ଉପନିର୍ବାଚନ ପାଇଁ ଭର୍ଚୁଆଲ ରାଲିରେ ନବୀନ ପଟ୍ଟନାୟକ କରୁଛନ୍ତି ପ୍ରଚାର , ୬ଟି ଜିଲ୍ଲା ପରିଷଦ ଜୋନ୍‌ ପାଇଁ ସିଧା ପ୍ରସାରଣ ବ୍ୟବସ୍ଥା
  • ||
  • କଟକ ଏସ୍‌ସିବିରୁ ହାଇଦର ଫେରାର ଘଟଣା – ହାଇଦର ଫେରାର ପଛରେ ତାର ପରିବାର ଲୋକଙ୍କ ହାତ ଅଛି, ମଙ୍ଗଳାବାଗ ଥାନାରେ ଏତଲା ଦେଲେ ଗ୍ୟାଙ୍ଗଷ୍ଟରକୁ ଜଗୁଥିବା ନିଲମ୍ୱିତ କନଷ୍ଟେବଲ ମହମ୍ମଦ ମୌସିମ୍,‌
  • ||
  • ଭାରତରେ ରୁଷ୍ ଟିକା ସ୍ପୁଟ୍‌ନିକ୍ –V କୁ ମଞ୍ଜୁରୀ , ବିଶେଷଜ୍ଞ କମିଟି ବୈଠକରେ ନିଆଗଲା ନିଷ୍ପତ୍ତି, ମାନବ ଦେହରେ ବ୍ୟବହାର ପାଇଁ ଅନୁମତି
  • ||
  • ବଲାଙ୍ଗୀର ଓ କଳାହାଣ୍ଡି ବିଶ୍ବବିଦ୍ୟାଳୟ ପାଇଁ ୨ ଜଣ ନୂଆ କୁଳପତିଙ୍କୁ ମିଳିଲା ନିଯୁକ୍ତି
  • ||
  • ଭୁବନେଶ୍ୱର: କ୍ୟାବିନେଟ୍ ବୈଠକରେ ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର
  • ||
  • ଭଞ୍ଜନଗର: ଭାଲୁ ଆକ୍ରମଣରେ ବାଘୁଆପଲ୍ଲୀ ଗ୍ରାମର ୪ ଜଣ ଗୁରୁତର ଆହତ
  • ||
  • ଢେଙ୍କାନାଳ: ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଖୋଜାଖୋଜି ପରେ ଉଦ୍ଧାର ହେଲା ମୃତହେଦ
  • ||
  • କଟକ: ନିଆଳିର ଏକ ବିଲରୁ ଏକ ମୃତଦେହ ଉଦ୍ଧାର
  • ||
  • ଗଜପତି ଜିଲ୍ଲାର ସମସ୍ତ ସୀମା ସିଲ, ବାହାରୁ ଆସୁଥିବା ଲୋକଙ୍କ ଉପରେ କଡା ନଜର
  • ||
  • ଭୁବନେଶ୍ୱର: ଆଜି ପହଞ୍ଚିବ ୨ ଲକ୍ଷ ୭୧ ହଜାର ଟିକା
  • ||
  • ଜଗନ୍ନାଥପୁର ଛକ ପୁକୁଡ଼ିବନ୍ଧ ଜଙ୍ଗସନ୍ରୁ ୯୨୦ କିଲୋ ଗଞ୍ଜେଇ ଧରିଲା ଅବକାରୀ ବିଭାଗର ସ୍ଵତନ୍ତ୍ର ୱିଙ୍ଗ, ୮ ଗିରଫ, ଟ୍ରକ୍ ଓ ମ୍ୟାକ୍ସପିକ୍ପ ଜବତ
  • ||
  • ବୀରମହାରାଜପୁର: ଚନ୍ଦଲି ରାସ୍ତା କଡ଼ରୁ ନବଜାତ ଶିଶୁ ପୁତ୍ର ଉଦ୍ଧାର, ଡାକ୍ତରଖାନାରେ ଭର୍ତ୍ତି
  • ||
  • ନୀଳଗିରି: ଅଭୟାରଣ୍ୟ ଭିତରୁ ଜଣେ ଶିକାରୀ ଗିରଫ,ମାରଣାସ୍ତ୍ର ଜବତ, ଖସିଗଲେ ୩ଜଣ ଶିକାରୀ…
  • ||
  • କଟକ: ଚାଉଳିଆଗଞ୍ଜ ଥାନାରେଆତ୍ମସମର୍ପଣ କଲା ହାଇଦର ସହଯୋଗୀ ୟାକୁବର
  • ||
  • ନୀଳଗିରି: କୂଳଡିହା ଅଭୟାରଣ୍ୟ ସୀମାନ୍ତରୁ ବିରାଟକାୟ ହରିଣ କ୍ଷତବିକ୍ଷତ ଉଦ୍ଧାର କଲେ ଗ୍ରାମବାସୀ
  • ||
  • କଟକ: ହଷ୍ଟେଲ ଭିତରେ ପଶି ନର୍ସିଂ ଛାତ୍ରୀଙ୍କୁ ତଡୁଛି ପୁଲିସ, ଏସସିବି ବିଏସି ନର୍ସିଂ କଲେଜରେ ଉତ୍ତେଜନା
  • ||
  • ନୀଳଗିରି: ଅସନବଣି ଅଞ୍ଚଳରୁ ଉଦ୍ଧାର ହେଲା ୧୫ ଫୁଟ୍ ଲମ୍ବର ଅହିରାଜ ସାପ
  • ||

କୋଲକାତାରେ ପଲଟିକାଲ୍‌ ରାଲି : ଅକ୍ଷୟ କୁମାରଙ୍କୁ ନେଇ ଏମିତି ପ୍ରଚାରିତ ହେଲା ଗୁଜବ, ଅଭିନେତା କହିଲେ ….

www.aajtak.in

ନୂଆଦିଲ୍ଲୀ – ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ସୁଟିଂରେ ସର୍ବଦା ବ୍ୟସ୍ତ ଥାନ୍ତି। ଏହି ଅଭିନେତାଙ୍କ ପାଖରେ ପ୍ରତି ବର୍ଷ ପାଖାପାଖି ଅଧ ଡର୍ଜନ ଫିଲ୍ମ ରହିଥାଏ । ଏହି ସମୟରେ ମଧ୍ୟ ଅଭିନେତା ମୁମ୍ୱାଇରେ ଅଛନ୍ତି ଏବଂ  ଫିଲ୍ମ ସୁଟିଂରେ ବ୍ୟସ୍ତ ରହିଛନ୍ତି ।  କିନ୍ତୁ କେମିତି ଏହି ଗୁଜବ ପ୍ରଚାରିତ ହେଉଛି କି  ଅକ୍ଷୟ କୁମାର କୋଲକାତାରେ ଅଛନ୍ତି । ସେ ନିର୍ବାଚନ ପ୍ରଚାର ପାଇଁ ସେଠାକୁ ଯାଇଛନ୍ତି ଏବଂ ରାଲିରେ ଯୋଗ ଦେବେ ।  ହେଲେ ସଦ୍ୟ ସାକ୍ଷାତ୍‌କାରରେ ଅଭିନେତା ଏହି ଗୁଜବକୁ ମିଛ ବୋଲି କହିଛନ୍ତି, ଆଉ ଏମିତି କଥାରେ ଆଶ୍ଚର୍ଯ୍ୟ ମଧ୍ୟ ହୋଇଛନ୍ତି ।

ଏକ ଏଣ୍ଟରଟେନ୍‌ମେଣ୍ଟ ପୋର୍ଟଲ ସହ କଥାବାର୍ତ୍ତା ସମୟରେ ଅଭିନେତା କହିଛନ୍ତି କି  କୋଲକାତାରେ ରାଲି କରିବା ଖବର ସଂପୂର୍ଣ୍ଣ ମିଛ । ସେ ବର୍ତ୍ତମାନ ମୁମ୍ୱାଇରେ ଅଛନ୍ତି ଏବଂ ଫିଲ୍ମ ସୁଟିଂରେ ବ୍ୟସ୍ତ ରହିଛନ୍ତି ।

ଉଲ୍ଲେଖନୀୟ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନ କୋଲକାତାର ବ୍ରିଗେଡ୍‌ ପରେଡ୍‌ରେ ରାଲିକୁ ସମ୍ୱୋଧିତ କରିଥିଲେ । ଏହି ଭିତରେ  କୁଆଡୁ ଗୁଜବ ପ୍ରଚାରିତ ହୋଇ ଥିଲା କି ନରେନ୍ଦ୍ର ମୋଦିଙ୍କୁ ସମର୍ଥନ କରୁଥିବା ଅଭିନେତା ଅକ୍ଷୟ କୁମାର ମଧ୍ୟ  କୋଲକାତା ନିର୍ବାଚନ ପ୍ରଚାରରେ ସାମିଲ ହେବେ। ହେଲେ ସେଠାରେ ଏମିତି ହେବାର ଦେଖିବାକୁ ମିଳିନଥିଲା ।

ସମ୍ବନ୍ଧିତ ଖବର