PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୩୫କୁ ବୃଦ୍ଧି
  • ||
  • ଗଞ୍ଜାମ: କୋଦଳା ଖଦାଳ ସାହିରେ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ
  • ||
  • ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ଆଉ ୬୬୩ ଜଣ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର: ୨୦ରୁ ଯୁକ୍ତ ୩ ଦ୍ୱିତୀୟ ବର୍ଷ କ୍ଲାସ୍‌ ରୁମ୍‌ ପଢ଼ା, ଆଜିଠୁ ଖୋଲିବ ହଷ୍ଟେଲ
  • ||
  • ଭୁବନେଶ୍ୱର: BBI ଓ OOPRE ବାରକୁ ସିଲ୍ କଲା ବିଏମ୍‌ସି, ମ୍ୟାନେଜରଙ୍କ ସହ ୪ ଜଣ ଅଟକ
  • ||
  • ଭୁବନେଶ୍ୱର: ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ହେବ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଲେ ଘୋଷଣା
  • ||

ସାମ୍ବାଦିକତା ପାଠପଢ଼ା ପାଇଁ ସର୍ବଭାରତୀୟ ପ୍ରବେଶିକା ପରୀକ୍ଷା, ଅଗଷ୍ଟ ୧୨ ଯାଏଁ କରିପାରିବେ ଆବେଦନ

ଭୁବନେଶ୍ୱର,୨୬/୦୭: ସାମ୍ବାଦିକତା ପଢ଼ିବାକୁ ପ୍ରଥମ ଥର ପାଇଁ ଜାତୀୟସ୍ତରର ସାଧାରଣ ପ୍ରବେଶିକା ପରୀକ୍ଷା ଅଗଷ୍ଟ ୧୪ରେ ଅନଲାଇନରେ ଅନୁଷ୍ଠିତ ହେବ। ନିକଟରେ ସ୍ଥାପିତ ଗ୍ଲୋବାଲ ମିଡିଆ ଶିକ୍ଷା ପରିଷଦ (ଜିଏମଇସି) ଦ୍ୱାରା ଏହି ପରୀକ୍ଷା ପରିଚାଳିତ ହେବ ।

ଚଳିତ ଶିକ୍ଷାବର୍ଷ ପାଇଁ ଦେଶର ବିଭିନ୍ନ ସହଭାଗୀ ବିଶ୍ୱବିଦ୍ୟାଳୟରେ ସାମ୍ୱାଦିକତା ଓ ଗଣ ଯୋଗାଯୋଗରେ ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଏହା ହେବ । ପରୀକ୍ଷା ପାଇଁ ଆବେଦନ କରିବାର ଶେଷ ତାରିଖ ଅଗଷ୍ଟ ୧୨ ଥିବାବେଳେ ଛାତ୍ରଛାତ୍ରୀ www.aimcet.inରେ ଆବେଦନ କରିପାରିବେ ।

ସମ୍ବନ୍ଧିତ ଖବର