ରାଜ୍ୟରେ ଏପ୍ରିଲ ୧୫ରେ ମୋଟ୍‌ ୧୧୯୭ ସାମ୍ପଲ୍‌ର ଟେଷ୍ଟ: ସବୁତକ କୋଭିଡ୍‌-୧୯ ନେଗେଟିଭ୍‌


ଭୁବନେଶ୍ୱର ଏପ୍ରିଲ ୧୬ – ରାଜ୍ୟରେ ଏପ୍ରିଲ ୧୫ ତାରିଖରେ ମୋଟ୍‌ ୧୧୯୭ଟି ବ୍ୟକ୍ତିଙ୍କର କରୋନା ପରୀକ୍ଷଣ କରାଯାଇଛି । ସମସ୍ତ ସାମ୍ପଲ କୋଭିଡ୍‌-୧୯ ନେଗେଟିଭ୍‌ ଆସିଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏଥିରେ କୌଣସି ନୂଆ ଆକ୍ରାନ୍ତଙ୍କ ମିଳି ନାହାନ୍ତି ।

   ସମ୍ବନ୍ଧିତ ଖବର


ପାତାଳର ପ୍ରବେଶ ଦ୍ୱାର ପାତାଲକୋଟ୍‌, ଜାଣନ୍ତୁ କେଉଁଠି ରହିଛି ଏହି ରହସ୍ୟମୟ ସ୍ଥାନ

ମେହବୁବା ମୁଫତିଙ୍କ ମନ୍ତବ୍ୟକୁ ନେଇ ବିଜେପି କର୍ମୀଙ୍କ ହଙ୍ଗାମା, ଜମ୍ମୁରେ ପିଡିପି କାର୍ଯ୍ୟାଳୟରେ ଉଡାଇଲେ ତିରଙ୍ଗା

ମହିଳାଙ୍କୁ ଦେଖି ପ୍ୟାଣ୍ଟ ଖୋଲି – ଖରାପ କାମ କରିଥିବା ପୁଲିସ ଅଧିକାରୀ ଦିଲ୍ଲୀରୁ ଗିରଫ

ବ୍ଲାକରୋଜ ଜାହାଜରେ ପିଟିହୋଇ ବୁଡିଗଲା ମାଛଧରା ଟ୍ରଲର: ୫ ଜଣ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ

‘ଦାଦାବଟିକୁ ନା’ ଅଭିଯାନ: ଦାଦାବଟି ମାଗି ବନ୍ଧା ହେଲେ ୬ ସାମ୍ବାଦିକ, ୩୧ ହଜାର ଟଙ୍କା ଜବତ

ଫେରୁଛି କରୋନାର ଦ୍ବିତୀୟ ଲହର: ସ୍ପେନରେ ମଇ ପର୍ଯ୍ୟନ୍ତ ଜରୁରୀକାଳୀନ ପରିସ୍ଥିତି ଲାଗୁ, ଶ୍ରୀଲଙ୍କାରେ ପାସେଞ୍ଜର ଟ୍ରେନ୍ ବନ୍ଦ