PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଷ୍ଟାଡ଼ିୟମ୍‌ରେ ଖେଳା ଯିବ ଆଇପିଏଲ ୨୦୨୨ ଫାଇନାଲ
  • ||
  • ଆନନ୍ଦପୁର : ଝରକା ଗ୍ରୀଲ୍ ଭାଙ୍ଗି ଶିକ୍ଷକଙ୍କ ଘରେ କଳାକନା ବୁଲାଇଦେଲେ ଦୁର୍ବୃତ୍ତ, ୧୫ ଭରି ସୁନାଅଳଙ୍କାର ସହ ନଗଦ ୫୨ ହଜାର ଟଙ୍କା ଲୁଟ୍
  • ||
  • ସୋର : ଗୋରୁ ବୋଝେଇ କଣ୍ଟେନର ଜବତ, ୪୦ ରୁ ଉର୍ଦ୍ଧ୍ଵ ଗୋରୁ ଉଦ୍ଧାର, ୧୧ ଗିରଫ
  • ||
  • ସମାନ ନାଗରିକ ସଂହିତା ଲାଗୁ କରିବା ପ୍ରସ୍ତୁତିରେ ମୋଦି ସରକାର , ପ୍ରଥମେ ଉତ୍ତରାଖଣ୍ଡରେ ଏହି ଆଇନ୍‌ ଲାଗୁ କରାଯିବାର ଅଭ୍ୟାସ ଆରମ୍ଭ କରାଯାଇଛି
  • ||
  • ଗୁଜରାଟରେ ବଡ଼ ବିଜୟର ପ୍ରସ୍ତୁତିରେ ବିଜେପି , କଂଗ୍ରେସ ଦୁର୍ବଳତାର ବି ମିଳିବ ଫାଇଦା
  • ||

ନକଲି ଦିବ୍ୟାଙ୍ଗ ସାର୍ଟିଫିକେଟ୍ ଦେଇ ଆଡମିଶନ ଅଭିଯୋଗ, ତଦନ୍ତ ପାଇଁ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶ

 ଭୁବନେଶ୍ବର, ୨୪।୧ ନକଲି ଦିବ୍ୟାଙ୍ଗ ସାର୍ଟିଫିକେଟ ଦେଇ କଲେଜରେ ନାମ ଲେଖାଇଥିବା ଅଭିଯୋଗ ହେବା ପରେ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠନା ନିର୍ଦେଶ ଦିଆଯାଇଛି। ଏ ନେଇ ସିଡିଏମଓଙ୍କ ଦ୍ବାରା  ସାର୍ଟିଫିକେଟ ଯାଞ୍ଚ କରିବାକୁ  ନିର୍ଦେଶ ଦିଆଯାଇଛି। ଯାଞ୍ଚ ବେଳେ କୌଣସି ଛାତ୍ରଛାତ୍ରୀ ଧରାପଡିଲେ କାର୍ଯ୍ୟାନୁଷ୍ଠାନ ନେବାକୁ କୁହାଯାଇଛି। କଲେଜ କର୍ତ୍ତୃପକ୍ଷ ଥାନାରେ ମଧ୍ୟ ଏତଲା ଦେଇପାରିବେ। ନକଲି ସାର୍ଟିଫିକେଟ ଦେଇ ଆଡମିଶନ ଅଭିଯୋଗ ଆସିବା ପରେ ଉଚ୍ଚ ବିଭାଗ ସଚିବ ଏହି ନିର୍ଦେଶ ଦେଇଛନ୍ତି।

ସମ୍ବନ୍ଧିତ ଖବର