ଅନନ୍ତ ନାରାୟଣ ଜେନାଙ୍କୁ କରୋନା, ନିଜେ ଟ୍ବିଟ୍ କରି ଦେଲେ ସୂଚନା

ଭୁବନେଶ୍ବର ୨୦।୮ : ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନାଙ୍କୁ କରୋନା। ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ ଟେଷ୍ଟିଂ ପାଇଁ ଦେଲେ ପରାମର୍ଶ। ନିଜେ ଟ୍ବିଟ୍ କରି ସୂଚନା ଦେଇଛନ୍ତି ବିଧାୟକ ଅନନ୍ତ ନାରାୟଣ ଜେନା। ତେବେ ବର୍ତ୍ତମାନ ତାଙ୍କର ସ୍ୱାସ୍ଥ୍ୟବସ୍ଥା ଭଲ ଅଛି। ସେ ନିଜକୁ ଘରେ ଆଇସୋଲେସନରେ ରଖିବା ସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ମଧ୍ୟ ଆଇସୋଲେସନରେ ରହିବାକୁ ପରାମର୍ଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ, ଗତକାଲି ଓଡିଶା ପର୍ଯ୍ୟଟନ ନିଗମ ଅଧ୍ୟକ୍ଷା ଶ୍ରୀମୟୀ ଶ୍ୱେତା ସ୍ନିଗ୍ଧା ମିଶ୍ରଙ୍କୁ କରୋନା ସଂକ୍ରମଣ ହୋଇଥିବା ସୂଚନା ମିଳିଥିଲା। ଶ୍ରୀମୟୀ ନିଜ ସୋସିଆଲ୍‌ ମିଡିଆ ଆକାଉଣ୍ଟରେ ସୂଚନା ଦେଇଥିଲେ। । ଜଗନ୍ନାଥଙ୍କ କୃପାରୁ ସେ ଭଲରେ ଥିବା କଥା ଏଥିରେ ଉଲ୍ଲେଖ କରିଥିଲେ ।

   ସମ୍ବନ୍ଧିତ ଖବର


କନଷ୍ଟେବଳଙ୍କୁ ମହଙ୍ଗା ପଡିଲା ପରକୀୟା ପ୍ରୀତି: ଅବିବାହିତ କହି ଯୁବତୀଙ୍କ ସହ ରଖିଥିଲେ ଶାରୀରିକ ସମ୍ପର୍କ, ଫେରାର କର୍ମଚାରୀକୁ ବାନ୍ଧିଲା ପୁଲିସ୍

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା କାର୍, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ହିରୋ ସୋରୁମ୍‌ ଦମ୍ପତି

ଓଡିଆ ଗୀତରେ ରାପ୍‌ ପରେ ଆଲ୍‌ବମ୍‌ ଭିଡିଓ ସୁଟିଂରେ ବ୍ୟସ୍ତ ସୁର ଭାଇନା: କୁଆଖିଆ ନଦୀ ପଠାରେ ଚାଲିଛି ମ୍ୟୁଜିକ୍‌ ଭିଡିଓ ସୁଟିଂ

କଥା ଦେଇ କଥା ରଖିଲେ ସରକାର: ସାମ୍ବାଦିକଙ୍କ ପାଇଁ ମେଗା ଯୋଜନ; ମୃତ୍ୟୁ ହେଲେ ପରିବାରକୁ ୪ ଲକ୍ଷ, ଗୃହ ଋଣ ସହ ପିଲାଙ୍କୁ ପଢ଼ା ଖର୍ଚ୍ଚ ଦେବେ

ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ଘଟଣାର ତଦନ୍ତ ରିପୋର୍ଟ ଦାଖଲ: ହତ୍ୟା କରାଯାଇଥିବା ପ୍ରମାଣିତ ହୋଇପାରୁନି, ମାନସିକ ଚାପରୁ ଆତ୍ମହତ୍ୟା

ଫ୍ୟାନ୍‌ରେ ଝୁଲିପଡିଲେ ନାବାଳିକା, ମୃତ୍ୟୁର କ’ଣ ରହିଛି କାରଣ…