PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର:ହାତୀଦାନ୍ତ ରାକେଟକୁ ମାଡିବସିଲା ଏସ୍ ଟି ଏଫ୍ ଟିମ୍, ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚୁରା ଜାରି, ବଲାଙ୍ଗୀର ରେଞ୍ଜ ଦେଓଗାଁ ଅଞ୍ଚଳରୁ ରାକେଟ ଧରାପଡ଼ିଥିବା ସୂଚନା
  • ||
  • ଭୁବନେଶ୍ୱର ନୟାପଲ୍ଲୀରୁ କଣ୍ଟ୍ରାକ୍ଟ କିଲର ଗିରଫ ମାମଲା , ଦ୍ୱିତୀୟ ପର୍ଯ୍ୟାୟରେ ୪ଦିନିଆ ରିମାଣ୍ଡରେ ଯିବେ ୨ କିଲର( ସମ୍ପଦ ସାହୁ , ପ୍ରଶାନତ ଦାସ), ରିମାଣ୍ଡ ଅନୁମତି ଦେଲେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ
  • ||
  • ସମ୍ବଲପୁର ସହରର ଟାଂଗରପାଲିରେ ଟ୍ରକ ଧକ୍କାରେ ଗୋଟିଏ ପରିବାରର ୪ ଗୁରୁତର
  • ||
  • ଆସନ୍ତାକାଲି ସକାଳ ୧୦.୩୦ ଯାଏ ବିଧାନସଭା ମୁଲତବୀ , ସର୍ବଦଳୀୟ ବୈଠକରେ ବାହାରିଲାନି କୌଣସି ନିଷ୍କର୍ଷ ବୋଲି କହିଲେ ବାଚସ୍ପତି
  • ||
  • ଗୃହ ସୁପରିଚାଳନା ପାଇଁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି
  • ||
  • ୧୦ ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ନାକଟିଦେଉଳ: ବାରହା ମାଂସ ଜବତ, ଜନ୍ତୁ ଶିକାର ଅଭିଯୋଗରେ ଶିକାରୀ କୋର୍ଟ ଚାଲାଣ ।
  • ||
  • ଭବାନୀପାଟଣା: ବସ୍‌କୁ ସଜାଡୁଥିଲେ ଡ୍ରାଇଭର, ଅଚାନକ ଗାଡ଼ି ଜେକ ଖସି ଯିବାରୁ ଚକା ତଳେ ଚାପି ହୋଇ ଚାଲିଗଲା ଚାଳକଙ୍କ ଜୀବନ
  • ||
  • ପୁରୀ: ପୁରୀ ଅଜମେର ଟ୍ରେନରେ ଧୂଆଁ, ଗୋଟିଏ ଘଣ୍ଟା ବିଳମ୍ବ
  • ||
  • ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ଧରାପଡିଲେ ଖୋର୍ଦ୍ଧା ସହକାରୀ ଯନ୍ତ୍ରୀ, ଜଣେ ଠିକାଦରଙ୍କଠୁ ୧୦ ହଜାର ଲାଞ୍ଚ ନେବା ବେଳେ ଧରାପଡିଲେ
  • ||
  • ଭୁବନେଶ୍ଵର : ଷଷ୍ଠ ଦିନରେ ବିଧାନସଭା ଅଚଳ, ବିରୋଧୀଙ୍କ ଘଣ୍ଟ ମାଡ଼ରେ କମ୍ପିଲା ଗୃହ, ଗଙ୍ଗା ଜଳ ଛିଞ୍ଚିଲା ବିଜେଡି
  • ||
  • ତେଲକୋଇ : ତେଲକୋଇ ଫରେଷ୍ଟ ବିଟ୍‌ରେ ହାତୀ ଉପଦ୍ରବ, ନଷ୍ଟକଲେ ଏକର ଏକର ଧାନ ଫସଲ
  • ||
  • ବାଲିକୁଦା : ବିଦ୍ୟୁତ୍ ଟ୍ରାନ୍ସଫର୍ମର ଲୁଟ୍ କରିବା ବେଳେ ଧରାପଡ଼ିଲେ ୩ ଚୋର, ଖୋର୍ଦ୍ଧାରେ ବିକ୍ରି କରୁଥିଲେ ଚୋରି ଯନ୍ତ୍ରାଂଶ
  • ||
  • କଟକ : ଭିଜିଲାନ୍ସ ଜାଲରେ OSAP ସିପାହୀ, ନଗଦ ୨ ଲକ୍ଷ ୯୪ ହଜାର ଟଙ୍କା ଜବତ
  • ||
  • କଳାହାଣ୍ଡି : ରୋଗୀ ଆଣିବାକୁ ଯିବାବେଳେ ଦୁର୍ଘଟଣା, ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ଆମ୍ବୁଲାନ୍ସ
  • ||
  • ଭୁବନେଶ୍ଵର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୫୧ ଜଣ କରୋନା ପଜିଟିଭ ଚିହ୍ନଟ, ଆଉ ଜଣଙ୍କ ଜୀବନ ନେଲା କୋଭିଡ୍
  • ||
  • ଗଜପତି: ଏଟିଏମ୍ ଲୁଟ୍ ଉଦ୍ୟମ ପଣ୍ଡ, ୩ ଲୁଟେରାଙ୍କୁ ଗୋଡାଇ ଗୋଡାଇ କାବୁ କଲା ପୋଲିସ
  • ||
  • ଚାନ୍ଦବାଲି: ସ୍ଥାୟୀ ଘରଡିହ ପଟା ପାଇଁ ଦାବି କରିବାରୁ ବାସହରା ହେଲେ ୧୧ ପରିବାର, ରାଜରାସ୍ତାରେ ଶୀତ କାକରରେ କଟୁଛି ଜୀବନ
  • ||
  • ବୁର୍ଲା: ଭିମସାରରେ ୨ ଛାତ୍ରଛାତ୍ରୀଙ୍କ ଠାରେ ଡେଲ୍ଟା ଭାରିଆଣ୍ଟ ଚିହ୍ନଟ
  • ||
  • ପାରଳାଖେମୁଣ୍ଡି: ଭିଜିଲାନ୍ସ ପଞ୍ଝାରେ ଫରେଷ୍ଟର, ଏକକାଳୀନ ୪ଟି ସ୍ଥାନରେ ରେଡ୍
  • ||

ବିଳମ୍ବ ହେବାରୁ ଅନନ୍ୟାଙ୍କୁ ତାଗିଦ୍‌ କଲେ ସମୀର ୱାନଖେଡେ : କହିଲେ, ଏଇଟା ପ୍ରଡକ୍ସନ ହାଉସ୍‌ ନୁହେଁ ମନଇଚ୍ଛା ଆସିବ…

ମୁମ୍ବାଇ ୨୩।୧୦ : ମୁମ୍ବାଇ କ୍ରୁଜ୍ ଡ୍ରଗ୍ସ ମାମଲାରେ ଏନସିବିର ଯାଞ୍ଚ ଜାରି ରହିଛ।  ଏହି ମାମଲାରେ ବଲିଉଡ ଷ୍ଟାର ଶାହାରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ଜେଲରେ ଅଛନ୍ତି ଏବଂ ବର୍ତ୍ତମାନ ଅଭିନେତ୍ରୀ ଅନନ୍ୟା ପାଣ୍ଡେ ମଧ୍ୟ ଡ୍ରଗ୍ ମାମଲାରେ ଏନସିବି ରାଡାରରେ ଆସିଛନ୍ତି। ଶୁକ୍ରବାର ଦିନ ଅନନ୍ୟା ପାଣ୍ଡେଙ୍କୁ ଏହି ମାମଲାରେ ଦ୍ୱିତୀୟ ଥର ପଚରାଉଚରା କରାଯାଇଥିଲା, କିନ୍ତୁ ସେ ନିର୍ଦ୍ଧାରିତ ସମୟ ପରିବର୍ତ୍ତେ ତିନି ଘଣ୍ଟା ବିଳମ୍ବରେ ଏନସିବି କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଏନସିବି ତାଙ୍କର ବିଳମ୍ବରେ ଆସିବାକୁ ଆଦୌ ପସନ୍ଦ କରିନଥିଲେ, ଯେଉଁଥିପାଇଁ ଅନନ୍ୟାଙ୍କୁ ତାଗିଦ କରାଯାଇଥିଲା ।

ବିଳମ୍ବ ହେତୁ ଏନସିବି ଜୋନାଲ ନିର୍ଦ୍ଦେଶକ ସମୀର ୱାନଖେଡେ ଅନନ୍ୟାଙ୍କୁ ତାଗିଦ କରିଥିଲେ। ସେ କହିଥିଲେ ଯେ ‘ତୁମକୁ ୧୧ ଟା ବେଳେ ଡକାଯାଇଥିଲା ଏବଂ ତୁମେ ବର୍ତ୍ତମାନ ଆସୁଛ । ଅଧିକାରୀମାନେ ତୁମକୁ ଅପେକ୍ଷା କରି ବସି ନାହାଁନ୍ତି। ଏହା ତୁମର ପ୍ରଡକ୍ସନ ହାଉସ ନୁହେଁ, ଏହା ସେଣ୍ଟ୍ରୋଲ ଏଜେନ୍ସିର ଅଫିସ, ଯେଉଁ ସମୟରେ ତୁମକୁ ଡକାଯିବ, ସେହି ସମୟରେ ପହଞ୍ଚିବାକୁ ପଡ଼ିବ।

ମୁମ୍ବାଇ ଏନସିବି ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କୁ ଦ୍ୱିତୀୟ ଥର ୧୧ଟା ସମୟରେ ପଚରାଉଚରା ପାଇଁ ହାଜର ହେବାକୁ କହିଥିଲେ । କିନ୍ତୁ ଅନନ୍ୟା ୧୧ ଟା ପରିବର୍ତ୍ତେ ୨ଟାରେ ଏନସିବି କାର୍ଯ୍ୟାଳୟରେ ପହଞ୍ଚିଥିଲେ।