PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବଗଡ : ରିଆମାଳ ରେଞ୍ଜ ନୁଆଁଡିହି ସେକ୍ସନ ଖିଲେଇ ଜଙ୍ଗଲରେ ହାତୀ ଆକ୍ରମଣ ଯୋଗୁଁ ବନ ଶ୍ରମିକ ଗୁରୁତର
  • ||
  • କୋଣାର୍କ : ରୋଗ କଷ୍ଟ ସହିନପାରି ସ୍କୁଲ ହତାରେ ଆତ୍ମହତ୍ୟା କଲେ ବୃଦ୍ଧ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୫୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩୪ ପଜେଟିଭ୍
  • ||
  • ନୀଳଗିରି : ମାଡ଼ିଆସୁଛନ୍ତି ନୀଳଗିରି ଆଡକୁ ଝାଡ଼ଖଣ୍ଡ ହାତୀ, ଚାଷୀ ଆତଙ୍କିତ
  • ||
  • କଳାହାଣ୍ଡି : ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ପାଣି ଘେରରେ ୧୦ରୁ ଉର୍ଦ୍ଧ୍ଵ ଗ୍ରାମ
  • ||
  • ଲମତାପୁଟ : ଅଟୋରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଗାଡି ଛାଡି ୨ ମାଫିଆ ଫେରାର୍
  • ||

୨ଘଣ୍ଟା ମଧ୍ୟରେ ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜରେ ୯ଥର ଭୂମିକମ୍ପ

ନୂଆଦିଲ୍ଲୀ ୧।୪: ସୋମବାର ସକାଳେ ଦୁଇ ଘଣ୍ଟା ମଧ୍ୟରେ ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜରେ ନଅ ଥର ମଧ୍ୟମ ଧରଣର ଭୂମିକମ୍ପ ହୋଇଛି। ନେସପାଲ ସେଣ୍ଟର ଫର୍ ସିସମୋଲୋଜି ଅନୁସାରେ ରିକ୍ଟର ସ୍କେଲରେ ଏହି ଭୂମିକମ୍ପର ତୀବ୍ରତା ଥିଲା ୪.୭ରୁ ୫.୨।

ଭୋର ୫ଟା ୧୫ମିନିଟ୍ ସମୟରେ ୪.୯ ତୀବ୍ରତା ସମ୍ପନ୍ନ ଭୂମିକମ୍ପ ପ୍ରଥମ ଝଟକା ଦେବାର କିଛି ମିନିଟ୍ ପରେ ୫ ତୀବ୍ରତା ସମ୍ପନ୍ନ ଭୂମିକମ୍ପ ଝଟକା ଦେଇଥିଲା।

ଶେଷ କମ୍ପନ ୬ଟା ୫୪ମି.ରେ ଅନୁଭୂତ ହୋଇଥିଲା। ଯାହାର ତୀବ୍ରତା ଥିଲା ୫.୨। ଆଣ୍ଡାମାନ ଓ ନିକୋବର ଦ୍ବିପପୁଞ୍ଜ ଭୂମିକମ୍ପ ପ୍ରବଣ ଅଞ୍ଚଳ ଅଟେ। ସେଠାରେ ଦୈନିକ ଦୁଇ ତିନୋଟି ଭୂମିକମ୍ପ ଅନୁଭୂତ ହେବା କିଛି ଅସ୍ବାଭାବିକ ନୁହେଁ।

ସମ୍ବନ୍ଧିତ ଖବର