PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ୨୪ ଘଣ୍ଟା ପ୍ରଚାର ବ୍ୟାନ୍ କଲେ ନିର୍ବାଚନ କମିଶନର , ନିର୍ବାଚନ ପ୍ରଚାରରେ ବିବାଦୀୟ ଭାଷଣ ପାଇଁ ଲାଗିଲା କଟକଣା
  • ||
  • ସୁଶିଲ ଚନ୍ଦ୍ରା ନୂଆ ମୁଖ୍ୟ ନିର୍ବାଚନ କମିଶନର ନିଯୁକ୍ତ
  • ||
  • ଆଜି ଭୁବନେଶ୍ୱରରୁ ୧୯୦ କରୋନା ପଜିଟିଭ ଟିହ୍ନଟ, କ୍ୱାରେଣ୍ଟାଇନ୍‌ରୁ ୩୮ ଓ ଲୋକାଲ କଣ୍ଟାକ୍ଟରୁ ୧୫୨ସଂକ୍ରମିତ
  • ||
  • ପିପିଲି ଉପନିର୍ବାଚନ ପାଇଁ ଭର୍ଚୁଆଲ ରାଲିରେ ନବୀନ ପଟ୍ଟନାୟକ କରୁଛନ୍ତି ପ୍ରଚାର , ୬ଟି ଜିଲ୍ଲା ପରିଷଦ ଜୋନ୍‌ ପାଇଁ ସିଧା ପ୍ରସାରଣ ବ୍ୟବସ୍ଥା
  • ||
  • କଟକ ଏସ୍‌ସିବିରୁ ହାଇଦର ଫେରାର ଘଟଣା – ହାଇଦର ଫେରାର ପଛରେ ତାର ପରିବାର ଲୋକଙ୍କ ହାତ ଅଛି, ମଙ୍ଗଳାବାଗ ଥାନାରେ ଏତଲା ଦେଲେ ଗ୍ୟାଙ୍ଗଷ୍ଟରକୁ ଜଗୁଥିବା ନିଲମ୍ୱିତ କନଷ୍ଟେବଲ ମହମ୍ମଦ ମୌସିମ୍,‌
  • ||
  • ଭାରତରେ ରୁଷ୍ ଟିକା ସ୍ପୁଟ୍‌ନିକ୍ –V କୁ ମଞ୍ଜୁରୀ , ବିଶେଷଜ୍ଞ କମିଟି ବୈଠକରେ ନିଆଗଲା ନିଷ୍ପତ୍ତି, ମାନବ ଦେହରେ ବ୍ୟବହାର ପାଇଁ ଅନୁମତି
  • ||
  • ବଲାଙ୍ଗୀର ଓ କଳାହାଣ୍ଡି ବିଶ୍ବବିଦ୍ୟାଳୟ ପାଇଁ ୨ ଜଣ ନୂଆ କୁଳପତିଙ୍କୁ ମିଳିଲା ନିଯୁକ୍ତି
  • ||
  • ଭୁବନେଶ୍ୱର: କ୍ୟାବିନେଟ୍ ବୈଠକରେ ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର
  • ||
  • ଭଞ୍ଜନଗର: ଭାଲୁ ଆକ୍ରମଣରେ ବାଘୁଆପଲ୍ଲୀ ଗ୍ରାମର ୪ ଜଣ ଗୁରୁତର ଆହତ
  • ||
  • ଢେଙ୍କାନାଳ: ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଖୋଜାଖୋଜି ପରେ ଉଦ୍ଧାର ହେଲା ମୃତହେଦ
  • ||
  • କଟକ: ନିଆଳିର ଏକ ବିଲରୁ ଏକ ମୃତଦେହ ଉଦ୍ଧାର
  • ||
  • ଗଜପତି ଜିଲ୍ଲାର ସମସ୍ତ ସୀମା ସିଲ, ବାହାରୁ ଆସୁଥିବା ଲୋକଙ୍କ ଉପରେ କଡା ନଜର
  • ||
  • ଭୁବନେଶ୍ୱର: ଆଜି ପହଞ୍ଚିବ ୨ ଲକ୍ଷ ୭୧ ହଜାର ଟିକା
  • ||
  • ଜଗନ୍ନାଥପୁର ଛକ ପୁକୁଡ଼ିବନ୍ଧ ଜଙ୍ଗସନ୍ରୁ ୯୨୦ କିଲୋ ଗଞ୍ଜେଇ ଧରିଲା ଅବକାରୀ ବିଭାଗର ସ୍ଵତନ୍ତ୍ର ୱିଙ୍ଗ, ୮ ଗିରଫ, ଟ୍ରକ୍ ଓ ମ୍ୟାକ୍ସପିକ୍ପ ଜବତ
  • ||
  • ବୀରମହାରାଜପୁର: ଚନ୍ଦଲି ରାସ୍ତା କଡ଼ରୁ ନବଜାତ ଶିଶୁ ପୁତ୍ର ଉଦ୍ଧାର, ଡାକ୍ତରଖାନାରେ ଭର୍ତ୍ତି
  • ||
  • ନୀଳଗିରି: ଅଭୟାରଣ୍ୟ ଭିତରୁ ଜଣେ ଶିକାରୀ ଗିରଫ,ମାରଣାସ୍ତ୍ର ଜବତ, ଖସିଗଲେ ୩ଜଣ ଶିକାରୀ…
  • ||
  • କଟକ: ଚାଉଳିଆଗଞ୍ଜ ଥାନାରେଆତ୍ମସମର୍ପଣ କଲା ହାଇଦର ସହଯୋଗୀ ୟାକୁବର
  • ||
  • ନୀଳଗିରି: କୂଳଡିହା ଅଭୟାରଣ୍ୟ ସୀମାନ୍ତରୁ ବିରାଟକାୟ ହରିଣ କ୍ଷତବିକ୍ଷତ ଉଦ୍ଧାର କଲେ ଗ୍ରାମବାସୀ
  • ||
  • କଟକ: ହଷ୍ଟେଲ ଭିତରେ ପଶି ନର୍ସିଂ ଛାତ୍ରୀଙ୍କୁ ତଡୁଛି ପୁଲିସ, ଏସସିବି ବିଏସି ନର୍ସିଂ କଲେଜରେ ଉତ୍ତେଜନା
  • ||
  • ନୀଳଗିରି: ଅସନବଣି ଅଞ୍ଚଳରୁ ଉଦ୍ଧାର ହେଲା ୧୫ ଫୁଟ୍ ଲମ୍ବର ଅହିରାଜ ସାପ
  • ||

ବର୍ଷା-ଅନୁଭବ ବିବାଦ : ଦିଲ୍ଲୀରେ ନୁହେଁ କଟକରେ ହେବ ଶୁଣାଣି

ଭୁବନେଶ୍ଵର, ୦୫/୦୩ : ଦିଲ୍ଲୀରେ ନୁହେଁ କଟକରେ ହେବ ଶୁଣାଣି ଓଲିଉଡ କପୁଲ ଅନୁଭବ-ବର୍ଷାଙ୍କ ପାରିବାରିକ ବିବାଦ ମାମଲା। କଟକ ଫ୍ୟାମିଲି କୋର୍ଟକୁ ମାମଲା ସ୍ଥାନାନ୍ତର କଲେ ସୁପ୍ରିମକୋର୍ଟ। ପଟିଆଲା ହାଉସ କୋର୍ଟ ବଦଳରେ କଟକ ଫ୍ୟାମିଲି କୋର୍ଟରେ ମାମଲା ଚାଲିବ। ଆଜିର ଶୁଣାଣି ପରେ ବର୍ଷାଙ୍କ ଓକିଲ କ୍ରିଷ୍ଣା କୁମାର ଏନେଇ ସୂଚନା ଦେଇଛନ୍ତି। ପାରିବାରିକ ବିବାଦ ନେଇ ପଟିଆଲା ହାଉସ୍ କୋର୍ଟରେ ଅନୁଭବ ମହାନ୍ତି ଆବେଦନ କରିଥିଲେ। ତେବେ ଥରକୁ ଥର ଶୁଣାଣି ପାଇଁ ଦିଲ୍ଲୀ ଯିବାକୁ ତାଙ୍କୁ ଅସୁବିଧା ହେବ ବୋଲି ଏହି ମାମଲା ସ୍ଥାନାନ୍ତର ପାଇଁ ବର୍ଷା ପ୍ରିୟଦର୍ଶିନୀ ସୁପ୍ରିମକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ।

ସୂଚନାଯୋଗ୍ୟ ଯେ, ଅଭିନେତା ତଥା କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ ଆଉ କେହି ନୁହେଁ ତାଙ୍କ ଧର୍ମପତ୍ନୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ହିଁ ତାଙ୍କ ବିରୁଦ୍ଧରେ ଅଦାଲତର ଦ୍ୱାରସ୍ଥ ହୋଇଥିଲେ । ନିର୍ଯାତନା ଅଭିଯୋଗ ସହ ସ୍ୱାମୀ ଅନୁଭବଙ୍କ ଠାରୁ ଭରଣ ପୋଷଣ ଦାବି କରି କଟକ ଏସ୍‌ଡିଜେଏମଙ୍କ ଅଦାଲତରେ ମାମଲା ରୁଜୁ କରିଥିଲେ ବର୍ଷା ପ୍ରିୟଦର୍ଶିନୀ। ଅଭିନେତ୍ରୀ ବର୍ଷା ତାଙ୍କ ପିଟିସନରେ ସ୍ୱାମୀ ଅନୁଭବଙ୍କ ବିରୁଦ୍ଧରେ ଏକାଧିକ ଅଭିଯୋଗ ଆଣିଥିଲେ । ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ସାଂସଦ ସ୍ୱାମୀ ଅନୁଭବଙ୍କ ଠାରୁ ନିଜର ଭରଣ ପୋଷଣ ପାଇଁ ଘରଭଡ଼ା ବାବଦରେ ୨୦ହଜାର ଟଙ୍କା, ମାସିକ ଭରଣ ପୋଷଣ ପାଇଁ ୫୦ହଜାର ଟଙ୍କା, କ୍ଷତି ପୂରଣ ପାଇଁ ୧୩କୋଟି ଟଙ୍କା, ଚିକିତ୍ସା ଓ ରୋଜଗାର ହରାଇଵା ଯୋଗୁଁ ୨କୋଟି ଟଙ୍କା ଦାବି କରିଥିଲେ ।

ସମ୍ବନ୍ଧିତ ଖବର