PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ସୁନ୍ଦରଗଡ଼ ଓ ଅନୁଗୁଳରେ ପ୍ରତିଷ୍ଠା ହେବ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ, ଏମସିଏଲ୍‌ ବୋର୍ଡର ଅନୁମୋଦନ ପାଇଁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର
  • ||
  • ଭୁବନେଶ୍ଵର : ସପ୍ତାହାନ୍ତ ସଟଡାଉନର ଦ୍ଵିତୀୟ ଦିନ, ଆଉ ଚଳିବନି ‘ଆଇ- କାର୍ଡ’, ବେସରକାରୀ ସଂସ୍ଥାର କର୍ମଚାରୀଙ୍କ ତାଲିକା ମାଗିଲା ପୁଲିସ୍‌
  • ||
  • ଭୁବନେଶ୍ୱର : ବରିଷ୍ଠ ସାମ୍ବାଦିକ ତଥା ‘ପ୍ରମେୟ’ର ଖଣ୍ଡପଡ଼ା ପ୍ରତିନିଧି ସୋମନାଥ ମହାନ୍ତିଙ୍କ ପରଲୋକ
  • ||
  • ଘଟଗାଁ : ମାଲବାହୀ ଟ୍ରେନ ଧକ୍କାରେ ହାତୀ ଗୁରୁତର
  • ||
  • କୋଲକାତା : ପଶ୍ଚିମବଙ୍ଗରେ ଥମୁନି ହିଂସା, ପୁଣି ଥରେ ଟିଏମସି ଓ ବିଜେପି କର୍ମୀ ହାତାହାତି, ଜଣେ ମୃତ ୬ ଆହତ
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୯ ଜଣଙ୍କ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୧୮୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଓଡ଼ିଶାରେ କରୋନା ବିସ୍ଫୋରଣ, ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୬୩୫ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୩୪ ହଜାର ପାର୍
  • ||
  • ନୂଆଦିଲ୍ଲୀ : ଭାରତକୁ ଡବ୍ଲ୍ୟୁଏଚଓର ସତର୍କ ବାଣୀ, ଘାତକ ହେଉଛି କରୋନାର ନୂଆ ମ୍ୟୁଟାଣ୍ଟ, ଭାରତକୁ ତୀବ୍ର କରିବାକୁ ପଡିବ ଟିକାକରଣ
  • ||
  • ଭୁବନେଶ୍ୱର : ଏବେ ମିଳିଛି ସାମାନ୍ୟ ଆଶ୍ୱସ୍ତି, ଦୁଇଦିନ ପରେ ରାଜ୍ୟରେ ପୁଣି ବଢ଼ିବ ତାତି, ୨୦ ଜିଲ୍ଲାରେ ଘଡ଼ଘଡ଼ି ସହ ଧୂଳିଝଡ଼ ବର୍ଷା ଆଶଙ୍କା
  • ||

ସୋସିଆଲ ମିଡିଆରେ ନିଆଁ ଲଗାଇଲେ ଅନନ୍ୟା ପାଣ୍ଡେ, ଦେଖନ୍ତୁ ଭାଇରାଲ ଫଟୋ

ମୁମ୍ବାଇ ୨୨/୧୨: ନିକଟରେ ଅନନ୍ୟା ପାଣ୍ଡେ ଫିଲ୍ମ ‘ପତି ପତ୍ନୀ ଔର ୱୋ’ରେ ନଜର ଆସିଥିଲେ । ଏହି ଫିଲ୍ମଟି ବକ୍ସ ଅଫିସରେ ଭଲ ଆୟ କରିବା ସହ ଫିଲ୍ମର ସମସ୍ତ କ୍ୟାରେକ୍ଟରଙ୍କ ଅଭିନୟକୁ ଦର୍ଶକ ବହୁତ ପସନ୍ଦ କରିଥିଲେ । ଏହି ଫିଲ୍ମରେ ଅନନ୍ୟାଙ୍କ ସହିତ ଭୂମି ପେଡେନକର ଓ କାର୍ତ୍ତିକ ଆୟର୍ନ ମଧ୍ୟ ମୁଖ୍ୟ ଭୂମିକାରେ ନଜର ଆସିଥିଲେ ।

କମ୍ ବର୍ଷ ବୟସରୁ ଫିଲ୍ମ ମେକର କରଣ ଜୋହରଙ୍କ ଫିଲ୍ମ ‘ଷ୍ଟୁଡେଣ୍ଟ ଅଫ୍ ଦ ଇୟର ୨’ରୁ ବଲିଉଡରେ ଏଣ୍ଟ୍ରି ମାରିଥିବା ଅନନ୍ୟା ପାଣ୍ଡେ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ବହୁତ ଆକ୍ଟିଭ୍ ରୁହନ୍ତି । ସେ ଲଗାତର ନିଜ ଲାଟେଷ୍ଟ ଫଟୋ ସେୟାର କରିଥାନ୍ତି । ନିକଟରେ ଅନନ୍ୟା ପାଣ୍ଡେଙ୍କ ଦ୍ୱାରା ସେୟାର ହୋଇଥିବା ଫଟୋ ଏବେ ସୋସିଆଲ ସାଇଟରେ ଭାଇରାଲ ହେବାରେ ଲାଗିଛି ।

କହିରଖୁଛୁ ଅନନ୍ୟା ଏବେ ନିଜ ସାଙ୍ଗମାନଙ୍କ ସହ ବର୍ଥଡେ ସେଲିବ୍ରେଟ୍ କରିବା ପାଇଁ ଦୁବାଇ ଯାଇଛନ୍ତି । ଅନନ୍ୟା ଦୁବାଇରେ ନିଜର ଅନେକ ଫଟୋ ଇନଷ୍ଟାଗ୍ରାମରେ ସେୟାର କରିଛନ୍ତି । ଫଟୋ ଦେଖି ଜଣାପଡୁଛି ଅନନ୍ୟା ଦୁବାଇରେ ବହୁତ ମସ୍ତୀ କରୁଛନ୍ତି ।

ନିକଟରେ ଅନନ୍ୟା ଫିଲ୍ମ  ‘ପତି ପତ୍ନୀ ଔର ୱୋ’ରେ ନଜର ଆସିଥିଲେ ଯାହା କି ବକ୍ସ ଅଫିସରେ ଭଲ ଆୟ କରିଥିଲା । ଏହି ଫିଲ୍ମରେ ଅନନ୍ୟାଙ୍କ ସହ ଭୂମି ପେଡେନକର ଓ କାର୍ତ୍ତିକ ଆୟର୍ନ ମଧ୍ୟ ମୁଖ୍ୟ ଭୂମିକାରେ ନଜର ଆସିଥିଲେ ।

ସମ୍ବନ୍ଧିତ ଖବର