ପ୍ରମୁଖ ଖବର
  • ବୌଦ୍ଧ : ବାଇକ୍କୁ ଧକ୍କା ଦେଲା ରେଲୱେ ବିଭାଗର ବୋଲେରୋ, ବାଇକ୍ ଆରୋହୀ ମୃତ
  • ||
  • ଖରସ୍ରୋତାରେ ୨ ଭାଇ ନିଖୋଜ ଘଟଣା, ବଡ଼ଭାଇର ମୃତଦେହ ଉଦ୍ଧାର
  • ||
  • ବରଗଡ଼: ଡ଼ଭା ଛକରେ ପୋଲିସର ଚେକିଂ ବେଳେ ୬ ଲକ୍ଷ ୫୨ ହଜାର ୮୦୦ଟଙ୍କା ଜବତ, ୨ ଜଣ ଅଟକ
  • ||
  • ନନ୍ଦନକାନନରେ ଆଖିବୁଜିଲା ଧଳା ବାଘୁଣୀ ସ୍ନେହା, ଗୁରୁତର ଅବସ୍ଥାରେ ଚାଲିଥିଲା ଚିକିତ୍ସା
  • ||
  • ନିର୍ଘାତ ତାତି: ସାଢ଼େ ୮ଟା ସୁଦ୍ଧା ୩୫ ଡିଗ୍ରୀ ଉପରେ ତାଳଚେର ତାପମାତ୍ରା, ୩୦ ଡିଗ୍ରୀ ଉପରେ ୧୪ ସହର ପାରଦ
  • ||
  • ସୁନା ଦରରେ ଲାଗିଲା ବ୍ରେକ୍‌, ୨୪ କ୍ୟାରେଟ୍‌ ସୁନା ଦର ୩୩୦ ଟଙ୍କା ହ୍ରାସ
  • ||
  • ବିଦ୍ରୋହୀ ବିଗାଡ଼ିବେ ଅଙ୍କ, ଚିନ୍ତାରେ ବିଜେପି: ପ୍ରଥମ ଦଫା ଭୋଟ ପାଇଁ ନାମାଙ୍କନ ଆରମ୍ଭ,ଜୟପୁର ପାଇଁ ପ୍ରାର୍ଥୀ ପାଉନି ଦଳ
  • ||
  • ନିୟମଗିରିରେ ମ୍ୟାଲେରିଆ ଆତଙ୍କ: ବହୁସଂଖ୍ୟାରେ ଡଙ୍ଗରିଆ ପୀଡ଼ିତ, ପହଞ୍ଚିଲା ଡାକ୍ତରୀ ଟିମ୍
  • ||
  • ବିଜେଡି ଛାଡ଼ି ବିଜେପି ଯିବେ ପ୍ରସନ୍ନ ପାଟ୍ଟଶାଣୀ ! ଆଜି ହୋଇପାରେ କିଛି ବଡ଼ ଘୋଷଣା
  • ||
  • IPL 2024 : ସୁପର ଜାଏଣ୍ଟସ୍‌କୁ ଭେଟିବ ସୁପରକିଙ୍ଗସ୍, ଏକାନ୍ନା ଷ୍ଟାଡ଼ିୟମ୍‌ର ଦେଖିବାକୁ ମିଳିବ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌
  • ||
  • ଗଣତନ୍ତ୍ରର ମହାପର୍ବ: ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ
  • ||
  • ବିପଜ୍ଜନକ ଖରା: ଆଜି ଅତି ଭୀଷଣ ଗ୍ରୀଷ୍ମ ପ୍ରବାହ ସମ୍ଭାବନା, ଆହୁରି ୩ ଦିନ ଜଳାଇବ, ୨୨ରୁ ହାଲୁକା ଆଶ୍ୱସ୍ତ
  • ||

‘ ଥ୍ରୀଲର’ ଡାଇରେକ୍ଟରଙ୍କ ସହ ଲାଇଭ୍‌ରେ ଆସିଲେ ଅପସରା - ଖୁଲାସା କଲେ ଅନେକ ଅକୁହା କଥା

ମୁମ୍ୱାଇ – ଅଭିନେତ୍ରୀ  ଅପସରା ରାନୀ ‘ ଥ୍ରୀଲର’ ଫିଲ୍ମ ଡାଇରେକ୍ଟର ରାମ ଗୋପାଳ ବର୍ମାଙ୍କ ସହ ଇନଷ୍ଟାଗ୍ରାମରେ ଲାଇଭ୍‌ରେ ଥିଲେ ଏବଂ ପ୍ରଶଂସକଙ୍କୁ ଫିଲ୍ମ ବିଷୟରେ ଓ ରାମୁଙ୍କ ସହ ପ୍ରଥମ ସାକ୍ଷାତ୍‌ ବିଷୟରେ ଅନେକ କିଛି ଅଛପା କଥା ସେୟାର କରିଥିଲେ । ଏହି ଲାଇଭ୍‌ ପର୍ଯ୍ୟାୟରେ ଏହି ଅଭିନେତ୍ରୀ ପ୍ରଶଂସକଙ୍କ ଅନେକ ପ୍ରଶ୍ନର ଉତ୍ତର ଦେଇଥିଲେ ।

wp:html /wp:html

ଉଲ୍ଲେଖନୀୟ ଯେ , ଫିଲ୍ମ ଥ୍ରୀଲରରେ ଓଡ଼ିଶାର ଦୁଇ ଯୁବ କଳାକାର( ଅପସରା ରାନୀ ଓ ରକ୍‌ କଚ୍ଚି) ଙ୍କୁ ଲିଡ୍‌ ରୋଲ୍‌ରେ ନିଆଯାଇଛି । ଏହା ଅଗଷ୍ଟ ୧୪ରେ  ଅନ୍‌ ଲାଇନ୍‌ ପ୍ଲାଟ୍‌ଫର୍ମ rgvworldtheatre.com ଓ ShreyasET.com ରେ  ରିଲିଜ୍‌ ହେବ ବୋଲି ନିର୍ଦ୍ଦେଶକ ସୂଚନା ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.