PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶଦ୍ରୋହୀ ୟାସିନ ମଲିକକୁ ଆଜୀବନ ଜେଲ, ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଇବା ମାମଲାରେ କୋର୍ଟ ଶୁଣାଇଲେ ଦଣ୍ଡାଦେଶ
  • ||
  • ସମ୍ୱଲପୁର : ଭବାନୀପାଲି ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା , ଟ୍ରକ୍ ଧକ୍କାରେ ୩ ବାଇକ୍ ଆରୋହୀଙ୍କ ମୃତ୍ୟୁ , ମୃତକଙ୍କ ପରିଚୟ ମିଳନାହିଁ
  • ||
  • କଳିଙ୍ଗା ଘାଟିରେ ଟୁରିଷ୍ଟ ବସ୍ ଦୁର୍ଘଟଣାରେ ୬ ମୃତ୍ୟୁ ଘଟଣା, ଏଣିକି କଳିଙ୍ଗା ଘାଟି ଦେଇ ଯାଇପାରିବ ନାହିଁ ଟୁରିଷ୍ଟ ବସ୍ , ରାଜ୍ୟ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ସୂଚନା
  • ||
  • ଝାରସୁଗୁଡ଼ା : ଝାରସୁଗୁଡ଼ାରୁ ପ୍ରାୟ ୧୭ ଗ୍ରାମ୍‌ର ବ୍ରାଉନସୁଗର ଜବତ, ୩ ଗିରଫ
  • ||
  • ଜଳେଶ୍ଵର : ପାର୍କିଂ କରୁଥିବା ବେଳେ ଚଢିଗଲା ଟ୍ରକ୍, ହେଲ୍‌ପର୍ ମୃତ
  • ||
  • କଂଗ୍ରେସକୁ ଝଟକା, ସମାଜବାଦୀ ପାର୍ଟି ଟିକେଟରୁ ନାମାଙ୍କନ ପତ୍ର ଦାଖଲ କଲେ କପିଲ ସିବଲ
  • ||
  • ସମ୍ବଲପୁର : ହୀରାକୁଦରୁ ଛଡ଼ାଯିବ ପ୍ରଥମ ବନ୍ୟାଜଳ, ତଳ ମୁଣ୍ଡର ୧୨ ଜିଲ୍ଲାକୁ ସତର୍କ ସୂଚନା ଜାରି
  • ||
  • ଭୁବନେଶ୍ଵର : ରାଜ୍ୟରେ ହାରୁଛି କରୋନା, ୨୪ ଘଣ୍ଟା ମଧ୍ୟରେ ୩ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୦ ଜିଲ୍ଲାରେ ପ୍ରବଳ ବର୍ଷିଲା, ଆଜିଠୁ ବଢ଼ିବ ତାପମାତ୍ରା
  • ||
  • ଭଞ୍ଜନଗର : ଭାରସାମ୍ୟ ହରାଇ ଓଲଟିଲା ଟୁରିଷ୍ଟ ବସ୍, ୬ ମୃତ ୩୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ରାଇରଙ୍ଗପୁର : ସାପ୍ତାହିକ ହାଟରେ ଗୁଳିକାଣ୍ଡ, ଗୋରୁ ବେପାରୀଙ୍କୁ ଗୁଳି କରି ୨୦ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||

ସୋସିଆଲ ମିଡିଆରେ ଟ୍ରୋଲର ଶିକାର ହେଲେ କେଜ୍ରିୱାଲ, ପ୍ରଧାନମନ୍ତ୍ରୀଙ୍କ ନାଁରେ ଦେଇଥିଲେ ବଡ ବୟାନ

source:www.ndtv.com

ନୁଆଦିଲ୍ଲୀ ୨୮/୧: ସୋସିଆଲ ମିଡିଆରେ ନିଜ ବୟାନ ପାଇଁ ଟ୍ରୋଲର ଶିକାର ହେଲେ କେଜ୍ରିୱାଲ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପିଏମ ମୋଦିଙ୍କ ଉପରେ ଦେଇଥିବା ବୟାନ ପରେ ଏବେ ସୋସିଆଲ ମିଡିଆରେ ଟ୍ରୋଲର ଶିକାର ହୋଇଛନ୍ତି । ସେ ମୋଦିଙ୍କୁ ଟାର୍ଗେଟ୍ କରି ଟ୍ୱିଟ୍ କରିଥିଲେ ‘ଯଦି କିଏ ମୋଦି ଭକ୍ତ ତେବେ ସେ ଦେଶ ଭକ୍ତ ହୋଇପାରିବନି ଏବଂ ଯିଏ ଦେଶ ଭକ୍ତ ସେ କେବେବି ମୋଦି ଭକ୍ତ ହେବନି  । ଏବେ ସମୟ ଆସିଛି ଆପଣଙ୍କୁ ନିଷ୍ପତ୍ତି ନେବାକୁ ପଡିବ ଆପଣ କାହା ଭକ୍ତ ହେବେ ।’

ତେବେ ତାଙ୍କର ଏହି ବୟାନ ପରେ ସୋସିଆଲ ମିଡିଆରେ ଆରମ୍ଭ ହୋଇଗଲା ମିମ୍ ବର୍ଷା । ୟୁଜର୍ସ ତାଙ୍କ ଟ୍ରୋଲ୍ କରିବାକୁ ଲାଗିଲେ ।

ସମ୍ବନ୍ଧିତ ଖବର