ଅପରାହ୍ନ ୩ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର,୨୯।୯ : ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ । କରୋନା କଟକଣା ମଧ୍ୟରେ ଆରମ୍ଭ ହୋଇଛି ଅଧିବେଶନ। ନବୀନ ନିବାସରୁ ଭିଡିଓ କନଫରେନ୍ସିଂ ଜରିଆରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କିଛି ବିଧାୟକ ଲୋକସେବା ଭବନରୁ ଭିସିରେ ସାମିଲ ହୋଇଥିଲେ। ଆଉ କିଛି ସଦସ୍ୟ ଜିଲ୍ଲା ପ୍ରଶାସନ ମୁଖ୍ୟ କାର୍ଯ୍ୟାଳୟରୁ ଯାେଗ ଦେଇଛନ୍ତି।

ତେବେ ଭିସି ଜରିଆରେ ନବୀନ ନିବାସରୁ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ। ଏହି ଶୋକ ପ୍ରସ୍ତାବ ଦିଗଂଗତ ନେତା, କୋଭିଡ ଯୋଦ୍ଧା ଓ ସହିଦ ଉଦ୍ଦ୍ୟେଶରେ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ତେବେ ଭିସି ଜରିଆରେ ନବୀନ ନିବାସରୁ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ। ଏହି ଶୋକ ପ୍ରସ୍ତାବ ଦିଗଂଗତ ନେତା, କୋଭିଡ ଯୋଦ୍ଧା ଓ ସହିଦ ଉଦ୍ଦ୍ୟେଶରେ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକ ପ୍ରସ୍ତାବ ଆଗତ ପରେ ଗୃହକୁ ଅପରାହ୍ନ ୩ଟା ଯାଏଁ ମୁଲତବି ରଖାଯାଇଛି । 

   ସମ୍ବନ୍ଧିତ ଖବର


ପୂଜାରେ ପାର୍ବଣର ମାହୋଲ ନଥିଲା, ହେଲେ ୩ ଦିନରେ ଦୁର୍ଘଟଣାରେ ଗଲା ୧୬ ଜୀବନ…

ଓରଟେଲ୍‌, ଓଟିଭିରେ ବିପୁଳ କଳାଧନ; ସିବିଆଇ, ଆୟକର, ଇଡି ସ୍କାନରରେ ବୈଜୟନ୍ତ-ଜାଗି…

ଛାତ୍ରବୃତ୍ତି ପୋର୍ଟାଲ ଓ ସୁମଙ୍ଗଳ ପୋର୍ଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଉତ୍କଳୀୟ କଳା ଶୈଳୀ ଅନୁସାରେ ହେବ ଶ୍ରୀମନ୍ଦିର ଦ୍ୱାର ନିର୍ମାଣ କାର୍ଯ୍ୟ- ରୂପା ଛାଉଣୀ କାର୍ଯ୍ୟ ଆଗାମୀ ୧୦ ଦିନ ଭିତରେ ଆରମ୍ଭ ହେବ

ନଭେମ୍ବର ଏକ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ

ଓଟିଭିର ଆଉ ଏକ ଜମି କେଳେଙ୍କାରୀ, ରାଜଧାନୀରେ ମାଡ଼ି ବସିଛି ୧୨ ହଜାର ବର୍ଗଫୁଟରୁ ଅଧିକ ଜାଗା