PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ମଧ୍ୟରାତ୍ରୀ ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଗୁଲାବ, ଗଞ୍ଜାମ ଓ ଗଜପତିରେ ପଡିବ ବେଶି ପ୍ରଭାବ
  • ||
  • ମାଲକାନଗିରି : ବାତ୍ୟା ମୁକାବିଲା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ, ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
  • ||
  • କଟକ : ମହାନଦୀ ପୋଲ ଉପରୁ ପାଣିକୁ ଡେଇଁଲେ ବିଜେବି କଲେଜ କେମେଷ୍ଟ୍ରି ଲାବୋରେଟୋରୀ ଆସିଷ୍ଟାଣ୍ଟ
  • ||
  • ସୋରୋ : ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୨୦ ହଜାର ଟଙ୍କା ଓ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ: କଟକ ଯୋବ୍ରା ନିକଟରୁ ଠାବ ହେଲା ନିଖୋଜ ହାତୀର ମୃତଦେହ, ଶୁକ୍ରବାର ରାତିରେ ମହନଦୀରେ ଭାସଯାଇଥିଲା
  • ||
  • ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୮୫ ଜଣ ପଜିଟିଭ୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି
  • ||
  • ଅନୁଗୁଳ: କୋଡିଏମାଇଲ ଛକରେ ଥିବା ୨ଟି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡିଗଲେ ୩ ଯୁବକ, ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ସ୍ଥାନୀୟଲୋକ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ଗୁଲାବ୍, ମଧ୍ୟ ରାତ୍ରରେ ହେବ ଲ୍ୟାଣ୍ଡଫଲ୍
  • ||
  • ଆଇପିଏଲ୍- ୨୦୨୧: ଆଜି ରୋହିତ ଓ ବିରାଟଙ୍କ ମଧ୍ୟରେ କଡ଼ା ମୁକାବିଲା, ବିଜୟ ଲକ୍ଷ୍ୟରେ ଉଭୟ ଦଳ
  • ||
  • ଭୁବନେଶ୍ୱର: ‘ରମାଦେବୀ’ରେ ପିଏଚ୍‌ଡି ନାମଲେଖା ପାଇଁ ପ୍ରକାଶ ପାଇଲା ମେରିଟ ଲିଷ୍ଟ୍, ୧୧ଟି ବିଭାଗରେ ମୋଟ୍ ୬୦ ଛାତ୍ରୀଙ୍କୁ ଚୟନ..
  • ||
  • ପଞ୍ଜାବ: ଆଜି ପଞ୍ଜାବ କ୍ୟାବିନେଟ ସମ୍ପ୍ରସାରଣ ,ଶପଥ ନେବେ ମନ୍ତ୍ରୀ, ଚନ୍ନୀଙ୍କ ଟିମ୍‌ରେ ସାମିଲ ହେବେ ୭ ନୂଆ ଚେହେରା
  • ||

କେ.ଏଲ୍ ରାହୁଲଙ୍କ ସହ ଇଂଲଣ୍ଡରେ କ୍ବାଲିଟି ଟାଇମ୍‌ ବିତାଉଛନ୍ତି ସୁନୀଲ ଶେଟ୍ଟୀଙ୍କ ଲାଡଲୀ, ଫଟୋ ଭାଇରାଲ

ମୁମ୍ବାଇ ୨୮।୭: ସୁନୀଲ ଶେଟ୍ଟୀଙ୍କ ଝିଅ ତଥା ଅଭିନେତ୍ରୀ ଆଥିୟା ଶେଟ୍ଟୀ ଫିଲ୍ମ ଅପେକ୍ଷା ତାଙ୍କ ରିଲେସନ୍‌ ପାଇଁ ଅଧିକା ଚର୍ଚ୍ଚାରେ।  ଆଥିୟା ଶେଟ୍ଟୀ କ୍ରିକେଟର କେ.ଏଲ୍ ରାହୁଲଙ୍କୁ ଡେଟ୍ କରୁଛନ୍ତି। ସୋସିଆଲ ମିଡିଆରେ ଏପର୍ଯ୍ୟନ୍ତ ଏହି ଦୁଇଜଣଙ୍କର ଅନେକ ଫଟୋ ଭାଇରାଲ ହୋଇଛି। ଯଦିଓ ସେମାନେ ନିଜେ ପ୍ରାୟତ ଏକାଠି ଫଟୋ ସେୟାର କରନ୍ତି, କିନ୍ତୁ ଦୁହେଁ ଏପର୍ଯ୍ୟନ୍ତ ସେମାନଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିନାହାନ୍ତି। ଏବେ ସୋସିଆଲ ମିଡିଆରେ ଏହି ଦୁଇଜଣଙ୍କର ଫଟୋ ବହୁତ ଭାଇରାଲ ହେବାରେ ଲାଗିଛି। ଏହା ଦେଖିବା ପରେ ଏହା ସ୍ପଷ୍ଟ ହୋଇଛି ଯେ ଦୁହେଁ ଏକାଠି କ୍ବାଲଇଟି ଟାଇମ୍‌ ବିତାଉଛନ୍ତି।

ଆଥିୟା ଶେଟ୍ଟୀ ବର୍ତ୍ତମାନ କେ.ଏଲ୍ ରାହୁଲଙ୍କ ସହ ଇଂଲଣ୍ଡରେ ଅଛନ୍ତି। ସୋସିଆଲ ମିଡିଆରେ ଏହି ଫଟୋ ଦେଖିବା ପରେ ଏହା ସ୍ପଷ୍ଟ ହୋଇଛି ଯେ ଦୁହେଁ ଇଂଲଣ୍ଡରେ ଏକାଠି ସମୟ ଅତିବାହିତ କରୁଛନ୍ତି । ଏହି ଫଟୋ ଇଶାନ୍ତ ଶର୍ମାଙ୍କ ପତ୍ନୀ ପ୍ରତୀମା ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ସେୟାର କରିଛନ୍ତି। ତାଙ୍କର ଏହି ଫଟୋ ସେୟାର ହେବା ପରେ ସୋସିଆଲ ମିଡିଆରେ ଅନେକ ପ୍ରତିକ୍ରିୟା ଆସୁଛି।     

ଏହି ଫଟୋକୁ ପ୍ରତୀମା ସେୟାର କରିବା ସହିତ ଏକ ମଜାଦାର କ୍ୟାପସନ୍ ଦେଇଛନ୍ତି। ଫଟୋ ସେୟାର କରି ସେ ଏକ ଗୀତ ଲେଖିଛନ୍ତି| ଏହି ଗୀତଟି ହେଉଛି, ‘ରାହୋ ମେ ଉନସେ ମୁଲାକାତ ହୋ ଗୟି‘। ତାଙ୍କର ଏହି ଫଟୋ ଉପରେ କେ.ଏଲ୍ ରାହୁଲ ମଧ୍ୟ ଦିଲ୍‌ ଇମେଜ୍‌ ପଠାଇଛନ୍ତି।

ସମ୍ବନ୍ଧିତ ଖବର