ଦେଶର ଏହି ୨ଟି ରାଜ୍ୟରେ ଭୂକମ୍ପ ଝଟକା: ଭୟରେ ବାହାରକୁ ପଳାଇଲେ ଲୋକେ

ନୂଆଦିଲ୍ଲୀ ୮।୯: ଆସାମ ଏବଂ ହିମାଚଳ ପ୍ରଦେଶରେ ଭୂକମ୍ପ ଅନୁଭୂତ ହୋଇଛି। ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୩.୩ ରହିଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଭୂକମ୍ପ ଝଟ୍‌କା ଅନୁଭୂତ ହେବା ପରେ ଲୋକମାନେ ଘରୁ ବାହାରି ଆସି ସୁରକ୍ଷିତ ସ୍ଥାନକୁ ଚାଲିଯାଇଥିଲେ।

ରବିବାର ସକାଳ ୭ଟା ୩ ମିନିଟରେ ଆସାମର କାର୍ବି ଆଙ୍ଗଲୋଙ୍ଗ ଅଞ୍ଚଳରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା। ଏଥିରେ କେହି ମୃତାହତ ହୋଇଥିବା ସମ୍ପର୍କରେ ଜଣାପଡ଼ି ନାହିଁ। ଏହା ପୂର୍ବରୁ ହିମାଚଳ ପ୍ରଦେଶରେ ବିଳମ୍ବିତ ରାତିରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୩.୪ ରହିଥିଲା ବୋଲି ଜଣାପଡ଼ିଛି।

   ସମ୍ବନ୍ଧିତ ଖବର


ମୁଣ୍ଡରେ ଓଢଣୀ ଦେଇ ଓ ହାତ ଯୋଡି ନିର୍ବାଚନ ପ୍ରଚାରରେ ଲାଲୁଙ୍କ ବୋହୂ, ବାପା ଚନ୍ଦ୍ରିକା ରାୟଙ୍କ ପାଇଁ ମାଗୁଛନ୍ତି ଭୋଟ୍

କୋକେଇରେ ବସି ନିର୍ବାଚନ ପ୍ରଚାର, ଏପର୍ଯ୍ୟନ୍ତ ୧୧ ଥର ହାରି ସାରିଲେଣି

ନିର୍ବାଚନ ସଭାରେ ଉଦବୋଧନ ବେଳେ ସଭାମଞ୍ଚରୁ ଗଳି ପଡିଲେ କଂଗ୍ରେସ ନେତା, ଦେଖନ୍ତୁ ଭିଡିଓ…

କୋଠା ଉପରେ ସ୍କର୍ପିଓ ଡିଜାଇନ୍‌ର ପାଣିଟାଙ୍କି, ଦେଖିବାକୁ ଜମୁଛି ଲୋକଙ୍କ ଭିଡ଼

କେନ୍ଦ୍ର କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି: ନଦୀବନ୍ଧ ମରାମତି ପାଇଁ ୧୦,୦୦୦ କୋଟି ମଞ୍ଜୁରୀ, ଚୟନ ହୋଇଥିବା ନଦୀବନ୍ଧ ମଧ୍ୟରୁ ୩୬ଟି ଓଡ଼ିଶାର

ଭାରତୀୟ ସେନା ଲଞ୍ଚ କଲା ସ୍ବଦେଶୀ ମେସେଜିଂ ଆପ୍ SAI, ହ୍ବାଟସଆପ୍‌ଠାରୁ ମଧ୍ୟ ଆହୁରି ସୁରକ୍ଷିତ