PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜୟପୁର: ଜୟପୁର ସବ୍ ଜେଲରେ ରେଡ୍, ଏସ୍‌ପି ଓ ଉପ ଜିଲ୍ଲାପାଳ ସାମିଲ
  • ||
  • ଆଇପିଏଲ-୧୪: ଆଜି ଖେଳାଯିବ ଦୁଇଟି ମ୍ୟାଚ୍, କୋହଲି-ମୋର୍ଗାନ ଓ ରାହୁଲ-ପନ୍ଥ ମଧ୍ୟରେ ଲଢେ଼ଇ
  • ||
  • ଭୁବନେଶ୍ୱର : ବଦଳିଲା ମୋ ବସ୍‌ ଚଳାଚଳ ସମୟ। ଏଣିକି ସକାଳ ୭ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଚଳାଚଳ କରିବ ମୋ ବସ୍
  • ||
  • ଭୁବନେଶ୍ୱର: ରମାଦେବୀ ଛାତ୍ରୀନିବାସରୁ ୪ ଛାତ୍ରୀ କରୋନା ପଜିଟିଭ୍, ୧୯ ତାରଖ ପୂର୍ବରୁ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ‌
  • ||
  • ରାଜ୍ୟକୁ ପୁଣି ଫେରିବ ତାତି, ସପ୍ତାହେ ପର୍ଯ୍ୟନ୍ତ ଛଟପଟ କରିବ ଗ୍ରୀଷ୍ମ ପ୍ରକୋପ
  • ||

ଦେଓଗାଁ ଛେଳି ଫାର୍ମରେ ନିଆଁ

ବଲାଙ୍ଗୀର- ଦେଓଗାଁ ଛେଳି ଫାର୍ମ ରେ ଲାଗିଲା ନିଆଁ। ଶନିବାର ଅପରାହ୍ନରେ ସାରସବାହାଲ୍ ନିକଟସ୍ଥ ଛେଳି ଫାର୍ମ ରେ ନିଆଁ ଲାଗି ଥିବା କର୍ମଚାରୀ ଦେଖିଥିଲେ। ନିଆଁକୁ ଆୟତ୍ତ ନ କରି ପାରିବାରୁ ସ୍ଥାନୀୟ ଅଗ୍ନିଶମ ବିଭାଗ କୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁକୁ ଦୀର୍ଘ ସମୟ ପର୍ଯ୍ୟନ୍ତ ପରିଶ୍ରମ କରି ଆୟତ୍ତ କରିଥିଲେ।