PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରଙ୍ଗେଇଲୁଣ୍ଡା: ହଳଦିଆପଦର ନିକଟରେ ଟ୍ରାକ୍ଟର ସହ ଅଟୋ ଦୁର୍ଘଟଣା, ୩ ମହିଳା ମତ୍ସ୍ୟଜୀବୀ ଗୁରୁତର
  • ||
  • ସୋର: ହାଇଦର୍ ଏନ୍‌କାଉଣ୍ଟର ସ୍ଥଳରୁ ୨ଟି ଗୁଳି ଜବତ କଲା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୭ଜଣଙ୍କ ଜୀବନ ନେଲା କରୋନା, ସାଢ଼େ ୫ ହଜାର ଟପିଲା ମୃତ୍ୟୁସଂଖ୍ୟା
  • ||
  • ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଭୁବନେଶ୍ୱର : ରାଜଧାନୀରେ କାୟା ମେଲାଉଛି ଡେଙ୍ଗୁ, ୧୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦ ପାର୍
  • ||
  • ପାରଳାଖେମୁଣ୍ଡି : ଏସିଏଫ୍‌ ସୌମ୍ୟରଞ୍ଜନ ଡେଥ୍ ମିଷ୍ଟ୍ରି, ବଲାଙ୍ଗୀରରେ ପାରଳା ପୁଲିସର ୫ଜଣିଆ ଟିମ୍‌, ବିଦ୍ୟାଙ୍କ ପାର୍ଟି ସହ ସୌମ୍ୟ ମୃତ୍ୟୁର ଲିଙ୍କ୍‌ ଖୋଜିବ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଜଳେଶ୍ଵର : ମନ୍ଦାର ଫୁଲ ଗଛ କଟାକୁ ନେଇ ଶଳାକୁ ଭିଣୋଇର ସଙ୍ଘବଦ୍ଧ ଆକ୍ରମଣ, ସଜ୍ଞାହୀନ ଅବସ୍ଥାରେ ନଦୀ କୂଳରୁ ଉଦ୍ଧାର
  • ||
  • ଭୁବନେଶ୍ୱର : ୨୮ରେ ପୁଣି ଏକ ଲଘୁଚାପ, ୨୭ରୁ ବଢ଼ିବ ବର୍ଷା
  • ||

ଭୁବନେଶ୍ୱର ତହସିଲଦାର କରୋନା ପଜିଟିଭ, ୪୮ ଘଣ୍ଟା ପର୍ଯ୍ୟନ୍ତ ଅଫିସ ବନ୍ଦ

ଭୁବନେଶ୍ୱର ୧୮/୦୮: ଭୁବନେଶ୍ୱର ତହସିଲଦାର କରୋନା ସଂକ୍ରମିତ ବୋଲି ବିଏମସି ଦେଇଥିବା ସୂଚନାରୁ ଜଣାପଡ଼ିଛି । ପୂର୍ବରୁ ତହସିଲ ଅଫିସର ୪ ଜଣ କର୍ମଚାରୀଙ୍କ କୋଭିଡ ରିପୋର୍ଟ ପଜିଟିଭ ଆସିଥିଲା । ସେଥିପାଇଁ ଆଗାମୀ ୪୮ ଘଣ୍ଟା ପର୍ଯ୍ୟନ୍ତ ତହସିଲ ଅଫିସକୁ ବନ୍ଦ ରଖାଯାଇଛି । ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ କର୍ମଚାରୀଙ୍କର କୋଭିଡ ଟେଷ୍ଟ ହୋଇଥିଲା । ରିପୋର୍ଟ ଆସିବା ପରେ ତହସିଲଦାର ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ସେପଟେ ଭୁବନେଶ୍ୱର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସବରେଜିଷ୍ଟ୍ରାର୍‌ ଅଫିସ ମଧ୍ୟ ୪୮ ଘଣ୍ଟା ପାଇଁ ବନ୍ଦ ରହିଛି।

ସମ୍ବନ୍ଧିତ ଖବର