PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରଙ୍ଗେଇଲୁଣ୍ଡା: ହଳଦିଆପଦର ନିକଟରେ ଟ୍ରାକ୍ଟର ସହ ଅଟୋ ଦୁର୍ଘଟଣା, ୩ ମହିଳା ମତ୍ସ୍ୟଜୀବୀ ଗୁରୁତର
  • ||
  • ସୋର: ହାଇଦର୍ ଏନ୍‌କାଉଣ୍ଟର ସ୍ଥଳରୁ ୨ଟି ଗୁଳି ଜବତ କଲା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୭ଜଣଙ୍କ ଜୀବନ ନେଲା କରୋନା, ସାଢ଼େ ୫ ହଜାର ଟପିଲା ମୃତ୍ୟୁସଂଖ୍ୟା
  • ||
  • ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଭୁବନେଶ୍ୱର : ରାଜଧାନୀରେ କାୟା ମେଲାଉଛି ଡେଙ୍ଗୁ, ୧୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦ ପାର୍
  • ||
  • ପାରଳାଖେମୁଣ୍ଡି : ଏସିଏଫ୍‌ ସୌମ୍ୟରଞ୍ଜନ ଡେଥ୍ ମିଷ୍ଟ୍ରି, ବଲାଙ୍ଗୀରରେ ପାରଳା ପୁଲିସର ୫ଜଣିଆ ଟିମ୍‌, ବିଦ୍ୟାଙ୍କ ପାର୍ଟି ସହ ସୌମ୍ୟ ମୃତ୍ୟୁର ଲିଙ୍କ୍‌ ଖୋଜିବ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଜଳେଶ୍ଵର : ମନ୍ଦାର ଫୁଲ ଗଛ କଟାକୁ ନେଇ ଶଳାକୁ ଭିଣୋଇର ସଙ୍ଘବଦ୍ଧ ଆକ୍ରମଣ, ସଜ୍ଞାହୀନ ଅବସ୍ଥାରେ ନଦୀ କୂଳରୁ ଉଦ୍ଧାର
  • ||
  • ଭୁବନେଶ୍ୱର : ୨୮ରେ ପୁଣି ଏକ ଲଘୁଚାପ, ୨୭ରୁ ବଢ଼ିବ ବର୍ଷା
  • ||

ବରଗଡ଼: ୟୁପିଏସସି ପରୀକ୍ଷାରେ ଉତ୍ତୀର୍ଣ୍ଣ ହେଲେ ବେଦ ଭୂଷଣ

ବରଗଡ଼ ୪/୮: ବରଗଡ଼ର ବେଦ ଭୂଷଣ UPSC ୨୦୧୯ରେ ୧୯୫ ରାଙ୍କ ପାଇ ବରଗଡ଼ର ଗୌରବ ବୃଦ୍ଧି କରିଛନ୍ତି । ବାପା ସୋମଦତ୍ତ ବୁର୍ଲା କେନ୍ଦ୍ରୀୟ ବିଦ୍ୟାଳୟରେ ଶିକ୍ଷିକତା କରୁଥିବା ବେଳେ ମା ସୁରଭି ସାହୁ ଚକଲିଫାର୍ମ ୟୁଜିଏମଇ  ସ୍କୁଲରେ ଶିକ୍ଷକତା କରନ୍ତି । ଦୁଇ ପୁଅ ଝିଅ ମଧ୍ୟରୁ ବେଦ ଭୂଷଣ ହେଉଛନ୍ତି ବଡ଼ । ତାଙ୍କର ଏହି ସଫଳତା ପାଇଁ ସେ ପିତା ମାତା ଏବଂ ଅନ୍ୟ ଗୁରୁଜନ ମାନଙ୍କୁ ଶ୍ରେୟ ଦେଇଛନ୍ତି । କଠିନ ପରିଶ୍ରମ ଓ ନିଷ୍ଠା ଥିଲେ ନିଶ୍ଚୟ ଜଣେ ସଫଳତା ପାଇବ ବୋଲି କହିଛନ୍ତି ବେଦ ଭୂଷଣ । ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଡୁଙ୍ଗୁରିପାଲି ଗ୍ରାମର ମୂଳ ବାସିନ୍ଦା ୨୦୧୮ରେ ୨୯୩ ରାଙ୍କ ରଖିଥିଲେ ।