PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟାଙ୍ଗୀରେ ୧୭ଟିକିଆ ହାତୀପଲ ଆତଙ୍କ, ଗାଁରେ ପଶିଲେ, ଫସଲ ନଷ୍ଟ କଲେ
  • ||
  • ଢେଙ୍କାନାଳ : ୧ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ
  • ||
  • କଳାହାଣ୍ଡି : ଜଙ୍ଗଲକୁ କାଠ ସଂଗ୍ରହ ପାଇଁ ଯାଇଥିଲେ ଯୁବକ, ଫାସରେ ପଡି ଜୀବନ ଗଲା
  • ||
  • ଚାନ୍ଦବାଲି : ମୁଖ୍ୟ ବଜାରରେ ହଠାତ୍ ଭୁଶୁଡିଲା ବିଦ୍ୟୁତ୍ ଖୁଣ୍ଟି, ଅଳ୍ପକେ ବର୍ତ୍ତିଲେ ପଥଚାରୀ
  • ||
  • ଭୁବନେଶ୍ୱର : ଏ ବର୍ଷ ଥରାଇବ ଶୀତ ଲହରୀ, ଜବର ଜାଡ଼ରେ ଥରିବ ଓଡ଼ିଶା, ଲମ୍ବିବ ଶୀତ ଅବଧି
  • ||
  • ଲାଞ୍ଜିଗଡ଼ : ବେଦାନ୍ତର ଏଲଏନଟି କଲୋନୀକୁ ପଶିଲା କରୋନା, ୩ ଶ୍ରମିକ ପଜିଟିଭ୍ ଚିହ୍ନଟ
  • ||
  • ସମ୍ବଲପୁର : ଆଜି ସମ୍ବଲପୁର ୧୨ ଘଣ୍ଟିଆ ବନ୍ଦ, ମମିତା ମେହେର୍ ହତ୍ୟା ପ୍ରସଙ୍ଗକୁ ନେଇ ରାସ୍ତାକୁ ଓହ୍ଲାଇଛି ବିଜେପି
  • ||

ଭୀମସାରର ୯ ଡାକ୍ତରଙ୍କୁ କରୋନା, ମେଡିସିନ୍ ଓପିଡି ବନ୍ଦ

https://m.economictimes.com/

ବୁର୍ଲା ୪/୮: ଭୀମସାରର ୯ ଡାକ୍ତରଙ୍କୁ କରୋନା । ସମ୍ବଲପୁର ଭୀମସାରର ୯ ଡାକ୍ତର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାପରେ ପରବର୍ତ୍ତୀ ନିର୍ଦ୍ଦେଶ ଯାଏଁ ମେଡିସିନ୍ ଓପିଡି ବନ୍ଦ ରଖିବାକୁ ନିର୍ଦ୍ଦେଶ ନିଆଯାଇଛି । ଏନେଇ ସୂଚନା ଦେଇଛନ୍ତି ଭୀମସାର ନିର୍ଦ୍ଦେଶକ ଲଳିତ ମେହେର ।