ହାଇୱା-ବାଇକ୍ ମୁହାଁମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର

ଜଗତସିଂହପୁର ୨୫/୩: ଏକ ହାଇୱା ଓ ବାଇକ୍ ମୁହାଁମୁହିଁ ଧକ୍କା ଫଳରେ ଜଣେ ମୃତ । ଯୋଗଧାରି ଛକଠାରେ ଦୁର୍ଘଟଣା ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି । ହାଇୱା ଓ ବାଇକ୍ ମୁହାଁମୁହିଁ ଧକ୍କା ଫଳରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତକ ହେଲେ ବାଲିକୁଦା ରେରତଙ୍ଗ ଗାଁର ଦିପୁ ଓରଫ ସୂର୍ଯ୍ୟକାନ୍ତ ଶତପଥି । ଗୁରୁତର ମୁନା ଗାସଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ମୁନାଙ୍କ ଘର ବାଲିକୁଦା ଥାନା ଅଳାଭର ଗାଁରେ  । ଉଭୟ ବାଲିକୁଦାରୁ ବାଇକରେ କଟକ ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଛି ।

   ସମ୍ବନ୍ଧିତ ଖବର


କୋକେଇରେ ବସି ନିର୍ବାଚନ ପ୍ରଚାର, ଏପର୍ଯ୍ୟନ୍ତ ୧୧ ଥର ହାରି ସାରିଲେଣି

ପୁଅର ଅସ୍ଥି ଟିକକ ମିଳିଲେ ଗଙ୍ଗାରେ ବିସର୍ଜନ କରନ୍ତି…

ନିର୍ବାଚନ ସଭାରେ ଉଦବୋଧନ ବେଳେ ସଭାମଞ୍ଚରୁ ଗଳି ପଡିଲେ କଂଗ୍ରେସ ନେତା, ଦେଖନ୍ତୁ ଭିଡିଓ…

ଭାରତୀୟ ସେନା ଲଞ୍ଚ କଲା ସ୍ବଦେଶୀ ମେସେଜିଂ ଆପ୍ SAI, ହ୍ବାଟସଆପ୍‌ଠାରୁ ମଧ୍ୟ ଆହୁରି ସୁରକ୍ଷିତ

ଉତ୍ତରପ୍ରଦେଶ ଆମେଠିରେ ଦଳିତ ଗାଁ ମୁଖିଆଙ୍କ ସ୍ବାମୀକୁ ଜୀଅନ୍ତା ଜଳାଇ ହତ୍ୟା…

ଫ୍ରାନ୍ସ ପରେ ଏବେ ରୁଷ, ‘ଆହ୍ଲା ହୁ ଆକବର’ କହି ପୋଲିସ ଉପରେ ଛୁରିମାଡ କଲା ୧୬ ବର୍ଷର ବାଳକ