ବାଇକ୍‌ – ବାଇକ୍‌ ଧକ୍କା ୩ ମୃତ

କୋରାପୁଟ – ନୂଆଁ ଖାଇରେ ଅଘଟଣ।ନୂଆଁ ଖାଇ ଉତ୍ସବ ସାରି ଘରକୁ ଫେରିବା ସମୟରେ ମର୍ମନ୍ତୁଦ ଦୁର୍ଘଟଣା ଘଟଛି ।ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ୩ ଯୁବକଙ୍କର ମୃତ୍ୟୁ ହୋଇଛି  ।

ଘଟଣା ଘଟିଛି କୋରାପୁଟ ଜିଲ୍ଲା କୁସୁମୀ ନିକଟସ୍ଥ ଘଟର୍ଲା ନିକଟରେ।ମୃତଙ୍କ ମଧ୍ୟରୁ ଦୁଇ ଜଣଙ୍କ ଘର ଡାବୁଗୁଡାରେ ଓ ଜଣଙ୍କ ଘର ଜୟପୁର ଡଙ୍ଗା ଗୁଡାରେ ବୋଲି ଜଣା ପଡିଛି।

   ସମ୍ବନ୍ଧିତ ଖବର


ଓସିଏ ଆୟୋଜନ କରିବ ଟି-୨୦ ଲିଗ୍, ଭାଗ ନେବେ ୬ଟି ଟିମ୍‌

ବଲାଙ୍ଗୀର:ଜମି ବଢିନି ଚାଷୀ ବଢିଗଲେ- କୃଷି ବିଭାଗ କହିଲା ଲକ୍‌ଡାଉନ୍ ଯୋଗୁଁ ରାଜ୍ୟ ବାହାରୁ ଫେରି ଆସିଛନ୍ତି ଚାଷୀ

ଡିସେମ୍ବର ଗାଇଡଲାଇନ୍: ୩୧ ଯାଏଁ ସିନେମା ହଲ ବନ୍ଦ, କ’ଣ ଖୋଲା କ’ଣ ବନ୍ଦ ଜାଣନ୍ତୁ…

ମଙ୍ଗଳବାରରୁ ସମସ୍ତ ରୁଟ୍‌ରେ ଆରମ୍ଭ ହେବ ମୋ ବସ୍‌ ସେବା

ପୁଣି ଥରେ ଇତିହାସ ରଚିଲା ସମ୍ ହସ୍ପିିଟାଲ ଓଡ଼ିଶାର ଦ୍ୱିତୀୟ ଥର ପାଇଁ ସମ୍ ହସ୍ପିଟାଲ୍‌ରେ ସଫଳ ଯକୃତ ପ୍ରତ୍ୟାରୋପଣ

କୋଭିଡ ଟିକା ଦେବା ପାଇଁ ଓଡ଼ିଶା ପ୍ରସ୍ତୁତ, ୩୦ ହଜାର ସ୍ଥାନରେ ଦିଆଯିବ ଟିକା: ମୁଖ୍ୟ ଶାସନ ସଚିବ