୨ ଲୋକସଭା ଓ ୭ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର ୨/୪: ବିଜେଡିର ଅଷ୍ଟମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ । ୨ ଲୋକସଭା ଓ ୭ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ । ବିଧାନସଭା ପାଇଁ ଭୁବନେଶ୍ୱର ମଧ୍ୟରୁ ପୂର୍ବତନ ମେୟର ଅନନ୍ତ ନାରାୟଣ ଜେନା ଏବଂ ଭୁବନେଶ୍ୱର ଉତ୍ତରରୁ ସୁଶାନ୍ତ ରାଉତଙ୍କୁ ପ୍ରାର୍ଥୀ କରାଯାଇଛି ।

ଲୋକସଭା ଆସନ

କେନ୍ଦୁଝର- ଚନ୍ଦ୍ରାଣୀ ମୁର୍ମୁ

ଢେଙ୍କାନାଳ- ମହେଶ ସାହୁ

ବିଧାନସଭା ଆସନ

ଭୁବନେଶ୍ୱର ମଧ୍ଯ- ଅନନ୍ତ ନାରାୟଣ ଜେନା

ଉୁବନେଶ୍ୱର ଉତ୍ତର- ସୁଶାନ୍ତ ରାଉତ

ଖଣ୍ଡପଡା- ସୌମ୍ୟରଞ୍ଜନ ପଟ୍ଟନାୟକ

ଯାଜପୁର- ପ୍ରଣବ ପ୍ରକାଶ ଦାସ

ଆଠମଲ୍ଲିକ୍- ରମେଶ ସାଏ

ପାଲଲହଡା- ମୁକେଶ ପାଲ

କୋରେଇ- ଅଶୋକ ବଳ

ଅଧିକ ପଢନ୍ତୁ ସର୍ବକନିଷ୍ଠ ଲୋକସଭା ପ୍ରାର୍ଥୀ ଚନ୍ଦ୍ରାଣୀ ମୁର୍ମୁ, ଦେଖନ୍ତୁ ବିଜେଡିର ୨୧ ଲୋକସଭା ପାଇଁ ପ୍ରାର୍ଥୀ ତାଲିକା

   ସମ୍ବନ୍ଧିତ ଖବର


ଓଡ଼ିଶାରେ ତଳକୁ ଖସିଲା କରୋନା ଗ୍ରାଫ୍: ୨୪ଘଣ୍ଟା ଆଉ ୫୯୪ ପଜିଟିଭ ଚିହ୍ନଟ୍, ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୭ହଜାର ଟପିଲା

କନଷ୍ଟେବଳଙ୍କୁ ମହଙ୍ଗା ପଡିଲା ପରକୀୟା ପ୍ରୀତି: ଅବିବାହିତ କହି ଯୁବତୀଙ୍କ ସହ ରଖିଥିଲେ ଶାରୀରିକ ସମ୍ପର୍କ, ଫେରାର କର୍ମଚାରୀକୁ ବାନ୍ଧିଲା ପୁଲିସ୍

ବିଜେପିକୁ ଓବେସୀଙ୍କ କଡାପ୍ରଶ୍ନ, ବିଜେପି ଶାସିତ ୪ ରାଜ୍ୟରେ କାହିଁକି ନାହାନ୍ତି ଜଣେ ହେଲେ ମୁସଲିମ ମନ୍ତ୍ରୀ ?

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା କାର୍, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ହିରୋ ସୋରୁମ୍‌ ଦମ୍ପତି

ପୁଣି ଲଜ୍ଜା: ମନ୍ଦିର ପରିସରରେ ଖେଳୁଥିବା ନାବାଳିକାକୁ ପୂଜାରୀ କଲା ଦୁଷ୍କର୍ମ

ଓଡିଆ ଗୀତରେ ରାପ୍‌ ପରେ ଆଲ୍‌ବମ୍‌ ଭିଡିଓ ସୁଟିଂରେ ବ୍ୟସ୍ତ ସୁର ଭାଇନା: କୁଆଖିଆ ନଦୀ ପଠାରେ ଚାଲିଛି ମ୍ୟୁଜିକ୍‌ ଭିଡିଓ ସୁଟିଂ