ପ୍ରମୁଖ ଖବର
  • ମେ'୨୦ ପରେ ସିବିଏସ୍‌ଇ ପରୀକ୍ଷା ଫଳ, ୱେବ୍‌ସାଇଟ୍‌ରେ ସୂଚନା ଦେଲା ବୋର୍ଡ
  • ||
  • ପବିତ୍ର ଅକ୍ଷୟ ତୃତୀୟା: ଆଜିଠୁ ଶ୍ରୀଜିଉଙ୍କ ୪୨ ଦିନିଆ ଚନ୍ଦନ ଯାତ୍ରା, ନରେନ୍ଦ୍ର ଜଳରେ ଜଳକ୍ରୀଡ଼ା କରିବେ ଦଶ ଦିଅଁ
  • ||
  • IPL 2024: ଅହମ୍ମଦାବାଦରେ ଟାଇଟନ୍ସକୁ ଭେଟିବ ସୁପରକିଙ୍ଗ୍‌ସ, ଗୁଜରାଟ ପାଇଁ ଶେଷ ସୁଯୋଗ
  • ||
  • ଶୁକ୍ରବାର ରାଜଧାନୀରେ ମୋଦିଙ୍କ ସୋ’, ସନ୍ଧ୍ୟାରେ ରାମମନ୍ଦିରରୁ ବାଣୀବିହାର ମେଗା ରୋଡ୍‌ ସୋ
  • ||
  • ଗରମ ନୁହେଁ ନରମ ରହିବ ପାଗ: ଖରା କମ୍‌, କାଳବୈଶାଖୀ ଦେବ ଆଶ୍ୱସ୍ତି, ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||

ଆସିଲା ବିଜେଡିର ଅଷ୍ଟମ ପ୍ରାର୍ଥୀ ତାଲିକା : ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ପ୍ରାର୍ଥୀ

ଭୁବନେଶ୍ବର,୨୭।୪ : ବିଜେଡି ଅଷ୍ଟମ ପ୍ରାର୍ଥୀ ତାଲିକା ଘୋଷଣା କରିଛି।   ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ଖୋର୍ଦ୍ଧାରୁ ବେଗୁନିଆ ବିଧାୟକ ରାଜେନ୍ଦ୍ର ସାହୁଙ୍କୁ  ଦଳ ପ୍ରାର୍ଥୀ କରିଛି। ସେହିପରି ବେଗୁନିଆରୁ ପ୍ରଦୀପ ସାହୁ ଓ  ଭୋଗରାଇରୁ ଗୌତମ ବୁଦ୍ଧ ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଛି। 

ବର୍ତ୍ତମାନ ସୁଦ୍ଧା ବିଜେଡି ୧୪୪ଟି ଆସନ ଘୋଷଣା କରିଥିବା ବେଳେ ଆଉ ୩ ଟି ବାକି ରହିଛି। ବହୁ ଚର୍ଚ୍ଚିତ ଖଣ୍ଡପଡା, କୋରାଇ ଓ  ନୀଳଗିରି ପ୍ରାର୍ଥୀ ଘୋଷଣା ବାକି ରହିଛି। ଏହି ୩ଟି ଆସନରୁ ବିଜେଡିରୁ କିଏ ପ୍ରାର୍ଥୀ ହେବ ତାହା ଉପରେ ସମସ୍ତଙ୍କ ନଜର ରହିଛି।

ଆହୁରି ପଢନ୍ତୁ : ବିଜେପି ପ୍ରାର୍ଥୀ ତାଲିକା : ଅଭିନେତା ଅରିନ୍ଦମ ସାଲେପୁରରୁ, ପ୍ରଶାନ୍ତ ଜଗଦେବ ଖୋର୍ଦ୍ଧାରୁ ପ୍ରାର୍ଥୀ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.