PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ନୋଟିସ, ଘୁଞ୍ଚିଲା +୨ ପରୀକ୍ଷା
  • ||
  • ମହାରାଷ୍ଟ୍ରରେ ମର୍ମନ୍ତୁଦ ଦୁର୍ଘଟଣା: କାଠ ବୋଝେଇ ଟ୍ରକକୁ ଧକ୍କା ଦେବାପରେ ଡିଜେଲ ଟ୍ୟାଙ୍କରରେ ଲାଗିଲା ନିଆଁ, ୯ ଜଣ ଜୀବନ୍ତ ଦଗ୍ଧ
  • ||
  • ସରେଣ୍ଡର୍ କଲେ କଂଗ୍ରେସ ନେତା ନବଜୋତ ସିଂହ ସିଦ୍ଧୁ, ୩୪ ବର୍ଷ ପୂର୍ବ ରୋଡ୍‌ ରେଜ୍‌ ମାମଲାରେ ହୋଇଛି ବର୍ଷେ ସଶ୍ରମ କାରାଦଣ୍ଡ
  • ||
  • ଭୁବନେଶ୍ଵର : ରାସନ ସାମଗ୍ରୀ ବଣ୍ଟନରେ ଅନିୟମିତତା ଅଭିଯୋଗ, ସ୍ଥିତି ସମୀକ୍ଷା କଲେ ବିଏମ୍ସି ମେୟର ସୁଲୋଚନା ଦାସ
  • ||
  • ଭୁବନେଶ୍ଵର : ରାଜଧାନୀରେ ଚାଞ୍ଚଲ୍ୟ, ଜଗନ୍ନାଥ ନଗରରେ ବୋମା ମାଡ଼
  • ||
  • ନୂଆଦିଲ୍ଲୀ : ୨୭ ମାସ ପରେ ଜେଲ୍‌ରୁ ମୁକୁଳିଲେ ଆଜମ ଖାନ, ସ୍ଵାଗତ କଲେ ଶିବପାଳ ଯାଦବ
  • ||
  • ଭୁବନେଶ୍ଵର : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୧୦ ପଜିଟିଭ୍ ଚିହ୍ନଟ
  • ||
  • ସିବିଆଇ ପଞ୍ଝାରେ ପୁଣି ଲାଲୁ ପ୍ରସାଦ : ରେଲୱେ ନିଯୁକ୍ତିରେ ଦୁର୍ନୀତି ଅଭିଯୋଗ, ୧୭ଟି ଠିକଣାରେ ଚାଲିଛି ରେଡ୍
  • ||

ଢ଼େଙ୍କାନାଳ ସାଂସଦ ତଥାଗତ ଶତପଥୀ ଦଳରେ ଥାଇ ବିଜେଡ଼ି ପାଇଁ ପ୍ରଚାର କରିବେନି

ଭୁବନେଶ୍ବର ୨୨|୩ :  ବିଜେଡିରେ ଥାଇ ବିଜେଡି ସପକ୍ଷରେ ପ୍ରଚାର ନକରିବାକୁ ନିଷ୍ପତ୍ତି ନେଇଛନ୍ତି ଢେଙ୍କାନାଳ ସାଂସଦ ତଥାଗତ ଶତପଥୀ । କଟକରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ସେ ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ଯେହେତୁ କିଛିଦିନ ତଳେ ନିର୍ବାଚନ ନ ଲଢିବା ନେଇ ଘୋଷଣା କରିଛନ୍ତି ସେଥିପାଇଁ ସେ କୌଣସି ଦଳ ତରଫରୁ ପ୍ରଚାର କରିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ଦଳ ଅପେକ୍ଷା ପ୍ରାର୍ଥୀ ଦେଖି ଭୋଟ୍ ଦେବାପାଇଁ ତଥାଗତ ଲୋକଙ୍କୁ ନିବେଦନ କରିଛନ୍ତି। ଏପରିକି ସେ ଲୋକେ ପରିବର୍ତ୍ତନ ଚାହାଁନ୍ତି ବୋଲି ମଧ୍ୟ ନିଜ ପ୍ରତିକ୍ରିୟାରେ କହିଛନ୍ତି । ତଥାଗତ ନିର୍ବଚନ ନଲଢିବା ନେଇ ଘୋଷଣା କରିଥିଲେ ମଧ୍ୟ ଏବେ ବି ବିଜେଡିରେ ସକ୍ରୀୟ ଅଛନ୍ତି।