ପ୍ରମୁଖ ଖବର
  • ଦିଲ୍ଲୀ ଏନସିଆରର ୫୦ରୁ ଉର୍ଦ୍ଧ୍ଵ ସ୍କୁଲରେ ଖଞ୍ଜା ହୋଇଛି ବମ୍ ! ଧମକପୂର୍ଣ୍ଣ ଇମେଲ୍ ଆସିବା ପରେ ଚାରିଆଡ଼େ ଚାଞ୍ଚଲ୍ୟ
  • ||
  • ଶ୍ରମିକ ଦିବସ; ଦୁର୍ଦ୍ଦିନରେ ଘରୋଇ ସହାୟିକା, ସରକାରୀ ସହାୟତାରୁ ହେଉଛନ୍ତି ବଞ୍ଚିତ
  • ||
  • ବିଜେଡି ବିଧାୟକ ପ୍ରାର୍ଥୀ ସୁଶାନ୍ତଙ୍କ ନାଁରେ ୮ କୋଟିର ଅସ୍ଥାବର ସମ୍ପତ୍ତି; ସ୍ତ୍ରୀଙ୍କ ନାଁରେ ୧୬ କୋଟିର ସମ୍ପତ୍ତି, ୧୫୦ ଗ୍ରାମ ସୁନା
  • ||
  • ବିଳମ୍ୱ ହେବ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶନ, ଧିମେଇଛି ଡିଜିଟାଲ ସାର୍ଟିଫିକେଟ୍ ପ୍ରସ୍ତୁତି କାମ
  • ||
  • ବଡ଼ବିଲ : କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ସାଲେପୁର : ଟ୍ରାକ୍ଟର ତଳେ ଚାପିହୋଇ ଶ୍ରମିକଙ୍କ ମୃତ୍ୟୁ, ଡ୍ରାଇଭର ସମେତ ୪ ଆହତ
  • ||
  • ଅଗ୍ନିକୁଣ୍ଡ ପାଲଟିଲା ସାରା ରାଜ୍ୟ, ୬ରୁ ଆଶ୍ୱସ୍ତି... ୭ରେ ବର୍ଷା
  • ||
  • ୧୧୪ ଡିଗ୍ରୀ ଫାରେନହାଇଟ୍‌ରେ କଲବଲ, ଅଂଶୁଘାତର ଶିକାର ହୋଇ ୩୦ଜଣ ହସ୍ପିଟାଲ ଗଲେ
  • ||

ଓଡିଶାର ୧୦ ଲୋକସଭା ପାଇଁ ବିଜେପି ପ୍ରାର୍ଥୀ ଘୋଷଣା, ଜାଣନ୍ତୁ କିଏ କେଉଁଠୁ ଲଢିବେ...

ନୁଆଦିଲ୍ଲୀ ୨୧/୩: ପ୍ରକାଶ ପାଇଲା ବିଜେପିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । ମୋଟ ୧୮୪ ଜଣ ପ୍ରାର୍ଥୀଙ୍କ ତାଲିକା ଘୋଷଣା ହୋଇଥିବାବେଳେ ଓଡିଶାର ୧୦ ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଦଳ ।

ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ରାଜ୍ୟରେ ବିଜେପି ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ।  ୧୦ ଲୋକସଭା ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି । ଦେଖନ୍ତୁ ତାଲିକା...

ଲୋକସଭା ଆସନ
କେନ୍ଦ୍ରାପଡା – ବୈଜୟନ୍ତ ପଣ୍ଡା
ଭୁବନେଶ୍ୱର- ଅପରାଜିତା ଷଡଙ୍ଗୀ
ସୁନ୍ଦରଗଡ- ଜୁଏଲ ଓରାମ
କେନ୍ଦୁଝର – ଅନନ୍ତ ନାୟକ
ବାଲେଶ୍ୱର- ପ୍ରତାପ ଷଡଙ୍ଗୀ
ଢେଙ୍କାନାଳ- ରୁଦ୍ର ନାରାୟଣ ପାଣି
ବଲାଙ୍ଗିର- ସଙ୍ଗୀତା ସିଂହଦେଓ
ନବରଙ୍ଗପୁର-ବଳଭଦ୍ର ମାଝୀ
ଆସିକା- ଅନୀତା ଶୁଭଦର୍ଶିନୀ
ବ୍ରହ୍ମପୁର – ଭୃଗୁ ବକ୍ସିପାତ୍ର

ଅଧିକ ପଢନ୍ତୁ ବିଜେପିର ପ୍ରଥମ ପର୍ଯ୍ଯାୟ ପ୍ରାର୍ଥୀ ତାଲିକା ପ୍ରକାଶ: ପିଏମ୍ ମୋଦି ବାରାଣାସୀରୁ, ଅମିତ ଶାହ ଗାନ୍ଧୀନଗରରୁ ଲଢିବେ ନିର୍ବାଚନ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.