ବିଜେପି ସାଂସଦ ଅର୍ଜୁନ ସିଂହଙ୍କୁ ଦୁର୍ବୃତ୍ତଙ୍କ ଆକ୍ରମଣ

କୋଲକାତା ୨/୯ : ପଶ୍ଚିମବଙ୍ଗର ବିଜେପି ସାଂସଦ ଅର୍ଜୁନ ସିଂହଙ୍କୁ ଉତ୍ତର ୨୪ ପ୍ରଗଣା ଜିଲ୍ଲାରେ ଥିବା ବିଜେପି କାର୍ଯ୍ୟାଳୟ ପରିସରରେ ଦୁର୍ବୃତ୍ତମାନେ ଆକ୍ରମଣ କରିଛନ୍ତି । ତାଙ୍କୁ ଆକ୍ରମଣ କରିଥିବା ବ୍ୟକ୍ତିମାନେ ଶାସକ ଟିଏମ୍‌ସି କର୍ମୀ ବୋଲି ଅର୍ଜୁନ ଅଭିଯୋଗ କରିବା ସହ ଏଥିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କର ହାତ ଥିବା ଅଭିଯୋଗ କରିଛନ୍ତି ।

ତାଙ୍କୁ ଆକ୍ରମଣ କରିବା ସହ ତାଙ୍କ କାର୍‌ଟିକୁ ମଧ୍ୟ ଭାଙ୍ଗି ଦିଆଯାଇଛି । ସେଠାରେ ଉପସ୍ଥିତ ଥିବା ପୁଲିସ କମିଶନର ମନୋଜ ବର୍ମା ତାଙ୍କ ଉପରକୁ ଲାଠି ଚାଳନା କରିବା ସହ ତାଙ୍କୁ ଗାଳିଗୁଲଜ କରିଥିବା ମଧ୍ୟ ସେ ଅଭିଯୋଗ କରିଛନ୍ତି ।

   ସମ୍ବନ୍ଧିତ ଖବର


ଫେସବୁକ୍ ଲଞ୍ଚ୍ କଲା ନୂଆ ସେବା, ଖୁବ୍ ଶୀଘ୍ର ଆକାଉଣ୍ଟକୁ କରନ୍ତୁ ଚେକ୍

ଚିନ୍ତାର କଥା ! ପରୀକ୍ଷଣ ସମୟରେ କରୋନା ଟିକାରେ ହେଲା ମୃତ୍ୟୁ…

ଟ୍ରେନରେ ଯାତ୍ରା ସମୟରେ ଲଗେଜ୍ ଚିନ୍ତା ଗଲା, ଏଣିକି ଘରେ ପହଞ୍ଚିବ ସାମଗ୍ରୀ

କରୋନାରୁ ରକ୍ଷା କରିବ ଏହି ‘ଛତୁ’–ଷ୍ଟାର୍ଟ ଅପ୍‌ କମ୍ପାନୀ ତିଆରି କଲେ ଇମ୍ୟୁନିଟି ବୁଷ୍ଟର

କରୋନା ଭୟରେ ଏହି ଦେଶରେ ବନ୍ଦ ହେଲା ମାଛ ମାର୍କେଟ୍, ଲାଗିଲା କର୍ଫ୍ୟୁ

ନବରାତ୍ରୀ ନେଇ ସୋସିଆଲ ମିଡିଆରେ ଅଶ୍ଲୀଳ ପୋଷ୍ଟ, କ୍ଷମା ମାଗିଲା Eros Now