PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ରାଜ୍ୟ ଜିଏସଟି ଏନଫୋର୍ସମେଣ୍ଟ ୱିଙ୍ଗ୍ ଦ୍ଵାରା ୬୪୧ କୋଟି ଟଙ୍କାର ଜାଲ ବିଲ୍ ରାକେଟ ମାମଲାରେ ତୃତୀୟ ମାଷ୍ଟର ମାଇଣ୍ଡ୍ ଗିରଫ
  • ||
  • ସମ୍ବଲପୁର : ସମ୍ବଲପୁର ସଦର ଥାନା ଅଞ୍ଚଳରେ ଯୁବକଙ୍କୁ ହତ୍ୟା ପରେ ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ
  • ||
  • ଅଲିମ୍ପିକ୍ସ ହକି : ଭାରତ ଜର୍ମାନୀକୁ ୫-୪ ଗୋଲରେ ହରାଇ ଜିତିଲା ବ୍ରୋଞ୍ଚ ପଦକ
  • ||
  • ଟୋକିଓ : ଭାରତୀୟ ହକି ଟିମ୍‌ର ଐତିହାସିକ ବିଜୟ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା, କହିଲେ-ଆଗାମୀ ପିଢିର ଖେଳାଳିଙ୍କ ପାଇଁ ହେବ ପ୍ରେରଣାର ଉତ୍ସ ’
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଚାରିଛକଠାରେ ୧୬ ପେଟି କଫ୍ ସିରପ୍ ଜବତ, ସ୍କର୍ପିଓ ସହ ଜଣେ ଗିରଫ
  • ||
  • ଲମତାପୁଟ : ଲମତାପୁଟ ବ୍ଲକ ବଡ଼ପଡା ଘାଟି ନିକଟ ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ
  • ||
  • କୋଣାର୍କ : ଗ୍ୟାସ୍ ସିଲିଣ୍ଡର ଫାଟି ୪ ଛେଳି ଜୀବନ୍ତ ଦଗ୍ଧ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ମାଲକାନଗିରି : ନକ୍ସଲଙ୍କ ବର୍ବର କାଣ୍ଡ, ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରି ଉଡ଼ାଇଦେଲେ ବୋଲେରୋ, ୨ ମୃତ
  • ||

ବିଏମ୍‌ସି ଅଫିସରେ ପୁଣି ୨ ପଜିଟିଭ୍‌ ଚିହ୍ନଟ, ଅଡିଟ ସେକସନକୁ ସିଲ୍‌

ଭୁବନେଶ୍ୱର ୦୭/୦୮ ଭୁବନେଶ୍ୱର ମହାନଗର ନିଗମ (ବିଏମସି) କାର୍ଯ୍ୟାଳୟରେ ପୁଣି ପଶିଛି କରୋନା । ବିଏମସିର ଚିଫ୍‌ ଅଡିଟର ଓ ଜଣେ ପିଅନ କରୋନା ପଜିଟିଭ୍‌ ବାହାରିଥିବା ଜଣାପଡ଼ିଛି । ଏହା ପରେ ଅଡିଟ ସେକସନକୁ ସିଲ୍‌ କରାଯିବା ସହ ଅଫିସକୁ ସାନିଟାଇଜ୍‌ କରାଯାଇଛି ।

ବିଏମସି ଅଫିସରେ କରୋନା ବାହାରିବା ପରେ ୯୬ଜଣ କର୍ମଚାରୀଙ୍କର ରାପିଡ୍‌ (ଆଣ୍ଟିଜେନ) ଟେଷ୍ଟ କରାଯାଇଛି। ରିପୋର୍ଟ ସମ୍ପର୍କରେ ବିଧିବଦ୍ଧ ସୂଚନା ମିଳିପାରିନାହିଁ । ନିକଟରେ ବିଏମସି ଅଫିସରେ ଜଣେ ବରିଷ୍ଠ ଅଧିକାରୀଙ୍କ ପତ୍ନୀ କରୋନା ପଜିଟିଭ୍‌ ବାହାରିଥିଲେ । ଏହା ପରେ ସଂପୃକ୍ତ ଅଫିସର ଚଳପ୍ରଚଳ ହେଉଥିବା ସେକସନକୁ ସାନିଟାଇଜ୍‌ କରାଯାଇଥିଲା ।

ସମ୍ବନ୍ଧିତ ଖବର