PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ୨୪ ଘଣ୍ଟା ପ୍ରଚାର ବ୍ୟାନ୍ କଲେ ନିର୍ବାଚନ କମିଶନର , ନିର୍ବାଚନ ପ୍ରଚାରରେ ବିବାଦୀୟ ଭାଷଣ ପାଇଁ ଲାଗିଲା କଟକଣା
  • ||
  • ସୁଶିଲ ଚନ୍ଦ୍ରା ନୂଆ ମୁଖ୍ୟ ନିର୍ବାଚନ କମିଶନର ନିଯୁକ୍ତ
  • ||
  • ଆଜି ଭୁବନେଶ୍ୱରରୁ ୧୯୦ କରୋନା ପଜିଟିଭ ଟିହ୍ନଟ, କ୍ୱାରେଣ୍ଟାଇନ୍‌ରୁ ୩୮ ଓ ଲୋକାଲ କଣ୍ଟାକ୍ଟରୁ ୧୫୨ସଂକ୍ରମିତ
  • ||
  • ପିପିଲି ଉପନିର୍ବାଚନ ପାଇଁ ଭର୍ଚୁଆଲ ରାଲିରେ ନବୀନ ପଟ୍ଟନାୟକ କରୁଛନ୍ତି ପ୍ରଚାର , ୬ଟି ଜିଲ୍ଲା ପରିଷଦ ଜୋନ୍‌ ପାଇଁ ସିଧା ପ୍ରସାରଣ ବ୍ୟବସ୍ଥା
  • ||
  • କଟକ ଏସ୍‌ସିବିରୁ ହାଇଦର ଫେରାର ଘଟଣା – ହାଇଦର ଫେରାର ପଛରେ ତାର ପରିବାର ଲୋକଙ୍କ ହାତ ଅଛି, ମଙ୍ଗଳାବାଗ ଥାନାରେ ଏତଲା ଦେଲେ ଗ୍ୟାଙ୍ଗଷ୍ଟରକୁ ଜଗୁଥିବା ନିଲମ୍ୱିତ କନଷ୍ଟେବଲ ମହମ୍ମଦ ମୌସିମ୍,‌
  • ||
  • ଭାରତରେ ରୁଷ୍ ଟିକା ସ୍ପୁଟ୍‌ନିକ୍ –V କୁ ମଞ୍ଜୁରୀ , ବିଶେଷଜ୍ଞ କମିଟି ବୈଠକରେ ନିଆଗଲା ନିଷ୍ପତ୍ତି, ମାନବ ଦେହରେ ବ୍ୟବହାର ପାଇଁ ଅନୁମତି
  • ||
  • ବଲାଙ୍ଗୀର ଓ କଳାହାଣ୍ଡି ବିଶ୍ବବିଦ୍ୟାଳୟ ପାଇଁ ୨ ଜଣ ନୂଆ କୁଳପତିଙ୍କୁ ମିଳିଲା ନିଯୁକ୍ତି
  • ||
  • ଭୁବନେଶ୍ୱର: କ୍ୟାବିନେଟ୍ ବୈଠକରେ ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର
  • ||
  • ଭଞ୍ଜନଗର: ଭାଲୁ ଆକ୍ରମଣରେ ବାଘୁଆପଲ୍ଲୀ ଗ୍ରାମର ୪ ଜଣ ଗୁରୁତର ଆହତ
  • ||
  • ଢେଙ୍କାନାଳ: ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଖୋଜାଖୋଜି ପରେ ଉଦ୍ଧାର ହେଲା ମୃତହେଦ
  • ||
  • କଟକ: ନିଆଳିର ଏକ ବିଲରୁ ଏକ ମୃତଦେହ ଉଦ୍ଧାର
  • ||
  • ଗଜପତି ଜିଲ୍ଲାର ସମସ୍ତ ସୀମା ସିଲ, ବାହାରୁ ଆସୁଥିବା ଲୋକଙ୍କ ଉପରେ କଡା ନଜର
  • ||
  • ଭୁବନେଶ୍ୱର: ଆଜି ପହଞ୍ଚିବ ୨ ଲକ୍ଷ ୭୧ ହଜାର ଟିକା
  • ||
  • ଜଗନ୍ନାଥପୁର ଛକ ପୁକୁଡ଼ିବନ୍ଧ ଜଙ୍ଗସନ୍ରୁ ୯୨୦ କିଲୋ ଗଞ୍ଜେଇ ଧରିଲା ଅବକାରୀ ବିଭାଗର ସ୍ଵତନ୍ତ୍ର ୱିଙ୍ଗ, ୮ ଗିରଫ, ଟ୍ରକ୍ ଓ ମ୍ୟାକ୍ସପିକ୍ପ ଜବତ
  • ||
  • ବୀରମହାରାଜପୁର: ଚନ୍ଦଲି ରାସ୍ତା କଡ଼ରୁ ନବଜାତ ଶିଶୁ ପୁତ୍ର ଉଦ୍ଧାର, ଡାକ୍ତରଖାନାରେ ଭର୍ତ୍ତି
  • ||
  • ନୀଳଗିରି: ଅଭୟାରଣ୍ୟ ଭିତରୁ ଜଣେ ଶିକାରୀ ଗିରଫ,ମାରଣାସ୍ତ୍ର ଜବତ, ଖସିଗଲେ ୩ଜଣ ଶିକାରୀ…
  • ||
  • କଟକ: ଚାଉଳିଆଗଞ୍ଜ ଥାନାରେଆତ୍ମସମର୍ପଣ କଲା ହାଇଦର ସହଯୋଗୀ ୟାକୁବର
  • ||
  • ନୀଳଗିରି: କୂଳଡିହା ଅଭୟାରଣ୍ୟ ସୀମାନ୍ତରୁ ବିରାଟକାୟ ହରିଣ କ୍ଷତବିକ୍ଷତ ଉଦ୍ଧାର କଲେ ଗ୍ରାମବାସୀ
  • ||
  • କଟକ: ହଷ୍ଟେଲ ଭିତରେ ପଶି ନର୍ସିଂ ଛାତ୍ରୀଙ୍କୁ ତଡୁଛି ପୁଲିସ, ଏସସିବି ବିଏସି ନର୍ସିଂ କଲେଜରେ ଉତ୍ତେଜନା
  • ||
  • ନୀଳଗିରି: ଅସନବଣି ଅଞ୍ଚଳରୁ ଉଦ୍ଧାର ହେଲା ୧୫ ଫୁଟ୍ ଲମ୍ବର ଅହିରାଜ ସାପ
  • ||

ମହାମାରୀ ସମୟରେ ଅନେକ ଦେଶକୁ ପଛରେ ପକାଇ ଆଗକୁ ବଢିଲା ଭାରତ: ବ୍ୟାଙ୍କ ଅଫ ଆମେରିକା

https://www.tv9hindi.com/

ନୂଆଦିଲ୍ଲୀ ୭/୪: ବ୍ୟାଙ୍କ ଅଫ୍ ଆମେରିକା(BofA) କହିଛି କି ଭାରତ ମହାମାରୀ ସଙ୍କଟ ସମୟରେ ମଧ୍ୟ ଆଗକୁ ବଢିବାର କ୍ଷମତା ଦେଖାଇଛି । ଖାଲି ସେତିକି ନୁହେଁ, ସାରା ବିଶ୍ୱକୁ ପଛରେ ପକାଇ ଦେଇ ପ୍ରଭାବଶାଳୀ ଦେଶରେ ପରିଣତ ହୋଇଛି ଭାରତ । ଆମେରିକୀୟ ବ୍ୟାଙ୍କ ଏହା ମଧ୍ୟ କହିଛି କି ମହାମାରୀ ସମୟରେ ଭାରତରେ ୩ ହଜାରରୁ ଅଧିକ ନିଯୁକ୍ତି ସୃଷ୍ଟି ହୋଇଛି । ବ୍ୟାଙ୍କ ଅଫ୍ ଆମେରିକାର ଭାରତରେ ଆଞ୍ଚଳିକ ପ୍ରମୁଖ କାକୁ ନଖାଟେ ଉଦ୍ୟେଗ ମଣ୍ଡଳ ସିଆଇଆଇର କାର୍ଯ୍ୟକ୍ରମରେ କହିଛନ୍ତି କି ‘କୋଭିଡ୍ ସମୟରେ ଆମେ ଭାରତରେ ପ୍ରାୟ ୩ ହଜାର ନିଯୁକ୍ତି ସୃଷ୍ଟି କରିପାରିଛୁ । ଆମେ ଭାରତରେ ଅନେକ କାମ କରିଛୁ ।’ ସେ ଏହା ମଧ୍ୟ କହିଛନ୍ତି ଯେ ଭାରତ ଅନେକ ଦେଶକୁ ପଛରେ ପକାଇ ଦେଇଛି ଏବଂ ବିଶ୍ୱକୁ ପ୍ରଭାବିତ କରିଛି । ଭାରତୀୟ ସଙ୍କଟରୁ ପାର୍ କରିବା ଏବଂ ଆଗକୁ ବଢିବାର କ୍ଷମତା ଅଛି । କହିରଖୁଛୁ ବ୍ୟାଙ୍କର ମୁମ୍ବାଇ, ହାଇଦ୍ରାବାଦ, ଗୁରୁଗ୍ରାମ ଓ ଚେନ୍ନାଇରେ ପ୍ରାୟ ୨୩ ହଜାର ଲୋକ କାମ କରନ୍ତି ।

ସମ୍ବନ୍ଧିତ ଖବର