PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ୍‌ ଅମରିନ୍ଦର ସିଂହ
  • ||
  • ଏସିଏଫ୍‌ ସୌମରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣା – ଭୁବନେଶ୍ୱର ଫରେନସିକ୍‌ ଲ୍ୟାବ୍‌ରେ ଡିଏଫ୍‌ଓ , ରୋଷେୟାଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି
  • ||
  • କେନ୍ଦୁଝର: ମହିଳାଙ୍କୁ ନିର୍ଯାତନା ଦେବା କାରଣରୁ ସ୍ୱାମୀ, ଶାଶୁ, ଶଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ୍
  • ||
  • ଲୋଇସିଂହା: ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଦାରିଙ୍ଗବାଡି : ସଂରକ୍ଷିତ ଜଙ୍ଗଲରୁ ଚୋରା ଚାଲାଣ ବେଳେ କାଠପଟା ଜବତ, ଜଣେ ଗିରଫ
  • ||
  • ଲୋଇସିଂହା : ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ, କାରଣ ଅସ୍ପଷ୍ଟ
  • ||
  • କେନ୍ଦୁଝର : ମହିଳାଙ୍କୁ ନିର୍ଯାତନା ଦେବାରୁ ସ୍ୱାମୀ, ଶାଶୁ, ଶ୍ଵଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ ଦଣ୍ଡ
  • ||
  • ପଦ୍ମପୁର: ଗଜଲକ୍ଷ୍ମୀ ଷ୍ଟୋରରେ ଜିଏସଟି ବିଭାଗର ଚଢ଼ାଉ
  • ||
  • ବ୍ରହ୍ମପୁର: ଗଞ୍ଜାମରେ ୧୦୧୦ଗାଁ ବାଲ୍ୟ ବିବାହ ମୁକ୍ତ ଘୋଷଣା କଲା ପ୍ରଶାସନ
  • ||
  • ବଲାଙ୍ଗୀର: ରାତିରେ ପରିବାର ଲୋକଙ୍କ ସହ ଶୋଇଥିଲା ବେଳେ ମହିଳାଙ୍କୁ କାମୁଡି ଦେଲା ବିଷାକ୍ତ ସାପ, ଆଖିବୁଜଲେ ମହିଳା
  • ||
  • ପାଟଣା: ପୂର୍ବତନ ପାଟଣା ବିଧାୟକ ରାମରାଇ ମୁଣ୍ଡାଙ୍କ ପରଲୋକ
  • ||
  • ସମ୍ବଲପୁର: ହୀରାକୁଦର ପୁଣି ବନ୍ଦ ହେଲା ୬ ଗେଟ୍, ୧୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
  • ||
  • ବାଙ୍କୀ : ହୁଳୁହୁଳା ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ, ବାଙ୍କୀର ବହୁ ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରୁ ୨୪ ଘଣ୍ଟା ମଧ୍ୟରେ ଆଉ ୬୯୫ଜଣ କରୋନା ପଜିଟିଭ୍ ଚିହ୍ନଟ
  • ||
  • ସଠିପୁର : ଦୁଇ କଣ୍ଟେନର ମୁହାଁମୁହିଁ ଧକ୍କା, ଉଭୟ ଡ୍ରାଇଭର ଆହତ
  • ||
  • ଜଗତସିଂହପୁ : ହଂସୁଆ ନଈରେ ଘାଇ, ୧୦ରୁ ଅଧିକ ଗାଁ ଜଳମଗ୍ନ
  • ||
  • ସମ୍ବଲପୁର : ସୁଧୁରୁଛି ଉପରମୁଣ୍ଡର ବନ୍ୟା ସ୍ଥିତି, ହୀରାକୁଦରେ ବନ୍ଦ ହେଲା ୪ ଗେଟ୍‌, ୨୪ ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି
  • ||
  • କାମାକ୍ଷାନଗର : ଚାଷୀଙ୍କୁ ଦଳି ମାରିଲା ଦନ୍ତା
  • ||
  • ରାଉରକେଲା : ବିମାନଘାଟି ପରିସରରେ ଜଣେ ମହିଳା ଶ୍ରମିକଙ୍କୁ ଦୁଷ୍କର୍ମ ଉଦ୍ୟମ, ଠିକା କର୍ମଚାରୀ ଅଟକ
  • ||

ବୋହୂକୁ କିରୋସିନ ଢାଳି ହତ୍ୟା ଉଦ୍ୟମ କଲା ଶ୍ଵଶୁର, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ଅନଗୁଳ, ୨୮/୦୭ : ଅନଗୁଳ ହେମସୁରପଡାରେ ଅଭାବନୀୟ ଘଟଣା। ପାରିବାରିକ କଳହକୁ କେନ୍ଦ୍ର କରି ବୋହୂକୁ କିରୋସିନ ଢାଳି ହତ୍ୟା ଉଦ୍ୟମ କଲା ଶ୍ଵଶୁର। ଗୁରୁତର ଅବସ୍ଥାରେ ବୋହୂ ଅନଗୁଳ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।

ସୂଚନାନୁଯାୟୀ, ଅନଗୁଳ ହେମସୁରପଡାରେ ପାରିବାରିକ କଳହକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ବୋହୂକୁ କିରୋସିନ ଢାଳି ପୋଡିବାକୁ ଉଦ୍ୟମ କଲା ଶ୍ଵଶୁର। ବୋହୂ ହରପ୍ରିୟା ନାୟକଙ୍କୁ (୨୫) ଗୁରୁତର ଅବସ୍ଥାରେ ଉଦ୍ଧାର କରି ଅନଗୁଳ ମେଡିକାଲରେ ଭର୍ତ୍ତି କରାଯାଇଛି। ତାଙ୍କର ୫୦ ପ୍ରତିଶତ ଅଂଶ ପୋଡ଼ିଯାଇଥିବା ଜଣା ପଡିଛି। ହରପ୍ରିୟାଙ୍କୁ ପ୍ରାଥମିକ ଚିକିତ୍ସା ପରେ କଟକ ସ୍ଥାନାନ୍ତର କରାଯାଇଛି। ପାରିବାରିକ କଳହରୁ ଶ୍ଵଶୁର ଶଙ୍କର୍ଷଣ ନାୟକ ଏଭଳି କାଣ୍ଡ ଘଟାଇଥିବା ଅଭିଯୋଗ ହେଉଛି।