ଜଟଣୀରେ ସିରିଜ୍‌ ବୋମା ମାଡ଼ !

ଖୋର୍ଦ୍ଧା – ଜଟଣୀରେ ସିରିଜ୍‌ ବୋମା ମାଡ଼ । ବାଲିଛକ ମୁଣ୍ଡିଆ ସାହିରେ ୬ଟି ବୋମା ମାଡ଼ ହୋଇଛି । ଜଣେ ଆହତ ହୋଇଥିବା ସୂଚନା ।

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ଼ ହୋଇଥିବା ସନ୍ଦେହ । ବୋମା ପକାଇ ୨ଜଣ ଦୁର୍ବୃତ୍ତ ବାଇକ୍‌ରେ ଫେରାର ହୋଇଯାଇଛନ୍ତି । ଘଟଣା ସ୍ଥଳରେ ଜଟଣୀ ପୁଲିସ୍‌ର ତଦନ୍ତ ।

   ସମ୍ବନ୍ଧିତ ଖବର


ଛାତ୍ରବୃତ୍ତି ପୋର୍ଟାଲ ଓ ସୁମଙ୍ଗଳ ପୋର୍ଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଉତ୍କଳୀୟ କଳା ଶୈଳୀ ଅନୁସାରେ ହେବ ଶ୍ରୀମନ୍ଦିର ଦ୍ୱାର ନିର୍ମାଣ କାର୍ଯ୍ୟ- ରୂପା ଛାଉଣୀ କାର୍ଯ୍ୟ ଆଗାମୀ ୧୦ ଦିନ ଭିତରେ ଆରମ୍ଭ ହେବ

ନଭେମ୍ବର ଏକ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ

ଓଟିଭିର ଆଉ ଏକ ଜମି କେଳେଙ୍କାରୀ, ରାଜଧାନୀରେ ମାଡ଼ି ବସିଛି ୧୨ ହଜାର ବର୍ଗଫୁଟରୁ ଅଧିକ ଜାଗା

ସାଂଘାତିକ ଷଡଯନ୍ତ୍ର-ପ୍ରେମିକ ସହ ମିଶି ଛାଡପତ୍ର ପାଇଁ ପତିଙ୍କ ପ୍ରାଇଭେଟ୍‌ ପାର୍ଟ କାଟିବା ପାଇଁ ଚେଷ୍ଟା କରୁଥିଲେ ନବ ବିବାହିତା

ପ୍ରିନ୍ସପାଲଙ୍କ ବିରୁଦ୍ଧରେ ଏମିତି ଅଭିଯୋଗ ଆଣିଲେ ମହିଳା ପ୍ରଫେସର, କହିଲେ ‘କ୍ୟାମେରାରେ ଜୁମ୍ କରି ଦେଖନ୍ତି…’