ପ୍ରମୁଖ ଖବର
  • ବିଜେପି ନୀଳଗିରି ବିଧାୟକ ଇଂ ସୁକାନ୍ତ ନାୟକ
  • ||
  • ଏପ୍ରିଲ୍‌ ୨ରୁ ନୂଆ ଶ୍ରେଣୀରେ ପଢ଼ିବେ ପିଲା, ନିର୍ଦ୍ଧାରିତ ସମୟରେ ବଣ୍ଟନ ହେବ ପାଠ୍ୟପୁସ୍ତକ
  • ||
  • ଏବେଠୁ ଜଳିଲାଣି ସାରା ଓଡ଼ିଶା, ଦିନ ସାଢେ ୧୧ଟାରେ ଟପିଗଲା ୩୬ ଡିଗ୍ରୀ
  • ||
  • ବିଜେଡିରେ ମିଶିଲେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇ, ବଲାଙ୍ଗୀର ଲୋକସଭା ପ୍ରାର୍ଥୀ ନେଇ ଚର୍ଚ୍ଚା
  • ||
  • ବିଶ୍ୱରେ ୩୦% ହାରରେ ବଢ଼ୁଛି ଏଆଇ ନିଯୁକ୍ତି, ମେଶିନ ଲଣ୍ଣିଂ ସହ ଜଡିତ ପ୍ରଫେସନାଲଙ୍କ ବଢ଼ୁଛି ଚାହିଦା
  • ||
  • ବିଜେପିରେ ଟିକଟ କସରତ: ଆଜି ଆସିପାରେ ଦ୍ୱିତୀୟ ପର୍ଯ୍ୟାୟ ତାଲିକା, କୋର୍ କମିଟି ବୈଠକରେ ଚୂଡ଼ାନ୍ତ
  • ||
  • ବିଜେପି ଛାଡିଲେ ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା
  • ||

ବାଙ୍କୀ ଘୋଳପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୋମାମାଡ, ଜଣେ ମୃତ

ବାଙ୍କୀ: କଟକ ଜିଲ୍ଲା ବାଙ୍କୀ ଥାନା ଅନ୍ତର୍ଗତ ଘୋଳପୁର ଗାଁ ଆନନ୍ଦନାଥ ପାଟଣାସାହିରେ ବୋମାମାଡ । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ବୋମାମାଡ ହୋଇଛି । ବୋମାମାଡରେ ଜଣଙ୍କର ମୃତ୍ୟୁ ହୋଇଛି । ବୋମାମାଡରେ ମୃତ୍ୟୁବରଣ କରିଥିବା ବ୍ୟକ୍ତି ହେଲେ ଗୋବିନ୍ଦ ବେହେରା ।

ସୂଚନା ମୁତାବକ ଗୋବିନ୍ଦ ବେହେରା ନିଜ ମୋଟର ସାଇକେଲରେ ବଜାରକୁ ଯାଉଥିବା ବେଳେ ସେହି ଗ୍ରାମର କିଛି ଯୁବକ ତାଙ୍କ ଉପରକୁ ବୋମାମାଡ କରିଥିଲେ । ଗାଁ ଦୋଳମଣ୍ଡପ ଠାରେ ସେ ତଳେ ପଡିଯିବାରୁ ପଥରେ ଛେଚି ତାଙ୍କୁ ଯୁବକମାନେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.