ଚାଷୀଙ୍କ ପାଇଁ ମାଗାଣାରେ ବୋରୱେଲ୍‌ ଖୋଳାଇବେ – ଆନ୍ଧ୍ର ସରକାର

ହାଇଦ୍ରାବାଦ : କୃଷକମାନଙ୍କ କଲ୍ୟାଣ ନିମନ୍ତେ ଆନ୍ଧ୍ରପ୍ରଦେଶ ସରକାର ସୋମବାର ଏକ ନୂଆ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନା ଅଧୀନରେ ରାଜ୍ୟ ସରକାର ଚାଷୀମାନଙ୍କ ପାଇଁ ମାଗଣାରେ ବୋରୱେଲ ଖୋଳାଇବେ । କ୍ଷୁଦ୍ର ଚାଷୀମାନେ ଯେପରି ସହଜରେ ନିଜ ଫସଲକୁ ଜଳଯୋଗାଣ କରିପାରିବେ, ସେଥିପାଇଁ ଏହି ଯୋଜନା ପ୍ରଚଳନ କରାଯାଇଛି ।

ଏହି ଯୋଜନାର ନାମ ରଖାଯାଇଛି ୱାଇଏସଆର ଜଲା କଲା । ଏହା ଅଧୀନରେ ଆସନ୍ତା ୪ ବର୍ଷ ଭିତରେ ରାଜ୍ୟର ୧୪୪ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଏବଂ ୧୯ଟି ଅର୍ଦ୍ଧ-ସହରାଞ୍ଚଳରେ ତିନି ଲକ୍ଷରୁ ଉଦ୍ଧ୍ୱର୍ ବୋରୱେଲ ଖନନ କରାଯିବ । ଏଥିପାଇଁ ମୋଟ ୨୩୪୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି ।

   ସମ୍ବନ୍ଧିତ ଖବର


ରୋହିତଙ୍କୁ ନେଇ ଚର୍ଚ୍ଚା: ଆହତ କାରଣରୁ ଟିମ୍‌ ଇଣ୍ଡିଆରୁ ବାଦ ପଡ଼ିଲେ ହିଟ୍‌ମ୍ୟାନ୍, ପରେ ଭାଇରାଲ ହେଲା ରୋହିତଙ୍କ ନେଟ୍‌ ପ୍ରାକ୍ଟିସ୍‌ ସମୟର ଫଟୋ

ପୁଲଓ୍ବାମାରେ ଏନକାଉଣ୍ଟର: ଜଣେ ଆତଙ୍କବାଦୀ ନିହତ, ଆଉ ଜଣେ ଆତଙ୍କୀ କଲା ଆତ୍ମସମର୍ପଣ

ପୁଣି କମିଲା ସୁନା ଦର, କେତେ କମିଲା ଜାଣନ୍ତୁ

AstraZenecaର ଟିକା ବୃଦ୍ଧଙ୍କ ପାଇଁ ପ୍ରଭାବଶାଳୀ ହେବ! ବଢ଼ାଇବ ରୋଗ ପ୍ରତିରୋଧକ ଶକ୍ତି

ବ୍ୟକ୍ତିଙ୍କର ଅଭିନବ ପ୍ରତିବାଦ – ଅନ୍ତଃବସ୍ତ୍ର ପିନ୍ଧି ଷ୍ଟୋର୍‌କୁ ଯିବାର ଭିଡ଼ିଓ ଭାଇରାଲ

ଚୀନ୍‌ ଏବଂ ପାକିସ୍ତାନକୁ ଚେତାବନୀ ଦେଲେ ଅଜିତ୍‌ ଡୋଭଲ୍‌ – ଏ ହେଉଛି ନୂଆ ଭାରତ, ଯେଉଁଠାରେ ବିପଦ ସେହିଠାରେ କରିବୁ ମୁକାବିଲା